Browsing Category

ଓଡିଶା

ରାଜ୍ୟରେ ବନ୍ଦ ପଡିଛି ୧୫ ହଜାର ୩୧୫ ପଞ୍ଜୀକୃତ ଶିଳ୍ପ

ଭୁବନେଶ୍ୱର: ରାଜ୍ୟରେ ବନ୍ଦ ପଡିଛି ୧୫ ହଜାର ୩୧୫ ପଞ୍ଜୀକୃତ ଶିଳ୍ପ l ଏନେଇ ଗୃହରେ ସୂଚନା ଦେଇଛନ୍ତି ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ l ମନ୍ତ୍ରୀଙ୍କ କହିବାନୁସାରେ, କଟକରେ ସର୍ବାଧିକ ୨୪୦୨ ଓ ସୁନ୍ଦରଗଡ଼ରେ ୨୦୨୦ ଶିଳ୍ପ ବନ୍ଦ ପଡିଛି l ସେହିପରି ଖୋର୍ଦ୍ଧାରେ ୧୫୦୪

ବିଧାନସଭାରେ ମୋବାଇଲ୍ ଓ ପାଣି ବୋତଲ ନେବା ମନା, ନିର୍ଦ୍ଦେଶ ଦେଲେ ବାଚସ୍ପତି

ଭୁବନେଶ୍ୱର : ବିଧାନସଭାରେ ମୋବାଇଲ ଓ ପାଣି ବୋତଲ ବ୍ୟବହାରକୁ ବାରଣ । କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ । ଏପରି କହିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ଗୃହରେ ଜଣେ ବିଧାୟକ ଫଟୋ ଉଠାଇଥିବା ଦେଖିବା ପରେ ଏଭଳି

ମଣିଷ ଦେହରେ ବାର୍ଡ ଫ୍ଲୁ, ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ

ପୁରୀ: ପୁରୀ ଜିଲ୍ଲା ଚନ୍ଦନପୁର ନିକଟସ୍ଥ ମଙ୍ଗଳପୁରରେ ଜଣେ ମଣିଷ ଦେହରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଛି। ଏନେଇ ପରେ ସ୍ୱାସ୍ଥ୍ୟ ବିଭାଗ ସତର୍କ ହୋଇଛି। ଏଥିଲାଗି ପିପିଲି ଓ ସତ୍ୟବାଦୀରେ ସର୍ଭେଲାନ୍ସ ବଢ଼ାଇ ଦିଆଯାଇଛି। ୧ କିଲୋମିଟର ଭିତରେ ଓ ୧ରୁ୧୦ କିଲୋମିଟର ଭିତରେ ଦୁଇ ଥାକିଆ ସର୍ଭେଲାନ୍ସ

ବାର୍ଡ ଫ୍ଲୁ: କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୂରଣ

ଭୁବନେଶ୍ୱର: ବାର୍ଡ ଫ୍ଲୁ ପାଇଁ କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୂରଣ l ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ l ଏ ପର୍ଯ୍ୟନ୍ତ ୩୦ ହଜାର କୁକୁଡ଼ାଙ୍କୁ ମରାଯାଇଛି l କ୍ଷତିଗ୍ରସ୍ତ କୁକୁଡ଼ା ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଯୋଜନା ହେଉଛି l ଛୋଟ

ଗଣେଶ ପୂଜା ପାଇଁ କଟକଣା, ପୂଜା ପେଣ୍ଡାଲ ଉପରେ ନଜର ରଖିବ ଡ୍ରୋନ୍

ଭୁବନେଶ୍ୱର : ଆସୁଛି ପାର୍ବଣ ଋତୁ । ସେପ୍ଟେମ୍ୱର ୭ ତାରିଖରେ ପାଳିତ ହେବ ଗଣେଶ ପୂଜା । ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରିବା ଉପରେ ଗୁରୁତ୍ବ ଦେଇଛି କମିସନରେଟ ପୋଲିସ । ଏବେ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ପାଇଁ ଚ୍ୟାଲେଞ୍ଜ ରହିବ ସାମ୍ପ୍ରଦାୟିକ ସଦଭାବନା ଅକ୍ଷୁର୍ଣ୍ଣ ରଖିବା ।

ଇ-କେୱାଇସି ଯାଞ୍ଚ ପରେ ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ୱର: ରାସନ କାର୍ଡକୁ ଯାଇ ଆସିଲା ବଡ଼ ଖବର। ଇ-କେୱାଇସି ଯାଞ୍ଚ ପରେ ନୂଆ ରାସନ କାର୍ଡ ମିଳିବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି। ବୁଧବାର ଗୃହରେ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଅନୁପସ୍ଥିତିରେ ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି, ଆବେଦନ କରିଥିବା ହିତାଧିକାରୀ ନୂଆ ରାସନ

ମାହାଙ୍ଗା ଡବଲ ମର୍ଡର: ୯ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ

କଟକ: ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଆଜି ଶୁଣାଣି ହୋଇଛି । ଏହି ଘଟଣାରେ ୯ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଣି ହୋଇଛି । ହେଲେ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ ହୋଇଛି । ସାଲେପୁରର ଅତିରିକ୍ତ ଦୌରାଜଜ ଏହି ଦଣ୍ଡାଦେଶ ଶୁଣାଇଛନ୍ତି । ସୂଚନାଯୋଗ୍ୟ,

ପଶ୍ଚିମ ଓଡ଼ିଶାକୁ ମିଳିଲା ଦୁଇଟି ନୂଆ ରେଳ ଲାଇନ୍ ପ୍ରକଳ୍ପ

ବରଗଡ଼ ,ନୂଆପଡ଼ା : ପଶ୍ଚିମ ଓଡ଼ିଶାକୁ ମିଳିଲା ଦୁଇଟି ନୂଆ ରେଳ ଲାଇନ୍ ପ୍ରକଳ୍ପ । ବରଗଡ଼ ରୋଡ୍-ନୂଆପଡ଼ା ଓ ସରଡେଗା-ଭାଲୁମୁଡ଼ା ରେଲ ଲାଇନ୍ ପାଇଁ କ୍ୟାବିନେଟ୍ ମଞ୍ଜୁରି ମିଳିଛି । ବରଗଡ଼ ଓ ନୂଆପଡ଼ା ରେଳଲାଇନ ପାଇଁ ବହୁ ଦିନର ଦାବି ଥିଲା। ଆଜି ୧୩୮ କିଲୋମିଟର

ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା

ଭୁବନେଶ୍ୱର: ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା। ବିଧାନସଭାରେ କୃଷି ମନ୍ତ୍ରୀ କେଭି ସିଂହଦେଓ ଦେଲେ ସୂଚନା। ବର୍ଷକୁ ୨ଟି କିସ୍ତିରେ ମିଳିବ ଦୁଇ ହଜାର ଲେଖାଏଁ ୪ ହଜାର ଟଙ୍କା। ଭୂମିହୀନ ଚାଷୀଙ୍କୁ ୩ଟି କିସ୍ତିରେ ମିଳିବ ୧୨,୫୦୦ ଟଙ୍କା। ନୂଆ ସାମିଲ ପାଇଁ ସିଏମ୍

ସିଏଚଏସଇ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ବର: CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ରେକର୍ଡ ସପ୍ଲାୟର ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଏକକାଳୀନ ୩ଟି ସ୍ଥାନରେ ଚାଲିଛି ଚଢାଉ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ । ଭୁବନେଶ୍ବରରେ ୨ଟି ଓ