Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡିଶା ଇତିହାସ ଉପରେ ହେବ ଗବେଷଣା, କହିବ ଆମ ବୀର ପୁଅଙ୍କ ଗାଥା
ଭୁବନେଶ୍ବର: କ’ଣ ରହିଛି ଓଡିଶାର ପ୍ରକୃତ ଇତିହାସ? ଆଜିର ଓଡିଶାକୁ ତିଆରି କରିବା ପାଇଁ କେତେ ସଂଘର୍ଷ କରିଥିଲେ ଆମ ଓଡିଆ ମଉଡମଣି? ଏ ସବୁକୁ ନେଇ ଏବେ ଗବେଷଣା ହେବ । ଗବେଷଣା କହିବ, ଓଡିଶା ଇତିହାସର ଗାଥା । ଓଡ଼ିଆ ବରପୁତ୍ରଙ୍କ ଓ ଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ଗବେଷଣା ହେବା ନେଇ!-->…
ଜିଲ୍ଲାସ୍ତରୀୟ ଖାଦ୍ୟ ମେଳାରେ ପାରମ୍ପରିକ ମାଣ୍ଡିଆ ନିର୍ମିତ (ଖାଦ୍ୟକୁ) ଗୁରୁତ୍ୱ
ମାଲକାନଗିରି, ୧୦।୧୧ ମାଲକାନଗିରି ଜିଲ୍ଲା ସଦର ମହକୁମା ସଂସ୍କୃତି ଭବନ ପରିସରରେ ଆଜି ଜିଲ୍ଲା କୃଷି ବିଭାଗ ତରଫରୁ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଦିଲରଂଜନ ମହାଲିକଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଖାଦ୍ୟ ମେଳାକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲଙ୍କ ଦ୍ୱାରା ଉଦ୍ଘାଟିତ ହୋଇ!-->…
ଝାରସୁଗୁଡା ପୋଲିସକୁ ମିଳିଲା ବଡ ସଫଳତା, AI ଦ୍ବାରା କାବୁ ହେଲା ଚୋର
ଟେକ୍ନୋଲୋଜି ସାହାଯ୍ୟରେ ଏବେ ସବୁ ସମ୍ଭବ । ଚୋର ମାନେ ଚୋରି କରୁଥିଲେ ହୋଇଯାଆନ୍ତୁ ସାବଧାନ । କାହିଁକି ନା ଚୋରଙ୍କୁ ଧରିବା ପାଇଁ ଏବେ AI ପାଲିସକୁ ସାହାଯ୍ୟ କରୁଛି । ଝାରସୁଗୁଡା ପୋଲିସକୁ ମିଳିଛି ବଡ ସଫଳତା । AI ବ୍ୟବହାର କରି ଚୋର ଗ୍ୟାଙ୍ଗ ସହ ଚୋରି ଜିନିଷକୁ ଜବତ କରିଛି ଝାରସୁଗୁଡା!-->…
ମିଲେଟ୍ ମିଶନ୍: ମା’ମାନଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମାଣ୍ଡିଆକୁ ପ୍ରୋତ୍ସାହିତ କରିବାକୁ ସମସ୍ତ ଉଦ୍ୟମ ଚଳାଇଛନ୍ତି ରାଜ୍ୟ ସରକାର । ଏନେଇ ଆଜି ରାଜ୍ୟ କୃଷି ବିଭାଗ ପକ୍ଷରୁ ଶ୍ରୀଅନ୍ନ ଓ ବିସ୍ମୃତ ଖାଦ୍ୟ ଆନ୍ତର୍ଜାତିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଲୋକସେବା ଭବନରେ ଆୟୋଜିତ ଏହି ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ!-->…
ଭୁବନେଶ୍ବର ଲଭ ଜିହାଦ ମାମଲା, ଅଭିଯୁକ୍ତର କାଶ୍ମୀର ଲିଙ୍କ ଖୋଜୁଛି କମିସନରେଟ ପୋଲିସ
ଭୁବନେଶ୍ବର : ଭୁବନେଶ୍ବର ଲଭ ଜିହାଦ ମାମଲାରେ ଅଭିଯୁକ୍ତର କାଶ୍ମୀର ଲିଙ୍କ ଖୋଜୁଛି କମିସନରେଟ ପୋଲିସ । ଅଭିଯୁକ୍ତ ସମୀର ମନସୁରର ସମସ୍ତ ରେକର୍ଡ ହିଷ୍ଟ୍ରି ମାଗିଛି ପୋଲିସ । ବିହାର ଏବଂ କାଶ୍ମୀର ପୋଲିସକୁ ଯୋଗାଯୋଗରେ କରିଛି କମିସନରେଟ ପୋଲିସ । ଏନେଇ!-->…
ବନ୍ଧୁକ ଦେଖାଇ ସୁନା ଚେନ୍ ନେଇଗଲେ ୬ ଦୁର୍ବୃତ୍ତ
କଟକ: ମାଡ଼ମାରି ଫାଙ୍କା ଗୁଳି ଚଳାଇ ଲୁଟିନେଲେ ସୁନା ଚେନ୍ । ନରାଜ-ବିଦ୍ୟାଧରପୁର ପାହାଡ଼ ନିକଟରେ ଆତଙ୍କ ଖେଳାଇଲେ ଲୁଟେରା । ଏକ ଦମ୍ପତ୍ତିଙ୍କ ଠାରୁ ବନ୍ଧୁକ ଦେଖାଇ ସୁନା ଚେନ୍ ନେଇଗଲେ ୬ ଦୁର୍ବୃତ୍ତ । ଏନେଇ ବାରଙ୍ଗ ଥାନାରେ ଅଭିଯୋଗ କରିଛନ୍ତି ଉକ୍ତ ଦମ୍ପତ୍ତି ।
ସୂଚନା ଅନୁସାରେ,!-->!-->!-->…
ମାନିଲାନି ଇସ୍କନ; କଲା ଅଦିନିଆ ରଥଯାତ୍ରା
ବହୁ ବିବାଦ ପରେ ମଧ୍ୟ ମାନିଲାନି ଇସ୍କନ। ଗତକାଲି ଆମେରିକା ହ୍ୟୁଷ୍ଟନ୍ରେ କରିଛି ଅଦିନିଆ ରଥଯାତ୍ରା। ‘ଫେଷ୍ଟିଭାଲ ଅଫ ବ୍ଲିସ’ ନାଁରେ ରଥଯାତ୍ରା କରିଛି ଇସ୍କନ। ରଥରେ ଚତୁର୍ଦ୍ଧା ମୂର୍ତ୍ତି ନଥିଲେ ବି ରାଧାକୃଷ୍ଣଙ୍କ ମୂର୍ତ୍ତି ରଖି ନନ୍ଦିଘୋଷ ଭଳି ଅବିକଳରଥ!-->…
ରାଜଧାନୀରେ ମାତିଲେ ଲୁଟେରା, ଝରକା ଭାଙ୍ଗି ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ
ଭୁବନେଶ୍ୱର : ରାଜଧାନୀରେ ମାତିଲେ ଲୁଟେରା । ଝରକା ଭାଙ୍ଗି ନେଇଗଲେ ସୁନା ଅଳଙ୍କାର । ଭୁବନେଶ୍ବର ଶ୍ରୀଗଣେଶ ବିହାର ଅଞ୍ଚଳରେ ଲୁଟ୍ ହୋଇଛି । ଅବସରପ୍ରାପ୍ତ କର୍ମଚାରୀଙ୍କ ଘରେ ପଶି କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ । ଶାବଳରେ ଝରକା ତାଡିବା ପରେ ବୃଦ୍ଧ!-->…
ପବିତ୍ର ଅଁଳା ନବମୀ, ଓଡିଆଣୀ ବେଶରେ ଶ୍ରୀରାଧା
ପୁରୀ: ଆଜି ପବିତ୍ର ଅଁଳା ନବମୀ । କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ନବମୀ ତିଥିକୁ ଅଁଳା ନବମୀ ଭାବରେ ପାଳନ କରାଯାଏ । ଏହାକୁ ଅକ୍ଷୟ ନବମୀ ବୋଲି ମଧ୍ୟ କୁହାଯାଏ । ଆଜି ରାଧାପାଦ ମଧ୍ୟ ଦର୍ଶନ କରିବାର ସୌଭାଗ୍ୟ ପାଇଥାନ୍ତି ଶ୍ରଦ୍ଧାଳୁ । ହିନ୍ଦୁ ଧର୍ମରେ ଅଁଳା ନବମୀର ବିଶେଷ ମହତ୍ତ୍ବ ରହିଛି ।!-->…
ଜାତୀୟ ଆଇନସେବା ଦିବସ ପାଳିତ
ଫୁଲବାଣୀ : ଶ୍ରୀଯୁକ୍ତ ସତ୍ୟପୀର ମିଶ୍ର, ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀଙ୍କ ନିର୍ଦ୍ଧେଶ କ୍ରମେ ଖଜୁରୀପଡା ବ୍ଲକ ଅନ୍ତର୍ଗତ ଦୁତୀମେଣ୍ଡି ପଞ୍ଚାୟତ ସଭାଗୃହ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଫୁଲବାଣୀ ଆନୁକୂଲ୍ୟରେ ଜାତୀୟ ଆଇନସେବା ଦିବସ!-->…