Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରେଭେନ୍ସାରେ ମଶାଲ ଶୋଭାଯାତ୍ରା ପ୍ରସଙ୍ଗ: ୩ ବିଜେଡ଼ି ନେତାଙ୍କ ନାଁରେ ମାମଲା
କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ମଶାଲ ଶୋଭାଯାତ୍ରା ବେଳେ ଦୁଇ ଗୋଷ୍ଠୀ ମାଡ଼ଗୋଳ ଘଟଣାରେ ୩ ବିଜେଡ଼ି ନେତାଙ୍କ ନାଁରେ ମାମଲା। ବ୍ୟୋମକେଶ, ଲେଲିନ ଓ ବବି ଖାନଙ୍କ ନାଁରେ ମାମଲା ରୁଜୁ କରିଛି ପୋଲିସ।
ମାଲଗୋଦାମ ଥାନାରେ ମାମଲା ରୁଜୁ ହୋଇଛି। ରେଭେନ୍ସା ଛାତ୍ରଙ୍କୁ ମଶାଲ ଶୋଭାଯାତ୍ରା!-->!-->!-->…
ବାର୍ଡ ଫ୍ଲୁ ଚିନ୍ତା: ସୀମାନ୍ତରେ ଅଟକିଛି ୭୦ଟି କୁକୁଡା ଓ ଅଣ୍ଡା ବୋଝେଇ ଗାଡ଼ି
ଜଳେଶ୍ବର : ସୀମାନ୍ତରେ ଅଟକିଛି ୭୦ଟି କୁକୁଡା ଓ ଅଣ୍ଡା ବୋଝେଇ ଗାଡ଼ି । ଓଡିଶା – ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ସୋନାକଣିଆ ଚେକପୋଷ୍ଟରେ ଅଟକି ରହିଛି ଗାଡି । ଆନ୍ଧ୍ର ପ୍ରଦେଶ ରୁ ଓଡିଶା ଭିତର ଦେଇ ଆସାମ ଯାଉଥିଲା କୁକୁଡା ଗାଡି । ଓଡିଶାର ବିଭିନ୍ନ ଜିଲ୍ଲାରେ ବାର୍ଡଫ୍ଲୁ ବ୍ଯାପି!-->…
୯ରୁ ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ
କେନ୍ଦ୍ରାପଡ଼ା: ଆସନ୍ତା ୯ ତାରିଖରୁ ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହେବାକୁ ଯାଉଛି। ଭିତରକନିକା ଜାତୀୟ ଉଦ୍ୟାନରେ କେତେ ପ୍ରଜାତୀର ଓ କେତେ ସଂଖ୍ୟାରେ ଦେଶୀୟ ପକ୍ଷୀ ଅଛନ୍ତି ତାହାର ହେବ ଗଣନା।
ଆସନ୍ତା ୯ ତାରିଖରୁ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ। ୫!-->!-->!-->…
ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ, ୭ଟି ସ୍ଥାନରେ ଏକକାଳୀନ ଚଢାଉ
କେନ୍ଦୁଝର: ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ । କେନ୍ଦୁଝର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ବାଇଁଙ୍କ ଘରେ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢ଼ାଉ କରିଛି। କେନ୍ଦୁଝର ଅଫିସ ସହ ଭୁବନେଶ୍ବରରେ ଏକକାଳୀନ ରେଡ୍ ଚାଲିଛି।
ଭୁବନେଶ୍ୱରରୁ ଏକ!-->!-->!-->…
ବାଲିଗୁଡାରେ ଗୁରୁ ଦିବସ ପାଳିତ
ବାଲିଗୁଡା : ପ୍ରଖ୍ୟାତ ଦାର୍ଶନିକ,ଶିକ୍ଷାବିତ ତଥା ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ୧୩୬ ତମ ଗୁରୁଦିବସ ମହାସମାରୋହ ରେ ପାଳିତ ହୋଇଯାଇଛି | ଏହି!-->…
ବାଲିଗୁଡାରେ ଗୁରୁ ଦିବସ ପାଳିତ
ବାଲିଗୁଡା : ପ୍ରଖ୍ୟାତ ଦାର୍ଶନିକ,ଶିକ୍ଷାବିତ ତଥା ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ୧୩୬ ତମ ଗୁରୁଦିବସ ମହାସମାରୋହ ରେ ପାଳିତ ହୋଇଯାଇଛି | ଏହି!-->…
ସିଙ୍ଗାପୁରରେ ଓଡ଼ିଶାର ପ୍ରଶିକ୍ଷାର୍ଥୀମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ସିଙ୍ଗାପୁର ଗସ୍ତ ଅବସରରେ ଦକ୍ଷତା ବିକାଶ ତାଲିମ୍ ନେଉଥିବା ପ୍ରଶିକ୍ଷାର୍ଥୀମାନଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି । ବର୍ତ୍ତମାନ ସିଙ୍ଗାପୁର ଗସ୍ତରେ ଯାଇଥିବା ଓଡ଼ିଶାସ୍ଥିତ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରର ପ୍ରଶିକ୍ଷାର୍ଥୀଙ୍କ!-->…
ପୁରୀରେ ବାର୍ଡ ଫ୍ଲୁ ସ୍ଥିତି ସମୀକ୍ଷା କଲା କେନ୍ଦ୍ରୀୟ ଟିମ୍, ଚିକେନ ନ ଖାଇବାକୁ ପରାମର୍ଶ
ଭୁବନେଶ୍ବର : ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ସ୍ଥିତି ଉଦବେଗଜନକ ରହିଛି। ଏହା ମଧ୍ୟରେ ଗତକାଲି ଜିଲ୍ଲାରେ ସ୍ଥିତି ସମୀକ୍ଷା କରିଛି କେନ୍ଦ୍ରୀୟ ଟିମ୍। ଆଜି ଏହି ଟିମ୍ ମୁଖ୍ୟ ଶାସନ ସଚିବଙ୍କୁ ସ୍ଥିତି ସଂପର୍କରେ ରିପୋର୍ଟ ପ୍ରଦାନ କରିବ।ଗତକାଲି ପୁରୀ ସର୍କିଟ ହାଉସ୍ ଠାରେ ବସିଥିବା!-->…
ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ନିମନ୍ତେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ତାଲିମର ଶୁଭାରମ୍ଭ
ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ ଏବଂ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ନିମନ୍ତେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ତାଲିମର ଶୁଭାରମ୍ଭ ହୋଇଯାଇଛି।ମିଶନ ଶକ୍ତି ଭବନଠାରେ ମିଶନ ଶକ୍ତି ବିଭାଗର ଅତିରିକ୍ତ ସଚିବ!-->…
ନିଖୋଜ ଥିଲେ ଯୁକ୍ତ ଦୁଇ ଛାତ୍ର; ନାଳରୁ ମିଳିଲା ମୃତଦେହ
ଯାଜପୁର : ୨ଦିନ ତଳେ ନିଖୋଜ ଥିଲେ ଯୁକ୍ତ ଦୁଇ ଛାତ୍ର। ଆଜି ସକାଳେ ନାଳରୁ ମିଳିଲା ମୃତଦେହ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଗାଁ ନିକଟ ଶଗଡ଼ିଆ ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଛାତ୍ରଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ମୃତ!-->…