Browsing Category

ଓଡିଶା

ମଧୁବାବୁ ଓ ଗୋପବନ୍ଧୁଙ୍କୁ ମିଳୁ ଯଥୋଚିତ ସମ୍ମାନ

ଭୁବନେଶ୍ବର : ଜାତୀୟବାଦ ଆନ୍ଦୋଳନ, ଓଡ଼ିଆ ଭାଷାର ସୁରକ୍ଷା ଓ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମହା ଯୋଦ୍ଧା ଥିଲେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ। ଓଡ଼ିଶାକୁ ଭାଷାଭିତ୍ତିକ ସ୍ବତନ୍ତ୍ର ରାଜ୍ୟ ବା ପ୍ରଦେଶ ଗଠନର ପ୍ରମୁଖ ବିନ୍ଧାଣିଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ। ଏହି ଦୁହିଁ

ବିଧାନସଭାରେ ସଂରକ୍ଷଣ ତାତି: ପ୍ରଥମାର୍ଦ୍ଧରେ ଚାଲିପାରିଲାନି ଗୃହ

ଭୁବନେଶ୍ବର: ମୋହନ ସରକାର ଛି… ଛି.., ମୋହନ ସରକାର ଥୁ… ଥୁ…, ଆମର ଦାବି ପୂରଣ ହେଉ…। ଗତକାଲି ପରି ଆଜି ବି ଏମିତି ନାରାବାଜିରେ ବିଧାନସଭା ଗୃହ କମ୍ପିଥିଲା। ତେବେ ପ୍ରସଙ୍ଗ ଭିନ୍ନ ଥିଲା। ଆଜି ସଂରକ୍ଷଣ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଟାର୍ଗେଟ୍ କରିଥିଲେ ବିଜେଡି ଓ କଂଗ୍ରେସ ସଭ୍ୟମାନେ।

ଘରୁ ଉଦ୍ଧାର ହେଲା ଆଇଏଲଏସ୍ ବୈଜ୍ଞାନିକ ଡକ୍ଟର ସନ୍ଦୀପ ମିଶ୍ରଙ୍କ ମୃତଦେହ

ଭୁବନେଶ୍ୱର: କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଲାଗି ଚର୍ଚ୍ଚାରେ ଥିବା ଆଇଏଲଏସ୍ ବୈଜ୍ଞାନିକ ଡକ୍ଟର ସନ୍ଦୀପ ମିଶ୍ର ଆଉ ନାହାନ୍ତି। ଆଜି ସକାଳେ ରାଜଧାନୀ ସ୍ଥିତ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲରେ 

ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳ ସାମନ୍ତ ସେଲରୁ ସ୍ମାର୍ଟଫୋନ୍ ଓ ନିଶାଦ୍ରବ୍ୟ ଜବତ

ବଲାଙ୍ଗୀର : ବଲାଙ୍ଗିର ଜେଲରେ ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳ ସାମନ୍ତ ସେଲରୁ ବାହାରିଲା ସ୍ମାର୍ଟଫୋନ୍। ଗତ ଶୁକ୍ରବାର ଦିନ ବଲାଙ୍ଗିର ଜେଲରେ ପୁଲିସ ରେଡ୍ କରିଥିବା ବେଳେ ଏହି ମୋବାଇଲ୍ ମିଳିଛି। ଏଥିସହ ସୁଶାନ୍ତ ଧଳ ସାମନ୍ତ ସେଲରୁ ମାଦକ ଦ୍ରବ୍ୟ ସହ ଟ୍ରିମର ଓ ଲାଇଟର ଜବତ କରାଯାଇଛି।ଗତ ୨୩

ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମ ଦିନ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏନେଇ ଆଜି ପୁରୀଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସେ କହିଛନ୍ତି,

ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍ ଖୋଲିଲା, ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ହୀରାକୁଦ : ଉପରମୁଣ୍ଡରେ ବର୍ଷା ହେବା ଯୋଗୁ ବୃଦ୍ଧି ପାଉଛି ହୀରାକୁଦ ଡ୍ୟାମର ଜଳସ୍ତର। ଆଜି ଆଉ ୬ଟି ଗେଟ୍‌ ଖୋଲିଛି। ୨୦ଟି ଗେଟ୍ ଦେଇ ଡ୍ୟାମରୁ ୩ଲକ୍ଷ ଘନ ଫୁଟ ବନ୍ୟାଜଳ ନିଷ୍କାସିତ ହେଉଛି।ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ୬୨୧.୯୭ ଘନଫୁଟ ଥିବା ବେଳେ ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୩

ବିଚ୍‌ ରାସ୍ତାରେ ଯୁବକଙ୍କୁ ଖଣ୍ତାରେ ହାଣି ହତ୍ୟା

ଖୋର୍ଦ୍ଧ : ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଖଣ୍ତାରେ ହାଣି ହତ୍ୟା କରାଯାଇଛି। ଘଟଣାଟି ଘଟିଛି ଖୋର୍ଦ୍ଧା ଜିଲ୍ଲା ମୁକୁନ୍ଦପ୍ରସାଦ ଅଞ୍ଚଳରେ । ମୃତ ଯୁବକଙ୍କ ନାଁ ସେକ୍‌ ସାଜିଦ । ପୂର୍ବ ଶତ୍ରୁତାକୁ ନେଇ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।ଆଜି ଅପରାହ୍ନରେ ସାଜିଦ

+୩ ନାମଲେଖାରେ ପରିବର୍ତ୍ତନ: ୧ମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ୨ୟ ପର୍ଯ୍ୟାୟ ପାଇଁ ମିଳିବ ସୁଯୋଗ

ଭୁବନେଶ୍ୱର : ୩ ନାମଲେଖାକୁ ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଥିବା ଛାତ୍ରଛାତ୍ରୀ ଦ୍ବିତୀୟ ପର୍ଯ୍ୟାୟରେ ବି ନାମଲେଖା ପାଇଁ କରିପାରିବେ ଆବେଦନ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଉଚ୍ଚ ଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନେଇଛି ।

ପ୍ରବଳ ବର୍ଷିବ: ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ସକ୍ରିୟ ରହିଛି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଘନିଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଫଳରେ ଆସନ୍ତା ୨୭ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଆଗାମୀ ଦିନରେ ସଫଳ ହେବ ଆଳୁ ମିଶନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ଦିନରେ ସଫଳ ହେବ ଆଳୁ ମିଶନ। ବିଗତ ଦିନରେ ଫେଲ୍ ମିଶନ ଆଗାମୀ ଦିନରେ ସଫଳ ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଣମାଧ୍ୟମକୁ ସୂଚନା ଦେଇ ଆଗାମୀ ଦିନରେ ଆଳୁ ମିଶନ ସଫଳ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଓୟୁଏଟି ଉତ୍ସବରେ ସଫଳ