Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାଲି ବ୍ୟବସାୟ କୁ ନେଇ ଗଞ୍ଜାମ ଜିଲ୍ଲାରେ ଗୋଷ୍ଟି କନ୍ଦଳ ବଢୁଛି:ମୁଣ୍ଡ ଗଡ଼ିବା ସମ୍ଭାବନା ଅନେକ..!
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଏବେ ବାଲି ମାଫିଆ ମାନେ ବିଭିନ୍ନ ଗୋଷ୍ଟି ରେ ସାମିଲ ହୋଇ ନିଜ ନିଜର ବ୍ୟବସାୟ ସାମ୍ରାଜ୍ୟ ବିସ୍ତାର କରିଲେଣି। ଏବେ ଗଞ୍ଜାମ ଜିଲ୍ଲାରେ ବାଲି ବ୍ୟବସାୟ ରେ ମାତ୍ରାଧିକ ଲାଭ ହେଉଛି। ଏହି ବ୍ୟବସାୟ ରେ ନେତା ଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀ ଓ!-->!-->!-->…
ବଟି ମାଗିବା ଅଡ଼ିଓ ଭାଇରଲ ହେଲା ପରେ ବି ସୁଧରୀ ନାହାନ୍ତି ବିଧାୟକ…!
ନିଆଁରେ ଘିଅ ଢ଼ାଳିଲେ ପୁଣି ବିଧାୟକ…..!
ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାର ଆସିକା ବିଧାୟକଙ୍କ ଅଡିଓ ଭାଇରଲ ହେବା ପରେ ସେ ନିଜେ ହରଡ଼ଘଣା ରେ ପଡ଼ିଥିବା ଚର୍ଚ୍ଚା ହେବା ବନ୍ଦ ହୋଇନାହିଁ। ହେଲେ ତାଙ୍କ ବିରୋଧ ରେ କାର୍ଯ୍ୟାନୁଷ୍ଠାନ ହେବା ପାଇଁ ଦାବୀ ହେବା ଥମି ନାହିଁ। ସେ ବର୍ତ୍ତମାନ ଶହେ!-->!-->!-->…
ଚିକିଟୀ ପ୍ରେସ କ୍ଲବର ୩୧ତମ ସାଧାରଣ ବୈଠକ
ଚିକିଟୀ : ଏହି ବ୍ଲକ ଚିକିଟୀ ପେଣ୍ଠ ତୈଳିକ ସମାଜ କୋଠଘର ନିକଟରେ ବୁଧବାର ଅପରାହ୍ନ ରେ ଚିକିଟୀ ପ୍ରେସ କ୍ଲବ ର ୩୧ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସଙ୍ଘ ସଭାପତି ସୁରେନ୍ଦ୍ର ନାଥ ପଣ୍ଡା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ବୈଠକରେ ସମ୍ପାଦକ ତ୍ରିପତି ସାହୁ ପୂର୍ବ ବୈଠକ ର ବିବରଣୀ ପାଠ!-->…
ସଂଯୁକ୍ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କଲେ ରାଷ୍ଟ୍ରପତି
ମାଲକାନଗିରି : ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କରିଛନ୍ତି।ସଂଯୁକ୍ତା ସେଠୀ!-->…
ବରଗଡ଼ ଜିଲ୍ଲାପାଳଙ୍କୁ ମିଠା ପ୍ୟାକେଟ୍ରେ ଟଙ୍କା ଦେଇ ବନ୍ଧାହେଲେ ସିମେଣ୍ଟ କଂପାନୀ ଅଧିକାରୀ
ବରଗଡ : ବରଗଡ଼ ଜିଲ୍ଲାପାଳଙ୍କୁ ମିଠା ପ୍ୟାକେଟ୍ରେ ଟଙ୍କା ଦେଇ ବନ୍ଧା ହେଲେ ଛତିଶଗଡ଼ର ଏକ ସିମେଣ୍ଟ କମ୍ପାନୀର ସିଏମ୍ଓ ରାମଭବ୍ ଗଟ୍ଟୁ। ସରକାରୀ କର୍ମଚାରୀଙ୍କୁ ପ୍ରରୋଚିତ ଉଦ୍ୟମ ପାଇଁ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ।ରାମଭବ୍ ଗଟ୍ଟୁ ଜିଲ୍ଲାପାଳଙ୍କ ଅଫିସକୁ ଆସି ଫୁଲ ତୋଡ଼ା ସହ ମିଠା!-->…
ସିଏଜି ରିପୋର୍ଟ ପ୍ରକାଶ: ଅଯୋଗ୍ୟ କାଳିଆ ହିତାଧିକାରୀ ନେଇଗଲେ ୭୮୨ କୋଟି ଟଙ୍କା
ଭୁବନେଶ୍ୱର,୧୧ା୯: କାଳିଆ ଯୋଜନା ନେଇ ସିଏଜି ରିପୋର୍ଟରେ ଆଶ୍ଚର୍ଯ୍ୟ କଲା ଭଳି ତଥ୍ୟ ପ୍ରକାଶ ପାଇଛି। ୨୦୧୯ରୁ ୨୧ ମଧ୍ୟରେ ୬୫.୬୪ ଲକ୍ଷ ହିତାଧିକାରୀଙ୍କୁ କାଳିଆ ଟଙ୍କା ଦିଆଯାଇଥିଲା। ୪୧.୬୪ ଲକ୍ଷ ହିତାଧିକାରୀଙ୍କୁ ୩ ଥର, ୮.୦୯ ଲକ୍ଷଙ୍କୁ ୨ ଥର ଟଙ୍କା ମିଳିଥିବା ବେଳେ ୧୫ ଲକ୍ଷ ୯୧ ହଜାର!-->…
ସରିଲା ବିଧାନସଭା ଅଧିବେଶନ
ଭୁବନେଶ୍ବର : ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ବିଧାନସଭାର ପ୍ରଥମ ବଜେଟ୍ ଅଧିବେଶନ ଆଜି ଶେଷ ହୋଇଛି । ଜୁଲାଇ ୨୨ତାରିଖରୁ ଆରମ୍ଭ ହୋଇଥିବା ଏହି ଅଧିବେଶନକୁ ଆଜି ଅନିର୍ଦ୍ଦିଷ୍ଟ କାଳ ପାଇଁ ବାଚସ୍ପତି ସୁରମା ପାଢ଼ୀ ମୁଲତବୀ ଘୋଷଣା କରିଛନ୍ତି । ଏହି ଅଧିବେଶନରେ ବିରୋଧୀ ବିଜେଡି!-->…
ରାଜ୍ୟରେ ୧୬ ଲକ୍ଷରୁ ଅଧିକ ଲୋକଙ୍କ ରାସନ କାର୍ଡ କଟିଛି: ମନ୍ତ୍ରୀ
ଭୁବନେଶ୍ୱର: ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କଷ୍ଣଚନ୍ଦ୍ର ପାତ୍ର ରାସନ କାର୍ଡକୁ ନେଇ ବଡ଼ ସୂଚନା ପ୍ରଦାନ କରିଛନ୍ତି। ବିଧାନସଭାରେ ବିଧାୟିକା ସୋଫିଆ ଫିରର୍ଦ୍ଦୋସଙ୍କ ପ୍ରଶ୍ନର ଉତ୍ତର ଦେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି, ଗତ ୨୦୧୬-୧୭ରୁ ବର୍ତ୍ତମାନ ପର୍ଯ୍ୟନ୍ତ!-->…
ଅଯୋଗ୍ୟଙ୍କଠୁ ସୁଭଦ୍ରା ଫର୍ମ ଫେରାଇ ଆଣିବାରୁ ଅଙ୍ଗନବାଡ଼ି କର୍ମୀଙ୍କୁ ମାଡ଼
ଭଦ୍ରକ : ଅଯୋଗ୍ୟ ହିତାଧିକାରୀଙ୍କ ଠାରୁ ସୁଭଦ୍ରା ଫର୍ମ ଫେରାଇ ଆଣିବାରୁ ଅଙ୍ଗନବାଡ଼ି କର୍ମୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ବ୍ରହ୍ମଟିକିରି ଅଙ୍ଗନବାଡ଼ି କେନ୍ଦ୍ରରେ ଏହି ଘଟଣା ଘଟିଛି। ଏନେଇ ସଂପୃକ୍ତ ଅଙ୍ଗନବାଡ଼ି କର୍ମୀ ଦିପ୍ତିରେଖା ବଳ ବାଂଶଡ଼ା!-->…
ସହକାରୀ ଯନ୍ତ୍ରୀଙ୍କ ମାଳମାଳ ବହୁତଳ କୋଠା ଠାବ କଲା ଭିଜିଲାନ୍ସ
ଭୁବନେଶ୍ୱର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ (ସିଭିଲ) ପ୍ରସନ୍ନ କୁମାର ସ୍ୱାଇଁଙ୍କ ଘରେ ଚଢ଼ାଉ କରାଯାଇଥିବା ବେଳେ ତାଙ୍କର ୬ଟି ବହୁତଳ କୋଠା ଠାବ କରାଯାଇଛି। ସେଥିରୁ ୨ଟି ୪ ମହଲା ବିଶିଷ୍ଟ!-->…