Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସନ୍ଧ୍ୟା ପରେ ରେଭେନ୍ସା ଭିତରକୁ ବାହାର ଲୋକଙ୍କୁ ପ୍ରବେଶ ମନା
କଟକ : ସନ୍ଧ୍ୟା ୬ଟା ପରେ ରେଭେନ୍ସା ଭିତରକୁ ବାହାର ଲୋକଙ୍କୁ ପ୍ରବେଶ କରି ପାରିବେ ନାହିଁ । ମୁଖ୍ୟ ଫାଟକ ସମ୍ମୁଖରେ ଅଧିକ ସୁରକ୍ଷା କର୍ମୀ ନିୟୋଜିତ ରହିବେ । ବାହାର ଲୋକ ହଷ୍ଟେଲ ଭିତରେ ରହି ପାରିବେ ନାହିଁ । ରେଭେନ୍ସା ପରିସରରେ ସୁରକ୍ଷାକର୍ମୀମାନେ ସଦା ସଜାଗ ରହିବେ । ରେଭେନ୍ସା!-->…
‘ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ଗତିବିଧି ଉପରେ ନଜର ରଖିବ ଏଆଇ’
ଭୁବନେଶ୍ବର: ଜଙ୍ଗଲ ନିକଟବର୍ତ୍ତୀ ଜନବସତି ଗୁଡିକୁ ସୁରକ୍ଷିତ ରଖିବାକୁ ରାଜ୍ୟସରକାରଙ୍କ ପ୍ରୟାସ । ଏଣିକି ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ଗତିବିଧି ଉପରେ ନଜର ରଖିବ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି (ଏଆଇ) । ଏହାର ସହାୟତାରେ ଜନବସତି ମୁହାଁ ହେଉଥିବା ବନ୍ୟ ତଥା ହିଂସ୍ର ଜନ୍ତୁଙ୍କ ଗତିବିଧି ଓ!-->…
କଟକରେ ହିଁ ରହିବ ଅବକାରୀ କମିଶନର ଅଫିସ: ଅବକାରୀ କମିଶନର
କଟକ: କଟକରେ ହିଁ ରହିବ ଅବକାରୀ କମିଶନର ଅଫିସ । ଭୁବନେଶ୍ବର ସ୍ଥାନାନ୍ତର ହେବା ଏକ ଗୁଜବ ମାତ୍ର । ସ୍ଥାନାନ୍ତର ହେବାର କୌଣସି ପ୍ରସ୍ତାବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଅବକାରୀ କମିଶନର ନରସିଂହ ଭୋଳ ।
ଅବକାରୀ କମିଶନର ନରସିଂହ ଭୋଳ କହିଛନ୍ତି ଯେ, କଟକରେ ଅବକାରୀ କମିଶନର ଅଫିସ ଅଛି,!-->!-->!-->…
ଓଡ଼ିଶାରେ ବିଜେପିର ସଦସ୍ୟତା ଗ୍ରହଣ ସମାରୋହ
ଭୁବନେଶ୍ୱର : ଓଡ଼ିଶାରେ ବିଜେପିର ସଦସ୍ୟତା ଅଭିଯାନ – ୨୦୨୪ ଆରମ୍ଭ ହୋଇଛି। ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦଳର ସଦସ୍ୟତା ଗ୍ରହଣ କରିଚନ୍ତି । ମଞ୍ଚରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ!-->…
ରାଜ୍ୟରେ ଲାଗୁ ହେବ ପେଶା ଆଇନ
ଭୁବନେଶ୍ବର: ଖୁବଶୀଘ୍ର ରାଜ୍ୟରେ ଲାଗୁ ହେବ ପଞ୍ଚାୟତ ଏକ୍ସଟେନସନ ସିଡ୍ୟୁଲଡ ଏରିଆ(ପେଶା) ଆଇନ ୧୯୯୬ । ଆଜି ବିଧାନସଭାରେ ଏହି ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ।
ତେବେ ଗୃହରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ସରପଞ୍ଚଙ୍କ କ୍ଷମତାକୁ ନେଇ ଉଦବେଗ ପ୍ରକାଶ!-->!-->!-->…
ବିଦ୍ୟାଳୟରେ ମାତାଲ ଶିକ୍ଷକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
ଯାଜପୁର ଟାଉନ: ଅଜ୍ଞାନ ରୂପକ ଅନ୍ଧକାରକୁ ଦୂର କରି ଆଲୋକ ଭଳି ସଠିକ ରାସ୍ତା ଦେଖାନ୍ତି ଯିଏ ସେ ହେଉଛନ୍ତି ଗୁରୁ । ମା’ ବାପାଙ୍କ ପରେ ଗୁରୁ ହିଁ ଆମର ମାର୍ଗଦର୍ଶକ ସାଜନ୍ତି । ଆମକୁ ଅନେକ ଶିକ୍ଷା ଦିଅନ୍ତି ଆଉ ବେଳେବେଳେ ଶୃଙ୍ଖଳିତ କରିବା ପାଇଁ କଠୋର ଅନୁଶାସନରେ ବି ରଖନ୍ତି । ହେଲେ!-->…
ଦଖଲକାରୀଙ୍କ କବଜାରେ ରାଜଧାନୀର ୩୦ ଏକର ଜମି
ଭୁବନେଶ୍ବର: ମାଡ଼ିବସିଛନ୍ତି ରାଜଧାନୀର ୩୦ ଏକର ମୂଲ୍ୟବାନ ଜମି । ରାଜଧାନୀରେ ଜବରଦଖଲ ପ୍ରସଙ୍ଗ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି ।
ଏନେଇ ମନ୍ତ୍ରୀ କହିଛନ୍ତି, ଜବରଦଖଲକାରୀମାନେ ଭୁବନେଶ୍ବରରେ ୩୦ ଏକର ଜମି ମାଡିବସିଛନ୍ତି ।!-->!-->!-->…
ବିଜେପି କାର୍ଯ୍ୟାଳୟରେ ସୁନୀତି ମୁଣ୍ଡ ହଟହଟା
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆଜି ହଟହଟା ହୋଇଛନ୍ତି ଗତ ଭୁବନେଶ୍ୱର ମହାନଗର ନିଗମ (BMC) ନିର୍ବାଚନରେ ଦଳ ତରଫରୁ ମେୟର ପ୍ରାର୍ଥୀ ହୋଇଥିବା ସୁନୀତି ମୁଣ୍ଡ। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ତିନି ଦିନ ତଳେ ନିଲମ୍ବିତ ହୋଇଥିବା ସତ୍ତ୍ୱେ ସେ ଦଳୀୟ ଅଫିସକୁ ଆସି ସେଠାରେ ଦଳ ବିରୋଧରେ!-->…
୫ ବର୍ଷରେ ଉଦ୍ଧାର ହେଲେଣି ୨ଶହରୁ ଅଧିକ ଶିଶୁ ଶ୍ରମିକ
ଭୁବନେଶ୍ବର: ଦେଶ ତଥା ରାଜ୍ୟରେ ଶିଶୁ ଶ୍ରମିକ ଉପରେ ସମ୍ପୂର୍ଣ୍ଣ ରୋକ ଲାଗିଥିଲେ ମଧ୍ୟ ଏବେ ବି ଅନେକ ସ୍ଥାନରେ ଶିଶୁ ଶ୍ରମିକ ଦେଖିବାକୁ ମିଳୁଛି । ଯାହାକୁ ନେଇ ଆଜି ବିଧାନସଭାରେ ଉତ୍ତର ରଖଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ।
ଏନେଇ କଂଗ୍ରେସ ବିଧାୟକ ତାରା ବାହିନୀ!-->!-->!-->…
ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣା: ସାକ୍ଷୀ ଦେଲେ ଅରୁଣ ବୋଥ୍ରା
ପାଟଣାଗଡ଼: ପାଟଣାଗଡ଼ କୋର୍ଟରେ ଅରୁଣ ବୋଥ୍ରା । ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ଘଟଣାରେ ସାକ୍ଷ୍ୟ ଦେବାପାଇଁ କୋର୍ଟରେ ପହଞ୍ଚିଛନ୍ତି ତତ୍କାଳୀନ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରା । ଘଟଣାର ୬୦ ନମ୍ବର ସାକ୍ଷୀ ହେଉଛନ୍ତି ଅରୁଣ ବୋଥ୍ରା । ପୁଞ୍ଜିଲାଲଙ୍କ ଓକିଲ!-->…