Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
“ଷ୍ଟେଟ୍ ସ୍ପେସିଆଲ ସେଲ୍” ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ, ଆସନ୍ତା କାଲି ପ୍ରଥମ ବୈଠକ
ଭୁବନେଶ୍ବର: ଷ୍ଟେଟ୍ ସ୍ପେସିଆଲ ସେଲ୍ ଗଠନ ପାଇଁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶାରେ ବୃହତ୍ ଭିତ୍ତିଭୂମି ପ୍ରକଳ୍ପର ଯୋଜନା ପ୍ରସ୍ତୁତିଠାରୁ ଆରମ୍ଭ କରି ଡିପିଆର୍ ପ୍ରସ୍ତୁତି, ବୈଷୟିକ ଯାଞ୍ଚ, ଡିଜାଇନ୍, ଗୁଣବତ୍ତା ନିରୀକ୍ଷଣ, ପ୍ରଶିକ୍ଷଣ ଓ ଗବେଷଣାକୁ ଏକ ଛାତ ତଳେ ଆଣିବା!-->…
ଡିଜିଟାଲ୍ ପ୍ଲାଟଫର୍ମରେ ହେବ ଜନଗଣନା ପ୍ରସ୍ତୁତି, ବିଭାଗଗୁଡ଼ିକୁ ଚିଠି
ଭୁବନେଶ୍ବର: ଜନଗଣନା-୨୦୨୭କୁ ଦୃଷ୍ଟିରେ ରଖି ଓଡ଼ିଶାରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲା ଜନଗଣନା ହ୍ୟାଣ୍ଡବୁକ୍ (ଡିସିଏଚ୍ବି) ପ୍ରସ୍ତୁତି ପାଇଁ ଆବଶ୍ୟକ ଗ୍ରାମ ଓ ସହର ନିର୍ଦ୍ଦେଶିକା ସମ୍ବନ୍ଧୀୟ ତଥ୍ୟ ସଂଗ୍ରହରେ ସମସ୍ତ ବିଭାଗ ଓ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କୁ ପୂର୍ଣ୍ଣ ସହଯୋଗ!-->…
ଭତ୍ତା ପ୍ରଦାନରେ ବିଳମ୍ବ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ : ୨ ମାସ ମଧ୍ୟରେ ନିଷ୍ପତ୍ତି ନିଅ
କଟକ: ରାଜ୍ୟରେ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ରୁଜୁ ମାମଲାରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ। ରାଜ୍ୟ ସରକାରଙ୍କୁ ଆବେଦନକାରୀଙ୍କ ସ୍ମାରକପତ୍ର ଉପରେ ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଆବେଦନକାରୀ ସାନି ଏକ ସ୍ମାରକପତ୍ର ବିଭାଗୀୟ!-->…
ବର୍ଷା ଭିଜା ବଡ଼ଦାଣ୍ଡରେ ଭକ୍ତିର ମହାମିଳନ: ଶ୍ରୀକ୍ଷେତ୍ରରେ ଗଡ଼ିଲା ତିନି ରଥ, ଜନସମୁଦ୍ର ପାଲଟିଲା ପୁରୀ
ପୁରୀ: ରଥରେ ପଥରେ ଜଗନ୍ନାଥ। ବର୍ଷକ ସେହି ଅପେକ୍ଷାର ଅନ୍ତ ଘଟାଇ ରତ୍ନବେଦୀ ଛାଡ଼ି ଭକ୍ତଙ୍କ ଗହଣକୁ ଓହ୍ଲାଇ ଆସିଛନ୍ତି କାଳିଆ ସାଆନ୍ତ। ଝିପିଝିପି ବର୍ଷା ସତ୍ତ୍ୱେ ଭକ୍ତି ଓ ଉତ୍ସାହର ଉଚ୍ଛ୍ୱାସରେ ଉଛୁଳି ପଡ଼ିଛି ସମଗ୍ର ଶ୍ରୀକ୍ଷେତ୍ର। ‘ଜୟ ଜଗନ୍ନାଥ’ ଓ ‘ହରିବୋଲ’ ଧ୍ୱନିରେ ପ୍ରକମ୍ପିତ!-->…
କାମ ସରିବାର ୬ ମାସ ମଧ୍ୟରେ ଦବିଗଲା ଜାତୀୟ ରାଜପଥ-୧୬ବିଷ୍ଣୁପୁର ସେତୁର ଆପ୍ରୋଚ୍ ରୋଡ୍
ଭଦ୍ରକ : ଭଦ୍ରକର ଜାତୀୟ ରାଜପଥ-୧୬ର ବିଷ୍ଣୁପୁର ସେତୁର ଆପ୍ରୋଚ୍ ରୋଡ୍ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାର ମାତ୍ର ଛଅ ମାସ ମଧ୍ୟରେ ଧସିଯାଇଛି। ଏହି ରାସ୍ତା ଦେଇ ଚଳାଚଳ କରୁଥିବା ହଜାର ହଜାର ବସ୍, ଟ୍ରକ୍ ଏବଂ ଅନ୍ୟାନ୍ୟ ଭାରୀ ଯାନବାହନ ଚଳପ୍ରଚଳ କରୁଥିବାରୁ ଧନଜୀବନ!-->…
ଗଜପତି ଜିଲ୍ଲା ଓ ସେସନ୍ସ କୋର୍ଟକୁ ଇମେଲ୍ ଯୋଗେ ବୋମା ଧମକ
ପାରଳାଖେମୁଣ୍ଡି : ଗତକାଲି ରାଜ୍ୟରେ ଏକାଧିକ କୋର୍ଟକୁ ବେମାଧମକ ମିଳିଥିଲା। ଆଜି ଗଜପତି ଜିଲ୍ଲାରେ ଏହାର ପୁନରାବୃତ୍ତି ଘଟିଛି। ପାରଳାଖେମୁଣ୍ଡିରେ ଥିବା ଜିଲ୍ଲା ଓ ସେସନ୍ସ କୋର୍ଟକୁ ଇମେଲ୍ ଯୋଗେ ବୋମାଧମକ ମିଳିଛି। ଏହାପରେ ପୁଲିସ, ବୋମା ସ୍କ୍ବାଡ୍ ପକ୍ଷରୁ କୋର୍ଟ ପରିସରକୁ ତନ୍ନତନ୍ନ!-->…
ଚେନ୍ନାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ
ପାରଳାଖେମୁଣ୍ଡି : ଚେନ୍ନାଇରେ କାମ କରୁଥିବା ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ବଡ଼ କଳାକଟ ପଞ୍ଚାୟତର ଜାଙ୍ଗରୀତୁନ ଗ୍ରାମର ଅକ୍ଷୟ ଭୂୟାଁ (୨୨)ଙ୍କ ମୃତ୍ୟୁ ଘଟିଛି।
ସୂଚନାନୁଯାୟୀ, ଅକ୍ଷୟ ଅଧିକ ରୋଜଗାରର କର୍ମସଂସ୍ଥାନ ନିମନ୍ତେ କିଛି ଦିନ ପୂର୍ବରୁ ଚେନ୍ନାଇ ଯାଇ!-->!-->!-->…
ଲଗାଣ ବର୍ଷାରେ କଣ୍ଟାବାଡ଼-ମଲ୍ଲିପଦର ରାସ୍ତା ଉପରେ ୩ ଫୁଟ୍ ପାଣି : ଯୋଗାଯୋଗ ବିଛିନ୍ନ
ବେଗୁନିଆ: ଅବିରତ ଅବିଶ୍ରାନ୍ତ ଏବଂ ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। କେଉଁଠି ଘର ଭିତରେ ଆଣ୍ଠିଏ ପାଣି ତ ଆଉ କେଉଁଠି ରାସ୍ତା ଉପରେ ତିନି ଫୁଟର ପାଣି ଚାଲୁଥିବା ଦେଖିବାକୁ ମିଳିଛି। ଖୋର୍ଧା ଜିଲ୍ଲା ବେଗୁନିଆ ବ୍ଳକରେ ଲଗାଣ ବର୍ଷା ହେବା କାରଣରୁ ଜନଜୀବନ ଏକ ପ୍ରକାର!-->…
ଗୋଷ୍ଠୀ ସଂଘର୍ଷ: ଜଣେ ମୃତ, ଦୁଇ ଗୁରୁତର
ଜୟପୁର: ରଥଯାତ୍ରା ଚାଲିଥିବା ବେଳେ ଜୟପୁର ବ୍ଲକର ସିନ୍ଧିଗାଁରେ ଗୋଷ୍ଠୀ ସଂଘର୍ଷ। ଆକ୍ରମଣରେ ଅଭିନବ ଗାଦବାରଙ୍କ ମୃତ୍ୟୁ ହୋଇଛି। ଟୁକୁନା ଗାଦବା ସମେତ ଦୁଇ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ପ୍ରଥମେ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରେ ଅଧିକ ଚିକିତ୍ସା ପାଇଁ ସହିଦ ଲକ୍ଷ୍ମଣ ନାୟକ!-->…
ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ, ଜଣେ ଗୁରୁତର
କୋରାପୁଟ : କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ ଚାନ୍ଦିଲି ଗାଁରେ ଘଟିଛି ଅଭାବନୀୟ ଘଟଣା । ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି ।
ଗୁରୁତର ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।!-->!-->!-->…