Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୋଲିସ ସହ ଗୁଳିବିନିମୟ, ୯ ହାର୍ଡକୋର ମାଓବାଦୀ ମୃତ
ମାଲକାନଗିରି : ଟଳିପଡିଲେ ୯ ହାର୍ଡକୋର ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡା ଜିଲ୍ଲାରେ ପୋଲିସ- ମାଓବାଦୀ ଗୁଳିବିନିମୟ । ପୋଲିସ ଏନକାଉଣ୍ଟରରେ ୯ରୁ ଅଧିକ ହାର୍ଡକୋର ମାଓବାଦୀ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏବେବି ସର୍ଚ୍ଚ ଅପରେସନ!-->…
ଚାଲୁ ହେବ ‘ଆମ ଓଡିଶା ନବୀନ ଓଡିଶା’ କାମ
ଭୁବନେଶ୍ବର: ପୁଣି ଆରମ୍ଭ ହେବ ଆମ ଓଡ଼ିଶା ନବୀନ ଓଡ଼ିଶା କାମ । ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ।
ତେବେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପ୍ରସଙ୍ଗରେ ଗୃହରେ କଂଗ୍ରେସ ବିଧାୟକ ତାରା ବାହିନୀପତି ଓ ବିଜେପି ବିଧାୟକ ସିଦ୍ଧାନ୍ତ!-->!-->!-->…
ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସ୍ପଷ୍ଟୀକରଣ, ଏହି ମାମଲା ବିଚାରାଧୀନ ଅଛି
ଭୁବନେଶ୍ୱର : ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ବିଧାନସଭାରେ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କହିଛନ୍ତି ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଆମ ସରକାରଙ୍କ ବିଚାରଧୀନ ଅଛି । ହାଇକୋର୍ଟ ବେଞ୍ଚ ସମ୍ପର୍କରେ ଗତକାଲି ଗୃହରେ ଯେଉଁ ଲିଖିତ!-->…
ଜେଲ୍ ଏଡିଜିଙ୍କ ନାଁରେ ଫେକ୍ ଆକାଉଣ୍ଟ
ଭୁବନେଶ୍ବର: ପୁଣି ସାଇବର ଠକଙ୍କ ଜାଲରେ ଆଉ ଜଣେ ପ୍ରଶାସନିକ ଅଧିକାରୀ । ଜେଲ୍ ଏଡିଜିଙ୍କ ନାଁରେ ଫେକ୍ ଆକାଉଣ୍ଟ ଖୋଲି ଲୋକଙ୍କୁ ଟଙ୍କା ମାଗୁଛନ୍ତି ।
ଜେଲ୍ ଏଡିଜି ଅମିତାଭ ଠାକୁରଙ୍କ ନାଁରେ ଇନଷ୍ଟାଗ୍ରାମରେ ଫେକ୍ ଆକାଉଣ୍ଟ ଖୋଲି ଲୋକଙ୍କ ପାଖକୁ ମେସେଜ କରି କରି ଟଙ୍କା ମାଗୁଛନ୍ତି!-->!-->!-->…
ସୁଭଦ୍ରା ଯୋଜନା ପାଇଁ ମହିଳାଙ୍କ ଲମ୍ବା ଲାଇନ ଲିଙ୍କ କରିବା ପାଇଁ ମହାଲୁଟ ଆରମ୍ଭ…..!
ଵ୍ରହ୍ମପୁର: ୩-୯ ଆସିକା ରେ ସୁଭଦ୍ରା ଯୋଜନା ପାଇଁ ଆଧାର ଓ ପାନ ଲିଙ୍କ କରିବା ପାଇଁ ମହା ଲୁଟ ଆରମ୍ଭ ହୋଇଯାଇଛି ।ସୁଭଦ୍ରା ଯୋଜନା ରେ ସାମିଲ ହେବାର ଏକ ମାତ୍ର ବିକଳ୍ପ ଆଧାର ଓ ପାନ କାର୍ଡ ଲିଙ୍କ। ଏହାର ସୁଯୋଗ ନେଇ କିଛି ଜନସେବା ଅନ୍ୟ ଇଣ୍ଟରନେଟ ଦୋକାନରେ ନିରୀହ ଲୋକଙ୍କୁ ଦୁଇଶହ!-->!-->!-->…
ଚିକିଟୀ ମଦ ମୃତ୍ୟୁ ମାମଲାରେ ଆଉ ଜଣେ ମୃତ୍ୟୁ,୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା ତଥାପି ତଦନ୍ତ ରେ ମନ୍ଥର..!!
ମୁଖ୍ୟ ଆସାମୀ କୁ ହାତ ମାରିବାକୁ ଡରୁଛି ପ୍ରଶାସନ...!!
ବୀରମିତ୍ରପୁର ଥାନା ଅଞ୍ଚଳ ରେ ବାବୁ ମାନଙ୍କ ଆଦାୟ ପ୍ରବଳ କାମ ଦୁର୍ବଳ….!
କୁବେର ବାବୁ ଙ୍କ ନାଲି ଆଖିରେ ଅଞ୍ଚଳ ବାସୀ ଅତିଷ୍ଟ...!!
ଶ୍ରୀମନ୍ଦିର ଆନନ୍ଦ ବଜାରର ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ
ପୁରୀ: ଶ୍ରୀମନ୍ଦିର ଆନନ୍ଦ ବଜାରରେ ଶୃଙ୍ଖଳା ଆଣିବା ପାଇଁ ପ୍ରଶାସନ ପକ୍ଷରୁ ନିଆଯାଇଛି ବଡ଼ ପଦକ୍ଷେପ । ଭକ୍ତ ମାନେ ଆନନ୍ଦ ବଜାରରେ ଯେଭଳି ଶୃଙ୍ଖଳିତ ଭାବେ ମହାପ୍ରସାଦ ସେବନ କରିପାରିବେ ସେନେଇ ଗତକାଲି ଠାରୁ ସେନାନିବୃତ କର୍ମଚାରୀଙ୍କୁ ମୁତୟନ କରାଯାଇଥିବା ବେଳେ, ଆଜି ଜିଲ୍ଲାପାଳ!-->…
ରାଜ୍ୟରେ ଚିହ୍ନଟ ହେବେ ବାଂଲାଦେଶୀ ଅନୁପ୍ରବେଶକାରୀ
ଭୁବନେଶ୍ୱର: ରାଜ୍ୟରେ ବାଂଲାଦେଶୀଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ । ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ସୂଚନା ଅନୁଯାୟୀ, ବିଧାନସଭାରେ ବିଧାୟକ ଭାସ୍କର ମଢ଼େଇଙ୍କ ପ୍ରଶ୍ନରେ ଉତ୍ତର ରଖି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ!-->!-->!-->…
ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷରେ ୧୦୦ ହତ୍ୟା
ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁରେ ଗତ ୨୪ ବର୍ଷରେ ୧୦୦ଜଣଙ୍କୁ ହତ୍ୟା କରାଯାଇଛି । ଆଜି ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୨୪ ବର୍ଷରେ!-->!-->!-->…