Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
‘ଡିସେମ୍ବର ସୁଦ୍ଧା ସବୁ ଗାଁରେ ପହଞ୍ଚିବ ମୋବାଇଲ ନେଟୱାର୍କ’
ଭୁବନେଶ୍ବର: ଆଉ ମୋବାଇଲ ନେଟଓ୍ବାର୍କର ଅସୁବିଧା ଭୋଗିବେନି ଓଡିଶାବାସୀ । ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ଗାଁରେ ପହଞ୍ଚିବ ନେଟୱର୍କ ସେବା ।
ତେବେ ୫ଜି ନେଟଓ୍ବର୍କ ସମୟରେ ରାଜ୍ୟର ମୋଟ ୩ ହଜାର ୫ ଶହ ୧୦ଟି ଗାଁରେ ନାହିଁ ମୋବାଇଲ ନେଟ୍ୱର୍କ । ଖାଲି ସେତିକି ନୁହଁ, କେବଳ ଅବିଭକ୍ତ!-->!-->!-->…
ଉନ୍ମୋଚିତ ହେଲା”ସୁଭଦ୍ରା” ଯୋଜନାର ୱେବ ପୋର୍ଟାଲ
ଭୁବନେଶ୍ୱର: ଉନ୍ମୋଚିତ ହେଲା"ସୁଭଦ୍ରା" ଯୋଜନାର ୱେବ ପୋର୍ଟାଲ। ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଦ୍ୱାରା ଏହି "ସୁଭଦ୍ରା" ଯୋଜନାର ୱେବ ପୋର୍ଟାଲକୁ ଶୁଭାରମ୍ଭ କରାଯାଇଛି। ପୋର୍ଟାଲ ଲଂଚ ଅବସରରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ପୋର୍ଟାଲ୍ ଟି!-->…
ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ
ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଶକ୍ତିକାନ୍ତ ଦାସ। ଚାରି ଦିନିଆ ଓଡିଶା ଗସ୍ତ ଅବସରରେ ଆଜି ସେ ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଇ ଖୁବ୍ ଭାବିବିହ୍ଵଳ ହୋଇଛନ୍ତି ।
ଶ୍ରୀମନ୍ଦିର!-->!-->!-->…
ହତ୍ୟାକାରୀ ବାପାକୁ ଆଜୀବନ କାରାଦଣ୍ଡାଦେଶ
ଭୁବନେଶ୍ୱର : ହତ୍ୟାକାରୀ ବାପାକୁ ଆଜୀବନ କାରାଦଣ୍ଡ । ସାବତ ପୁଅକୁ ହତ୍ୟା ମାମଲାରେ ବାପାକୁ ଆଜୀବନ କାରାଦଣ୍ଡ । ଦଣ୍ଡାଦେଶ ଶୁଣାଇଲେ ଭୁବନେଶ୍ବର ଏଡିଜେ-୨ କୋର୍ଟ । ଭୁବନେଶ୍ବର ମଞ୍ଚେଶ୍ବର ଥାନା ଅଞ୍ଚଳରେ ଘଟିଥିଲା ହତ୍ୟାକାଣ୍ଡ । ୨୦୧୯ ମାର୍ଚ୍ଚରେ ଘଟିଥିଲା ହତ୍ୟାକାଣ୍ଡ ।
!-->!-->!-->…
ନୂଆ ସରକାରଙ୍କର ୨ ମାସରେ ବନ୍ଧା ହେଲେଣି ୩୯ ସରକାରୀ ବାବୁ
ଭୁବନେଶ୍ବର: ଶାସନକୁ ଆସିବା ପରେ ଆକ୍ସନ ମୋଡରେ ମୋହନ ସରକାର । କ୍ଷମତା ଗ୍ରହଣ କରିବାର ୨ ମାସ ଭିତରେ ଧରାପଡିଲେଣି ୩୯ ଜଣ ଦୁର୍ନୀତିଖୋର ସରକାରୀ ଅଧିକାରୀ । ଆଜି ବିଧାନସଭାରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ବିଧାନସଭାରେ ବିଜେପି ବିଧାୟିକା ଉପାସନା ମହାପାତ୍ରଙ୍କର!-->!-->!-->…
ଓଡ଼ିଶାରେ କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସମ୍ଭାବନା ନାହିଁ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଓଡ଼ିଶାରେ କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସମ୍ଭାବନା ନାହିଁ । ଆଜି ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲିଖିତ ଉତ୍ତରରୁ ଏହା ଜଣାପଡିଛି । ଆଜି ଗୃହରେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଥିଲେ, ବଲାଙ୍ଗିରରେ ହାଇକୋର୍ଟଙ୍କ!-->…
ପୁଣି ଆସୁଛି ଲଘୁଚାପ, ୫ରୁ ବଢିବ ବର୍ଷା
ଭୁବନେଶ୍ୱର : ଲଘୁଚାପ ଆଣିବ ବଡ଼ ବର୍ଷା । ୫ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମବଙ୍ଗ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ପ୍ରଭାବରେ ୪ତାରିଖରୁ ବଢିବ ବର୍ଷାର!-->…
ବନ୍ଦ ହେଲା ହୀରାକୁଦର ସବୁ ଗେଟ୍
ସମ୍ବଲପୁର: ବନ୍ଦ ହେଲା ହୀରାକୁଦ ଡ୍ୟାମର ସବୁ ଗେଟ୍ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଖୋଲାଥିବା ହୀରାକୁଦର ସମସ୍ତ ୬ଟି ଗେଟ୍ ବନ୍ଦ କରାଯାଇଛି । ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୨.୩୯ ଫୁଟ୍ ରହିଛି । ତେବେ ସ୍ଥିତି ନିୟନ୍ତ୍ରଣ ଥିବାରୁ ଗେଟ୍ ବନ୍ଦ କରିଛନ୍ତି କର୍ତ୍ତୃପକ୍ଷ ।
କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ଭୟ: ସାମ୍ପୁଲ ସଂଗ୍ରହ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ବଢ଼ିଲା ବାର୍ଡ ଫ୍ଲୁ ସନ୍ଦେହ । ୬ ବସ୍ତା ମଲା କୁକୁଡ଼ା ଦେଖି ଛାନିଆ ନରସିଂହପୁର ଅଞ୍ଚଳବାସୀ। କେନ୍ଦ୍ରାପଡ଼ା ଡେରାବିଶ ଥାନା ନରସିଂହପୁର ପଞ୍ଚାୟତର ରାସ୍ତାକଡ଼ରୁ ବସ୍ତା ବସ୍ତା ମଲା କୁକୁଡ଼ା ମିଳିବାରୁ ଏମିତି ସନ୍ଦେହ ବଢିଛି। ଆଜଠାରୁ ଜିଲ୍ଲା!-->…
ଖଣି ଉପନିର୍ଦ୍ଦେଶକଙ୍କ ଅମାପ ସମ୍ପତ୍ତି, ନଗଦ ୧୦ ଲକ୍ଷ ଟଙ୍କା ସହ ୯ଟି ପ୍ଲଟ୍ ଠାବ
ତାଳଚେର : ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଅମାପ ସମ୍ପତ୍ତି । ଭୁବନେଶ୍ବରରେ ୨ଟି ବହୁତଳ କୋଠା , ୧ କୋଟି ୩୦ ଲକ୍ଷ ଟଙ୍କାର ୩ BHK ଫ୍ଲାଟ୍ ରହିଛି । ୧୯ଟି ଦୋକାନ ଥିବା ୨ଟି ମାର୍କେଟ କମ୍ପ୍ଲେକ୍ସ ଠାବ ହୋଇଛି । ନଗଦ ୧୦ ଲକ୍ଷ ଟଙ୍କା ଜବତ ସହ ୯ଟି ପ୍ଲଟ୍ ଠାବ ହୋଇଛି ।!-->…