Browsing Category

ଓଡିଶା

ମଙ୍କିପକ୍ସ ନେଇ ସଜାଗ ସ୍ବାସ୍ଥ୍ୟ ବିଭାଗ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ମଙ୍କିପକ୍ସ ନେଇ ସଜାଗ ସ୍ବାସ୍ଥ୍ୟ ବିଭାଗ l ସ୍ବାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ସଜାଗ ରହିଛି, ସବୁ ପ୍ରବେଶ ପଥକୁ ଆଲର୍ଟ କରାଯାଇଛି ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର l ମଙ୍କିପକ୍ସ ପ୍ରଭାବିତ ଅଞ୍ଚଳରୁ ଆସୁଥିବା ବ୍ୟକ୍ତିଙ୍କୁ ଆଇସୋଲେଟ ରଖାଯାଉଛି

ଏସସିବି ମେଡିକାଲକୁ ବଡ଼ ସଫଳତା, ସଫଳ ହେଲା ଦ୍ୱିତୀୟ ଯକୃତ ପ୍ରତିରୋପଣ

କଟକ : ଏସସିବି ମେଡିକାଲ କଲେଜ ହସ୍ପିଟାଲରେ ଆଜି (ସୋମବାର ) ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ ହୋଇଛି । ନୟାଗଡ ଅଂଚଳର ୩୯ ବର୍ଷୀୟ ମାନସ ମୁଦୁଲିଙ୍କ ଶରୀରରେ ଅସ୍ତ୍ରୋପଚାର କରାଯାଇ ଯକୃତ ପ୍ରତିରୋପଣ କରାଯାଇଛି । ତାଙ୍କ ପତ୍ନୀ ଛବି ମଲ୍ଲିକ ଯକୃତ ଦାନ କରିଛନ୍ତି । ଏସସିବି ମେଡିକାଲର

ମାଲକାନଗିରି ସ୍ଥିତି ପାଇଁ ୨ ଅଧିକାରୀଙ୍କୁ ଦାୟିତ୍ବ

ମାଲକାନଗିରି: ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଫିସରଙ୍କୁ ଦାୟିତ୍ବ l ଆଇପିଏସ ସୁଧାଂଶୁ ଷଡ଼ଙ୍ଗୀ ଓ ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ମିଳିଲା ଦାୟିତ୍ବ l ଲଘୁଚାପଜନିତ ବର୍ଷାରେ ବେହାଲ ମାଲକାନଗିରିର ସ୍ଥିତି ଉପରେ ନଜର ରଖିବାକୁ ଏହି ୨ ଅଧିକାରୀଙ୍କୁ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର l

ଯୁକ୍ତ ୨ ପରୀକ୍ଷା ପ୍ରସ୍ତୁତି: ନଭେମ୍ବର ୧୫ ସୁଦ୍ଧା ସିସିଟିଭି ଲଗେଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୫ ସୁଦ୍ଧା ସବୁ ଯୁକ୍ତ ୨ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗେଇବାକୁ ନିର୍ଦ୍ଦେଶ। ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା ରିପୋର୍ଟ ବି ଦେବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ

ଗଣେଶ ଭସାଣି ବେଳେ ଅଘଟଣ, ନଦୀରେ ବୁଡି ଛାତ୍ର ମୃତ

ଜଗତସିଂହପୁର : ଗଣେଶ ଭସାଣି ବେଳେ ଅଘଟଣ । ଗଣେଶ ଭସାଣି ପାଇଁ ବୃଦ୍ଧା ନଦୀକୁ ଯାଇଥିବା ବେଳେ ଘଟିଛି ଅଘଟଣ । ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକତ୍ସାଳୟ ରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ତିର୍ତ୍ତୋଲ କ୍ୟାରିୟର ଫୋକସ ରେ ଛାତ୍ର

ବନ୍ଦ ଘର ଭିତରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ

କଟକ: ବନ୍ଦ ଘର ଭିତରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ l ସିଡିଏ ସେକ୍ଟର-୯ ସ୍ଥିତ ଭଡ଼ା ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର l କଟକ ସ୍ଥିତ ଜାତୀୟ ଆଇନ ବିଶ୍ବବିଦ୍ୟାଳୟରେ କାର୍ଯ୍ୟରତ ଥିଲେ ମୃତ ଅଧ୍ୟାପିକା ଅନନ୍ୟା ଚକ୍ରବର୍ତ୍ତୀ l ସେ ପଶ୍ଚିମବଙ୍ଗ ବାସିନ୍ଧା ହୋଇଥିବା ସୂଚନା ମିଳିଛି l

ବାହ୍ୟ ଜଗତରୁ ମାଲକାନଗିରି ବିଛିନ୍ନ, ଭାଙ୍ଗିଲା ପିଲିଗାଡା ବ୍ରିଜ

ମାଲକାନଗିରି : ବାହ୍ୟ ଜଗତରୁ ମାଲକାନଗିରି ବିଛିନ୍ନ । ଭାଙ୍ଗିଲା ପିଲିଗାଡା ବ୍ରିଜ । ଆନ୍ଧ୍ର ,ତେଲେଙ୍ଗାନା ଏବଂ ଓଡିଶା ମଧ୍ୟରେ ଯୋଗାଯୋଗ ବିଛିନ୍ନ । ଦୁଇ ଦିନ ଧରି ଲାଗି ରହିଥିବା ବର୍ଷାରେ ଭାଙ୍ଗିଲା ପିଲିଗଡା ଠାରେ ଥିବା ବ୍ରିଜ ।  ଓଡିଶାରୁ ଆନ୍ଧ୍ର କୁ ଯୋଗାଯୋଗ କରୁଥିବା ପିଲିଗଡା

ଦିଲ୍ଲୀସ୍ଥିତ ଓଡ଼ିଶା ଭବନ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର: ବିପଦପୂର୍ଣ୍ଣ ଘୋଷଣା ପରେ ଭଙ୍ଗାହେବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ। ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭାଙ୍ଗିବାକୁ ରାଜ୍ୟ ସରକାର ଦେଲେ ନିର୍ଦ୍ଦେଶ। ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁଁ ଭଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ସୂଚନା ଅନୁସାରେ ଦିଲ୍ଲୀ ସ୍ଥିତ

ନୂଆ ଖାଇ ପର୍ବ ଉପଲକ୍ଷେ ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ଡଃ ସତିଶ ଙ୍କୁ ଜାତୀୟ ପୁରସ୍କାର…

ଭୁବନେଶ୍ଵର:-ନୂଆ ଖାଇ ପର୍ବ ଉପଲକ୍ଷେ ସାମ୍ବାଦିକ ଡଃ ସତିଶ କୁମାର ଦାସ ଙ୍କୁ ସାମ୍ବାଦିକତା ନିକ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ "First Indian Icon Award" ରେ ସମ୍ମାନୀତ କରାଯାଇଛି। “ଜଳବାୟୁ ପରିବର୍ତ୍ତନ ଏବଂ ଗ୍ରାମୀଣ ଓ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଖବର ସରକାର ଙ୍କ ନିକଟର

ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ; ମେଡ଼ିକାଲ୍‌ରେ ଭର୍ତ୍ତି

ବାଙ୍ଗିରିପୋଷି : ଗଣେଶ ପୂଜା ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଭିଭାବକ ଅସୁସ୍ଥ ହୋଇଛନ୍ତି। ଆଜି ସେମାନଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଭୋଗ ଖାଇବା ପରେ ସମସ୍ତଙ୍କୁ ଝାଡ଼ାବାନ୍ତି ହୋଇଥିଲା। ଏପରି ଚିତ୍ର ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷୀ ବ୍ଲକ୍‌ରେ ଦେଖିବାକୁ ମିଳିଛି।