Browsing Category

ଓଡିଶା

ଝାରପଡ଼ା ଜେଲରେ ବନ୍ଦୀଙ୍କୁ ଆକ୍ରମଣ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଏଡିଜି

ଭୁବନେଶ୍ୱର: ଝାରପଡ଼ା ଜେଲରେ ହାଇଦର ପୁଅ ମାଡ଼ରେ ବନ୍ଦୀର ମୁଣ୍ଡ ଫାଟିବା ଘଟଣା ତଦନ୍ତ ନିର୍ଦ୍ଦେଶ ଦେଲେ ଜେଲ୍ ବିଭାଗ ଏଡିଜି ଅମିତାଭ ଠାକୁର । କଟକ ଡିଭିଜନ୍ ଡିଆଇଜି ଅନୁସୟା ଜେନାଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଝାରପଡ଼ା ଜେଲରେ ବିଚାରାଧିନ କଏଦୀ ସୌମ୍ୟକାନ୍ତ ମହାନ୍ତିଙ୍କୁ

ଚନ୍ଦକା ଗୋଡ଼ିବାରିରେ ଆଖି ବୁଜିଲା ଅସୁସ୍ଥ ହାତୀ ଛୁଆ

ଭୁବନେଶ୍ବର: ଚନ୍ଦକା ଗୋଡ଼ିବାରିରେ ଅସୁସ୍ଥ ହାତୀ ଛୁଆର ମୃତ୍ୟୁ। ଚିକିତ୍ସାଧୀନ ଅବସ୍ଥାରେ ୩ ବର୍ଷର ହାତୀ ଛୁଆର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବଲାଙ୍ଗୀର ଦେଓଗାଁରୁ ଅଣାଯାଇଥିଲା ଗୋଠଛଡ଼ା ହାତୀ ଛୁଆ। ମୃତ ହାତୀ ଛୁଆଟିର ବୟସ ପ୍ରାୟ ୩ବର୍ଷ । କିଛି ତଳେ ଏହି ହାତୀ ଛୁଆ ଅସୁସ୍ଥ

ଭୁବନେଶ୍ଵରରୁ ବ୍ରାଉନସୁଗାର ଜବତ, ୩ ଇଞ୍ଜିନିୟରିଂ ଛାତ୍ର ଛାତ୍ରୀ ଗିରଫ

ଭୁବନେଶ୍ବର: ଡିଲ୍‌ ବେଳେ ୨୭୫ ଗ୍ରାମ୍ ବ୍ରାଉନସୁଗାର ଜବତ କଲା ଅବକାରୀ ପୋଲିସ । ବଡ଼ଗଡ଼ ଥାନା କଳ୍ପନା ଅଞ୍ଚଳରୁ ଜବତ କଲା ଅବକାରୀ ପୋଲିସ । ଜଣେ ଯୁବତୀ ଓ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ମୋଟ ୩ ଜଣଙ୍କୁ ଗିରଫ କଲା ଅବକାରୀ ବିଭାଗ । ସୂଚନା ଅନୁସାରେ, ବଡ଼ଗଡ଼ ଥାନା କଳ୍ପନା ଅଞ୍ଚଳରୁ

କଟକ ଦୁର୍ଗାପୂଜା ଓ ଗଣେଶ ପୂଜା ଭସାଣରେ ବାଜିବନି ଡିଜେ

କଟକ : କଟକରେ ବାଜିବନି ଡିଜେ । କଟକ ଦୁର୍ଗାପୂଜା ଓ ଗଣେଶ ପୂଜା ଭସାଣରେ ଡିଜେ ସମ୍ପୂର୍ଣ୍ଣ ବ୍ୟାନ । କମ୍ ଶବ୍ଦରେ କେବଳ ସାଉଣ୍ଡ ବକ୍ସ ବାଜିବ । ୬ଟି ବକ୍ସ ବ୍ୟବହାର କରି ହେବ । ଶବ୍ଦ ପ୍ରଦୂଷଣ ରୋକିବାକୁ ୬୫ ଡେସିବେଲ ପାଇଁ ଅନୁମତି ଦିଆଯାଇଛି । ସେହିପରି ରାତି ୧୨ ପର୍ଯ୍ୟନ୍ତ

ବିଡିଏ ର ୪୨ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୪୨ତମ ପ୍ରତିଷ୍ଠା ଦିବସ ଆଜି ଜୟଦେବ ଭବନରେ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ଓ ସାଧାରଣ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ତଥା ବିଡିଏ ଅଧ୍ୟକ୍ଷ ଡ. କୃଷ୍ଣଚନ୍ଦ୍ର

କାଶିପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଗିରଫ, ଆୟ ବହିର୍ଭୁତ ସଂପତ୍ତି ଠାବ ପରେ ଗିରଫ କଲା ଭିଜିଲାନ୍ସ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣ ଚନ୍ଦ୍ର ଚୌଧୁରୀ ଗିରଫ । ଆୟ ବହିର୍ଭୁତ ସଂପତ୍ତି ଠାବ ପରେ ଗିରଫ କଲା ଭିଜିଲାନ୍ସ । ଆଜି ଭୋର ୩ଟା ପର୍ଯ୍ୟନ୍ତ ତାଙ୍କ ଘରେ ରେଡ୍ ଚାଲିଥିଲା । ରେଡ୍ ବେଳେ ତାଙ୍କ ଘରୁ ୨୫ ଭରି ସୁନା, ନଗଦ ୧୪ ଲକ୍ଷ ୮୦ ହଜାର

ବାର୍ଡ ଫ୍ଲୁ ସନ୍ଦେହ : ରାସ୍ତା କଡ଼ରୁ ୪ ବସ୍ତା ମୃତ କୁକୁଡ଼ା ଠାବ

କେନ୍ଦ୍ରାପଡ଼ା: ରାସ୍ତା କଡ଼ରୁ ମିଳିଲା ୪ ବସ୍ତା ମୃତ କୁକୁଡ଼ା । ଡେରାବିଶ ଥାନା ନରସିଂହପୁର ପଞ୍ଚାୟତ ବାଇକିଆ ରାସ୍ତାରେ ପଡ଼ିଛି ୪ ବସ୍ତା ମୃତ କୁକୁଡା । ତେବେ କିଏ ଓ କାହିଁକି ମୃତ କୁକୁଡ଼ା ଫିଙ୍ଗିଛି ତାହା ଏଯାଏଁ ସ୍ପଷ୍ଟ ହୋଇନଥିବା ବେଳେ ବାର୍ଡ ଫ୍ଲୁ ଏହାର କାରଣ ହୋଇଥିବା ନେଇ

ରାଜଧାନୀ ଉପକଣ୍ଠରୁ କଲରାପତରିଆ ବାଘ ଛାଲ ଜବତ, ୭ ଶିକାରୀ ଗିରଫ

ଭୁବନେଶ୍ୱର : ରାଜଧାନୀ ଉପକଣ୍ଠରୁ କଲରାପତରିଆ ବାଘ ଛାଲ ଜବତ । ତମଣ୍ଡୋ କାଶିପୁର ମୌଜା ବଳିଆପଡା ଗାଁ ଖେଳ ପଡିଆ ପାଖରୁ ଜବତ । ଘଟଣାରେ ୭ ଜଣ ଶିକାରୀ ଗିରଫ ହୋଇଛନ୍ତି । ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ମାଡ଼ିବସିଲା ନଗର ବନଖଣ୍ଡ। ପ୍ରଥମେ ୪ ଜଣ ଓ ପରେ ୩ ଜଣଙ୍କୁ ଗିରଫ କରାଯିବା ସହ

ନକଲି ପୋଲିସ ଅଫିସର ଗିରଫ

ଭୁବନେଶ୍ବର: ନକଲି ପୋଲିସ କୁ ବାନ୍ଧିଲା ଅସଲି ପୋଲିସ । ପୋଲିସ ଡ୍ରେସ ପିନ୍ଧି ଫେସବୁକ ରେ ଯୁବତୀ ମାନଙ୍କୁ ଫସାଇ ପ୍ରେମ ବିବାହ କରୁଥିଲେ । ଏଭଳି ଜଣେ ନକଲି ପୋଲିସକୁ ଗିରଫ କରିଛି ଖଣ୍ଡଗିରି ପୋଲିସ । ଗିରଫ ଅଭିଯୁକ୍ତ ହେଲେ ଭଦ୍ରକର ସୁବାସ କଅଁର (୫୫) । ଖବର ମୁତାବକ, ସୁବାସ କଅଁର

ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଅଶ୍ବିନୀ ଗୁରୁଙ୍କ ପରଲୋକ

ସମ୍ବଲପୁର: ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଅଶ୍ବିନୀ ଗୁରୁଙ୍କ ପରଲୋକ ହୋଇଥିବାର ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ହୃଦଘାତରେ ସେ ପ୍ରାଣତ୍ୟାଗ କରିଥିବା ଜଣାଯାଇଛି। ଅଶ୍ବିନୀ ଗୁରୁ ୧୯୮୦ରୁ ୧୯୮୫ ଯାଏ ସମ୍ବଲପୁରର ବିଧାୟକ ଥିଲେ। ଏହାଛଡ଼ା ସେ