Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଦୟା ନଦୀରୁ ଜଳ ଉଠାଣ ପାଇଁ ତିଆରି ହେବ ୫ ବଡ଼ ପ୍ରକଳ୍ପ
ଭୁବନେଶ୍ବର: ଦୟା ନଦୀରୁ ଜଳ ଉଠାଣ ପାଇଁ ତିଆରି ହେବ ୫ ମେଗା ପାନୀୟ ଜଳ ପ୍ରକଳ୍ପ । ଆଜି ଗୃହରେ ପିପିଲି ବିଧାୟକଙ୍କ ପ୍ଣା୍ନରେ ଏହି ଉତ୍ତର ରଖିଛନ୍ତି ପାନୀୟ ଜଳ ମନ୍ତ୍ରୀ ରବି ନାଏକ ।
ଏନେଇ ମନ୍ତ୍ରୀ କହିଛନ୍ତି, ଦୟା ନଦୀରେ ଜଳଭଣ୍ଡାର ନିର୍ମାଣ ହେବ । ଡେଲାଙ୍ଗରେ ୫ଟି ମେଗା!-->!-->!-->…
ପୋଲଭରମ ପ୍ରକଳ୍ପକୁ ବିରୋଧ : ନବୀନଙ୍କୁ ରିପୋର୍ଟ ଦେଲେ ବିଜେଡିର ପୋଲାଭରମ ପ୍ରକଳ୍ପ ଅନୁଧ୍ୟାନକାରୀ ଟିମ୍
ଭୁବନେଶ୍ୱର : ପାର୍ଲାମେଣ୍ଟରୁ ଆରମ୍ଭ କରି ପଞ୍ଚାୟତ ସ୍ତର ଯାଏଁ ସବୁ ଆଡେ ପୋଲଭରମ ପ୍ରକଳ୍ପକୁ ବିରୋଧ କର । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବିଜେଡି ନେତାଙ୍କୁ ଆଜି ଏହି ପରାମର୍ଶ ଦେଇଛନ୍ତି । ଆଜି ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି, ବିଜେଡିର ପୋଲାଭରମ!-->…
ଓଏସଏସଏସସି ଅଫିସ ଘେରିଲେ ପରୀକ୍ଷାର୍ଥୀ, ଦାବି କଲେ ପୁନଃ ପରୀକ୍ଷା
ଭୁବନେଶ୍ବର: ଭୁବନେଶ୍ବର ଓଟ୍ରିପଲ-ଏସସି ଅଫିସ ଘେରିଲେ ଶହ ଶହ ପରୀକ୍ଷାର୍ଥୀ । ପରୀକ୍ଷାରେ ଅନିୟମିତତା ଅଭିଯୋଗ କରି ଓଟ୍ରିପଲ-ଏସସି ଅଫିସ ଘେରାଉ କରିଛନ୍ତି । ଯୋଗ୍ୟ ପରୀକ୍ଷାର୍ଥୀମାନେ ମେରିଟ୍ ତାଲିକାରୁ ବାଦ୍ ପଡ଼ିବାରୁ ପରୀକ୍ଷାର୍ଥୀମାନେ ପ୍ରତିବାଦ କରି ଦାୟିତ୍ୟହୀନତାକୁ ଦୋଷାରୋପ କରି!-->…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚିଠି ଲେଖିଲେ ଫୁଲବାଣୀର ତରୁଣ ଚିତ୍ରଶିଳ୍ପୀ ପ୍ରସାଦ ସୋନୁଙ୍କୁ…
ଫୁଲବାଣୀ: ଗତ ସାଧାରଣ ନିର୍ବାଚନରେ ନିର୍ବାଚନ ପ୍ରଚାର ଗସ୍ତରେ ମଇ ମାସ ୧୧ ତାରିଖରେ କନ୍ଧମାଳ ଜିଲ୍ଲା ସଦର ମହକୁମା ଫୁଲବାଣୀକୁ ପ୍ରଚାଚରେ ଆସିଥିବା ବେଳେ, ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ସ୍ୱତନ୍ତ୍ର ଓ ଭିନ୍ନ ଧରଣର ଚିତ୍ର ତିଆରି କରି ଉପହାର ଦେଇଥିଲେ!-->!-->!-->…
ଲଗାଣ ବର୍ଷା ଯୋଗୁ ଆସନ୍ତାକାଲି ମାଲକାନଗିରି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି
ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲ୍ଲାରେ ସ୍ଥିତି ଅଣାୟତ ହୋଇଥିବା ବେଳେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏମିତିକି କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ।!-->…
ରାଜ୍ୟରେ ପ୍ରବଳ ବର୍ଷା ପରେ ବନ୍ୟା ସ୍ଥିତି, ସମସ୍ତ ଅଧିକାରୀଙ୍କୁ ସଜାଗ ରହିବାକୁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର : ସମ୍ଭାବ୍ୟ ବନ୍ୟା ସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତି । ସମସ୍ତ କ୍ଷେତ୍ର ସ୍ତରୀୟ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ । ସ୍ଥିତି ଉପରେ ନଜର ରଖିବାକୁ ଇଂଜିନିୟରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟ ସଚିବ ମନୋଜ ଆହୁଜା ଆଜି ଲଗାଣ ବର୍ଷା!-->…
ଆଗାମୀ ୪୮ ଘଣ୍ଟା ଯାଏଁ ପ୍ରବଳ ବର୍ଷିବ; ପୌରାଞ୍ଚଳମାନଙ୍କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ ପଶ୍ଚିମ-କେନ୍ଦ୍ର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବପାତ କ୍ଷେତ୍ର ସ୍ରୁଷ୍ଟି ହୋଇଛି l ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଉପକୁଳରେ ଗତିଶୀଳ ହୋଇ ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତ ରୂପ ନେଇପାରେ l ଆଗାମୀ!-->…
କୋରାପୁଟ-ମାଲକାନଗିରି ଜିଲ୍ଲାର ବର୍ଷାଜନିତ କ୍ଷୟକ୍ଷତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା!-->…
ରାଜ୍ୟରେ ନାହିଁ ବନ୍ୟା ସ୍ଥିତି : ଏସ୍ଆର୍ସି
ଭୁବନେଶ୍ୱର: ରାଜ୍ୟରେ ନାହିଁ ବନ୍ୟା ସ୍ଥିତି l ଏନେଇ ସୂଚନା ଦେଇଛନ୍ତି ଏସ୍ଆର୍ସି l ଆଜି ରାଜ୍ୟରେ ଲଗାଣ ବର୍ଷାର ସ୍ଥିତି ନେଇ ସମୀକ୍ଷା ବୈଠକ ବସିଥିଲା । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବସିଥିଲା ଏହି ସମୀକ୍ଷା ବୈଠକ। ବୈଠକରେ ମୁଖ୍ୟ ଶାସନ ସଚିବ, ସ୍ୱତନ୍ତ୍ର ରିଲିଫ!-->…
ବନ୍ୟାଜଳ ପଶିଯିବାରୁ ବନ୍ଦ ହେଲା ମାଛକୁଣ୍ଡ ଜଳ ବିଦ୍ୟୁତ୍ ପ୍ରକଳ୍ପ
ବନ୍ଦ ହେଲା ମାଛକୁଣ୍ଡ ଜଳ ବିଦ୍ୟୁତ୍ ପ୍ରକଳ୍ପ । ଜଳ ବିଦ୍ୟୁତ ପ୍ରକଳ୍ପରେ ବନ୍ୟାଜଳ ପ୍ରବେଶ ପରେ ପ୍ରକଳ୍ପକୁ ସମ୍ପୂର୍ଣ୍ଣ ବନ୍ଦ କରାଗଲା l ପ୍ରକଳ୍ପର ଦୁଇ ନମ୍ବର ୟୁନିଟ ଏବଂ ୫ ନମ୍ବର ୟୁନିଟରେ ନବୀକରଣ ଚାଲିଥିବା ବେଳେ ପାଣି ପଶି ଯାଇଥିଲା । ମଟର ଯୋଗେ ପାଣି!-->…