Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଏଥର କିଏ ଯିବେ ରାଜ୍ୟସଭା: ମନମୋହନ ଦିଲ୍ଲୀ ଗଲେ
ଭୁବନେଶ୍ୱର: ପୂର୍ବତନ ବିଜେଡ଼ି ନେତା ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେବା ପରେ ବିଜେପିରେ ସାମିଲ୍ ହୋଇଛନ୍ତି। ସୁଜିତ ପୁଣିଥରେ ରାଜ୍ୟସଭା ଯିବେ ନା ତାଙ୍କ ବଦଳରେ ରାଜ୍ୟ ବିଜେପିର ଅନ୍ୟ କିଏ ରାଜ୍ୟସଭା ଯିବେ ସେନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି।ରାଜ୍ୟ ବିଜେପି!-->…
କ୍ଷୟକ୍ଷତି ଆକଳନ କରାଯାଇ ଓଡ଼ିଶା ରିଲିଫ କୋଡ଼ ଅନୁସାରେ କ୍ଷତିପୂରଣ ଦିଆଯିବ: ମନ୍ତ୍ରୀ
ଭୁବନେଶ୍ୱର: ଶୂନ୍ୟକାଳରେ ମାଲକାନଗିରି ଏବଂ କୋରାପୁଟରେ ବଡ ବର୍ଷା ଓ ବନ୍ୟା କ୍ଷୟକ୍ଷତି ନେଇ ପ୍ରଶ୍ନ ଉଠାଇଲେ ପ୍ରତାପ ଦେବ ଏବଂଏହାର ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ କହିଥିଲେ, ପାଣିପାଗ ସୂଚନା ଦିଆଯାଇଥିଲା ଦକ୍ଷିଣ ଓଡ଼ିଶାର!-->…
୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ କଲ୍ୟାଣକାରୀ ଯୋଜନାର କରିବେ ଶୁଭାରମ୍ଭ
ଭୁବନେଶ୍ୱର : ଆସନ୍ତା ୧୭ ତାରିଖ ମଙ୍ଗଳବାର ଦିନ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚୀ ନେଇ ସମ୍ପୂର୍ଣ୍ଣ ବିବରଣୀ ଆସିଛି। ପୂର୍ବାହ୍ନ ୧୧ଟା ୩୫ରେ ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ପୂର୍ବାହ୍ନ ୧୧ଟା ୫୫ରେ ଜନତାରେ ମଇଦାନ ପହଞ୍ଚିବେ ।!-->…
ଚାଲିଥିଲା ୧୦ ତାଲା ବିଲ୍ଡିଂର ସେଣ୍ଟ୍ରିଂ; ଭାଙ୍ଗିଗଲା କ୍ରେନ୍
ଭୁବନେଶ୍ବର : ସେଣ୍ଟ୍ରିଂ ବେଳେ ଭାଙ୍ଗିଗଲା କ୍ରେନ୍। ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ସେଠାରେ କାମ କରୁଥିବା ଶ୍ରମିକ। ଭୁବନେଶ୍ୱର ୟୁନିଟ୍-୮ ଓଏମସି କଲୋନୀରେ ବିଲ୍ଡିଂ ନିର୍ମାଣ ବେଳେ ଏହି ଅଘଟଣ ଘଟିଛି। ଦୁର୍ଘଟଣାରେ ଜଣେ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି!-->…
୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ରାଜସ୍ୱ ଗାଁକୁ ବିଜୁଳି – କେଭି ସିଂଦେଓ
ଭୁବନେଶ୍ୱର: ୨୦୨୫ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ରାଜସ୍ୱ ଗାଁକୁ ବିଜୁଳି ସଂଯୋଗ କରାଯିବ। ଆଜି ବିଧାନସଭା ପ୍ରଶ୍ନକାଳରେ ବିଜୁଳି ସଂଯୋଗ ସମ୍ପର୍କରେ ଆଲୋଚନା ହେବା ବେଳେ ଏହି ସୂଚନା ଦେଇଛନ୍ତି ଶକ୍ତିମନ୍ତ୍ରୀ କେ.ଭି ସିଂଦେଓ। ସମସ୍ତ ଗାଁକୁ କେବେ ବିଜୁଳି ସଂଯୋଗ ହେବ ତେଲକୋଇ ବିଧାୟକ ଫକୀର!-->…
ରାଜ୍ୟରେ ନିର୍ମାଣ ହେବ ୨ଶହ ଗୋଶାଳା
ଭୁବନେଶ୍ୱର: ରାଜ୍ୟରେ ଗୋମାତାଙ୍କ ସୁରକ୍ଷା ପାଇଁ ସରକାର ନିର୍ମାଣ କରିବେ ଦୁଇ ଶହ ଗୋଶାଳା। ଗୃହରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ଘୋଷଣା କରିଛନ୍ତି। ଏହାସହିତ ଗୋଶାଳା କରିବାକୁ ସବୁ ବିଧାୟକଙ୍କୁ ଅପିଲ୍ କରିଛନ୍ତି ମନ୍ତ୍ରୀ। ଗୋଖାଦ୍ୟ ପାଇଁ ଦୈନିକ ମିଳିବ!-->…
ବଢିଲା ଶ୍ରମିକଙ୍କ ସହାୟତା ରାଶି
ଭୁବନେଶ୍ୱର,୧୧।୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ଶ୍ରମିକଙ୍କ ପାଇଁ ବଡ଼ ସହାୟତା ରାଶି ଘୋଷଣା କଲେ ସରକାର। ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ସହାୟତା ରାଶିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ!-->…
ଅବ୍ୟବସ୍ଥା ଘେରରେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ : ଡାକ୍ତର ଓ କର୍ମଚାରୀ ଅଭାବା ଚିକିତ୍ସା ପାଇଁ ହନ୍ତସନ୍ତ…
୮୦ ଶର୍ଯ୍ୟା ବିଶିଷ୍ଟ ଡାକ୍ତରଖାନାରେ କାର୍ଯ୍ୟକ୍ଷମ ହେଉଛି ୩୦ ଶର୍ଯ୍ୟା
ଶିଶୁ, ଚକ୍ଷୁ ଓ ଭେଷଜ ବିଭାଗୀୟ ବିଶେଷଜ୍ଞ ନାହାନ୍ତି, ୫ଜଣ ଷ୍ଟାପନର୍ସରେ ଚାଲିଛି ରୋଗୀସେବା
ହିଞ୍ଜିଳିକାଟୁ, ୧୦ା୯(): ଜନସାଧାରଣଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇଦେବା ଲକ୍ଷ୍ୟରେ ଉଭୟ କେନ୍ଦ୍ର ଓ!-->!-->!-->!-->!-->!-->!-->…
ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ
ଭୁବନେଶ୍ୱର : ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ ନୂତନ ବନ୍ଦେ ଭାରତ ଟ୍ରେନ । ଟ୍ରେନର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ କେନ୍ଦ୍ର ରେଳ ମନ୍ତ୍ରୀ । ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ!-->…
ରାଜଧାନୀରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣାଧୀନ
ଭୁବନେଶ୍ୱର: ଭୁବନେଶ୍ୱରରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ନେଇ ମଙ୍ଗଳବାର ଦିନ କହିଛନ୍ତି ମେୟର ସୁଲୋଚାନା ଦାସ।
ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯଦିଓ ଡେଙ୍ଗୁ ସଂଖ୍ୟା ଅଧିକ ରହିଛି ତେବେ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ।
ରାଜ୍ୟର ସମସ୍ତ ପ୍ରମୁଖ ଡାକ୍ତରଖାନା!-->!-->!-->!-->!-->…