Browsing Category

ଓଡିଶା

ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତ ଦେହ

ଭୁବନେଶ୍ବର: ଭୁବନେଶ୍ବର ହଷ୍ଟେଲ ରୁମ୍‌ରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ । ଛାତ୍ରୀଜଣଙ୍କ ପଟିଆ ସ୍ଥିତ ଏକ ଘରୋଇ କୋଚିଂ ସେଣ୍ଟରରେ ମେଡିକାଲ ପାଇଁ କୋଂଚି ନେଉଥିବା ବେଳେ ହଷ୍ଟେଲରୁ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ତେବେ ଏହା ଆତ୍ମହତ୍ୟା ନା ହତ୍ୟା ତାହା ଅସ୍ପଷ୍ଟ…

କଫି ଚାଷୀଙ୍କୁ ସହାୟତା-ରାଜ୍ୟର କୃଷି ବିକାଶ ପାଇଁ ଓଡିଶା ସରକାର ପ୍ରତିଶ୍ରୁତିବଦ୍ଧ: କୃଷିମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ କଫି ଚାଷୀଙ୍କୁ ସହାୟତା କରିବା ତଥା ରାଜ୍ୟରେ ନିରନ୍ତର କୃଷି ବିକାଶ ପାଇଁ ଓଡିଶା ସରକାର ପ୍ରତିଶ୍ରୁତିବଦ୍ଧ। ଏହି ଯାତ୍ରାରେ ଆମେ ବେସରକାରୀ କମ୍ପାନୀର ଅଂଶଗ୍ରହଣକୁ ସ୍ୱାଗତ କରୁଛୁ ବୋଲି ଓଡିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଏବଂ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ…

ମାଆ, ଝିଅଙ୍କୁ ପୋଡ଼ି ହତ୍ୟା ଘଟଣାର ପର୍ଦ୍ଦାଫାସ: ପୁଅ, ନାତି ଗିରଫ

ସମ୍ବଲପୁର: ମାଆ, ଝିଅଙ୍କୁ ପୋଡ଼ି ହତ୍ୟା ଘଟଣାର ପର୍ଦ୍ଦାଫାସ। ମୃତ ବୃଦ୍ଧାଙ୍କ ପୁଅ ଓ ନାତିଙ୍କୁ ଗିରଫ କଲା ସଦର ଥାନା ପୋଲିସ। ଗତକାଲି ମାନେଶ୍ବର ହାଟପଦା ଅଞ୍ଚଳରେ ଘଟିଥିଲା ଜଘନ୍ୟକାଣ୍ଡ। ଘରେ ମାଆ, ଝିଅ ଶୋଇଥିବା ବେଳେ ଶ୍ୱାସରୁଦ୍ଧ କରି ମାରିଥିଲେ ପୁଅ ଓ ନାତି। ପ୍ରମାଣ ନଷ୍ଟ ପାଇଁ ୨…

ଆଜି ନବୀନ ଦେଲେ ସଦସ୍ୟତା ପାଇଁ ଆହ୍ବାନ, ବିଜେଡି ସହ ଛାତ୍ରଛାତ୍ରୀଙ୍କୁ ଯୋଡ଼ିବା ପାଇଁ ହେବ ରଣନୀତି

ଭୁବନେଶ୍ୱର : ଆଜି ନବୀନ ଦେବେ ସଦସ୍ୟତା ପାଇଁ ଆହ୍ବାନ । ଛାତ୍ର ବିଜୁ ଜନତା ଦଳକୁ ଆଜି ଉଦବୋଧନ ଦେବେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ଭୁବନେଶ୍ବର ଶଙ୍ଖ ଭବନରେ ଛାତ୍ର ବିଜେଡିର ସଭ୍ୟ ସଂଗ୍ରହ କର୍ମଶାଳା ଅନୁଷ୍ଠିତ ହେବ । ଗାଁ ଗାଁରେ ବିଜେଡି ସହ ଛାତ୍ରଛାତ୍ରୀଙ୍କୁ ଯୋଡ଼ିବା…

ବେଆଇନ୍ କଫ ସିରପ୍ ଜବତ, ୨ ଗିରଫ

କଟକ: କଟକରେ ମେଡିସିନ୍ ଫାର୍ମ ଉପରେ ରାତି ଅଧିଆ ଚଢ଼ାଉ । ଜବତ ହେଲା ପୁଳା ପୁଳା ବେଆଇନ୍ କଫ ସିରପ୍ । କଟକରେ ଡ୍ରଗ୍ସ କଣ୍ଟ୍ରୋଲ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ ବେଳେ ବିପୁଳ ପରିମାଣର ବେଆଇନ୍ କଫ୍ ସିରପ ଜବତ ହୋଇଛି । ସୂଚନା ଅନୁସାରେ, ଗତକାଲି ରାତିରେ କଟକ ସଦର ଥାନା ଅନ୍ତର୍ଗତ…

ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣା : ବିଚାର ବିଭାଗୀୟ ତଦନ୍ତ ହେଉ..”ବ୍ରଜ ତ୍ରିପାଠୀ”…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ସଦର ମହକୁମା ଫୁଲବାଣୀ ପ୍ରଦକ୍ଷିଣ ଗୃହ ଠାରେ ଏକ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବ୍ରଜ କିଶୋର ତ୍ରିପାଠୀ ଙ୍କ ସଭାପତିତ୍ବରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା l ଏହି ସମ୍ମିଳନୀରେ କନ୍ଧମାଳର ମାଣ୍ଡିପାଙ୍ଗା ଗାଁ ରେ ଯେଉଁ ଅଭାବ ର ଅଭାବନୀୟ ଦାରିଦ୍ର…

ଭିଜିଲାନ୍ସ ଜାଲରେ ଇଡକୋର ଜୁନିୟର ମ୍ୟାନେଜର, ୩.୨୨ କୋଟି ର ୪ ମହଲା କୋଠା

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହ। ଆଜି ତାଙ୍କ ଘର ସମେତ ମୋଟ ୬ ଠିକଣାରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଥିବା ବେଳେ ଠାବ ହୋଇଛି ଅଚଳାଚଳ ସଂପତ୍ତି। ଭୁବନେଶ୍ୱରର ରାଜାରାଣୀ ମୌଜାର ଆର୍ଯ୍ୟ ବିହାରରେ ତାଙ୍କର…

ଓଡ଼ିଶାରେ ଉତ୍ପାଦନ ହେବ ଟାଇଟାନିୟମ୍ ସ୍ଲାଗ୍; ବୁଝାମଣା ପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଭାରତରେ ଟାଇଟାନିୟମ୍ ସ୍ଲାଗ୍ ଉତ୍ପାଦନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ଵିତ କରାଯିବ। ଏଠାରୁ ଉତ୍ପାଦନ ସାମଗ୍ରୀ ବିଦେଶରେ ବହୁରାଷ୍ଟ୍ରକୁ ରପ୍ତାନୀ କରାଯିବା ସହ ବିମାନ ଯନ୍ତ୍ରାଂଶ ନିର୍ମାଣ କ୍ଷେତ୍ରରେ ବ୍ୟାପକତା ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଏଥି ନିମନ୍ତେ ଇଣ୍ଡ-କାଜାକ୍…

ବିଜେପିରେ ମିଶିବାକୁ ବିଜେଡି ନେତାଙ୍କ ଆବେଦନ ଲମ୍ବା ଅଛି : ମନମୋହନ ସାମଲ

ଭୁବନେଶ୍ବର: ଯାଜପୁର ସାଂସଦ ରବୀନ୍ଦ୍ର ବେହେରାଙ୍କ ବିଜେଡି ଖାଲି ବୟାନ ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସମାଲ ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେପିରେ ମିଶିବାକୁ ବିଜେଡି ନେତାଙ୍କ ଆବେଦନ ଲମ୍ବା ଅଛି, ସମସ୍ତଙ୍କ ସହିତ କଥାବାର୍ତ୍ତା ଚାଲିଛି। ସ୍ଥାନୀୟ ନେତାଙ୍କ ସହିତ…