Browsing Category

ଓଡିଶା

ଅବକାରୀ ବିଭାଗ କୁ ଚେତା ପଶିବ କେବେ..? :ନକଲି ଦେଶୀ ମଦ ପିଇ ୨୧ ରୁ ଉର୍ଦ୍ଧ୍ବ ଅସୁସ୍ଥ…

ଚିକିଟୀ -କେ ନୂଆଗାଁ ଥାନା ଚିକିଟୀ ଅନ୍ତର୍ଗତ ମାହୁନ୍ଦପୁର ଠାରେ ବିଷାକ୍ତ ମହୁଲି ମଦ ପି ୧୮ରୁ ଉର୍ଦ୍ଧ ଅସୁସ୍ଥ ହୋଇଥିବା ସୂଚନା ମିଳିଛି | ନକଲି ମଦ ଜିଲ୍ଲାରେ ପ୍ରସ୍ତୁତି କୁ ନେଇ ବାରମ୍ବାର ନିଃସର୍ତ୍ତ ରେ ଖବର ପ୍ରଚାର ହୋଇଛି ଏବଂ ଜିଲ୍ଲା ଅବକାରୀ ବିଭାଗ କୁ ମଧ୍ୟ ସୂଚନା ଦିଆଯାଇଛି

ଅଜଣା ରୋଗରେ ମରୁଛନ୍ତି ଶହ ଶହ କୁକୁଡା, ଚିନ୍ତାରେ ଚାଷୀ

ପିପିଲି : ପିପିଲି ଅଞ୍ଚଳରେ ଅଜଣା ରୋଗରେ ଦୈନିକ ଶହ ଶହ ସଂଖ୍ୟାରେ ବ୍ରଏଲର କୁକୁଡା ମରୁଛନ୍ତି। ଏହାକୁ ନେଇ କୁକୁଡା ଚାଷୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିବା ବେଳେ କୁକୁଡା ମଡକର ପ୍ରକୃତ କାରଣ ସଂପର୍କରେ ଅଦ୍ୟାବଧି କୌଣସି ସୂଚନା ମିଳିପାରିନାହିଁ। ଇତି ମଧ୍ୟରେ ପଶୁ ସଂପଦ ବିଭାଗ ପକ୍ଷରୁ

ଆସନ୍ତା ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ବର : ୨୦୨୫ରେ ହେବ କଲେଜ ଛାତ୍ର ସଂସଦ ନିର୍ବାଚନ। ଏନେଇ ରାଜ୍ୟ ଆଇନ ଓ ପୂର୍ତ୍ତ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଛାତ୍ର ସଂସଦ ନିର୍ବାଚନ ସେପ୍ଟେମ୍ବର ମାସର ପ୍ରଥମ ସପ୍ତାହରେ ଅନୁଷ୍ଠିତ ହୋଇଥାଏ। ହେଲେ ନୂଆ ସରକାର ଆସିବା ପରେ

ନବୀନ ନିବାସରେ ରକ୍ଷା ବନ୍ଧନ ଉତ୍ସବ, ରାଖୀ ବାନ୍ଧିଲେ ନବୀନ

ଭୁବନେଶ୍ୱର: ରକ୍ଷା ବନ୍ଧନ ଅବସରରେ ଆଜି ବିଭିନ୍ନ ଅନୁଷ୍ଠାନ, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ମାନେ ନବୀନ ନିବାସ ଆସି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ. ଶ୍ରୀ ପଟ୍ଟନାୟକ ମଧ୍ୟ ଶୁଭେଚ୍ଛା ଗ୍ରହଣ କରି ସମସ୍ତଙ୍କୁ ରାଖୀ ପାଇଁ ଅଭିନନ୍ଦନ

ରାଜ୍ୟ ଅତିଥି ଭବନରେ ରକ୍ଷାବନ୍ଧନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରୀ

ଭୁବନେଶ୍ବର: ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ଅତିଥି ଭବନରେ ଆୟୋଜିତ ରକ୍ଷାବନ୍ଧନ କାର୍ଯ୍ୟକ୍ରମରେ ସାମିଲ ହେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେଠାରେ ବିଭିନ୍ନ ସ୍କୁଲର ଛାତ୍ରୀମାନେ ଅତିଥି ଭବନରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଛନ୍ତି। ଏହାସହ

ପେଶାଦାର ଫଟୋଗ୍ରାଫରଙ୍କ ଆଭିମୁଖ୍ୟ ନିଆରା ହୋଇଥାଏ: ମନ୍ତ୍ରୀ

ଭୁବନେଶ୍ୱର: ଫଟୋ କଥା କୁହେ। ହେଲେ କଥାକୁହା ଫଟୋ ସମସ୍ତେ ଉଠାଇ ପାରିବେ ନାହିଁ। ବାହାଘର ଫଟୋ ସୁଟ୍‌ ସହଜ। ହେଲେ ପେଶାଦାର ଫଟୋଗ୍ରାଫରଙ୍କ ଆଭିମୁଖ୍ୟ ନିଆରା ହୋଇଥାଏ। ପେଶାଦାର ସାମ୍ବାଦିକମାନଙ୍କୁ ପ୍ରୋତ୍ସାହନ କରିବା ଦିଗରେ ରାଜ୍ୟ ସରକାର ନିଶ୍ଚିତ ଭାବେ ପଦକ୍ଷେପ ନେବେ। ନବୀନ ସୂତ୍ରଧର

ପୋଖରୀରେ ବୁଡ଼ି ୨ ନାବାଳକଙ୍କ ମୃତ୍ୟୁ

ନୂଆପଡା : ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ସରେଇପାଲି ଗାଁରେ ପୋଖରୀରେ ବୁଡ଼ି ୨ ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଗାଁର ଜନଉ ବରିହାଙ୍କ ପୁଅ ହେମରାଜ ଓ ବେଦରାମ ବରିହାଙ୍କ ପୁଅ ଶଙ୍କର।ଉଭୟ ନାବାଳକ ଆଜି ଅପରାହ୍ନରେ ଗାଁ ନିକଟରେ ଥିବା ଦର୍ଲିଭଟା ପୋଖରୀକୁ ଗାଧୋଇବାକୁ

ଅନ୍ଧ କରିଦେଲା ସମ୍ପତ୍ତି ଲୋଭ; କିନ୍ନର ପ୍ରେମିକା ସହ ମିଶି ବାପା ଜୀବନ ନେଲା ପୁଅ…

ବ୍ରହ୍ମପୁର : ନିଶାଗ୍ରସ୍ତ ବେକାର ପୁଅକୁ ଘାରିଲା ବାପାର ପେନସନ୍‌ ଟଙ୍କା । ମାତ୍ର ବୃଦ୍ଧ ବାପା ଏହାକୁ ବିରୋଧ କରିବାରୁ ପାଲଟିଗଲା ଶତ୍ରୁ। ଦିନେ ଯେଉଁ ବାପା ହାତ ଧରି ଚାଲିବା ଶିଖାଇଥିଲା, ତାକୁ ଅତି ନିର୍ମମ ଭାବେ ହତ୍ୟା କରିବାକୁ ପଛାଇଲା ନାହିଁ ପୁଅ। ବାପା ATM କାର୍ଡ ହାତେଇବାକୁ ପୁଅ

ଶ୍ରାବଣ ମାସର ଶେଷ ସୋମବାର ବାବା ଧବଳେଶ୍ୱରଙ୍କ ପୀଠରେ ଅସମ୍ଭବ ଭିଡ଼

କଟକ : ଆଜି ପବିତ୍ର ଶ୍ରାବଣ ମାସର ଶେଷ ସୋମବାର। ଏହି ଦିନ ବାବା ଧବଳେଶ୍ୱରଙ୍କ ଉପରେ ଜଳଲାଗି ନିମନ୍ତେ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁ ଛୁଟି ଆସିଛନ୍ତି। ଆଠଗଡ଼ ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ରାତ୍ର ଚାରିଟାରେ ମନ୍ଦିରର ଦ୍ଵାର ଫିଟାଯାଇ ସମସ୍ତ ରୀତିନୀତି ସମାପନ କରାଯାଇଥିଲା ।

୧୫-୨୦ ଦିନ ମଧ୍ୟରେ ବାଂଲାଦେଶରୁ ଓଡ଼ିଆ ଶ୍ରମିକଙ୍କୁ ରାଜ୍ୟକୁ ଫେରାଇ ଅଣାଯିବ: ଶ୍ରମ ମନ୍ତ୍ରୀ

ଭୁବନେଶ୍ବର: ବାଂଲାଦେଶରେ ଲାଗିରହିଥିବା ହିଂସା ଓ ସେଠାରେ ହିଂସାରେ ଶିକାର ହେଉଥିବା ପ୍ରବାସୀ ଶ୍ରମିକଙ୍କୁ ନେଇ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ରାଜ୍ୟ ସରକାର ବାଂଲାଦେଶରେ ରହୁଥିବା ସମସ୍ତ ଓଡ଼ିଆ ଶ୍ରମିକଙ୍କୁ ତୁରନ୍ତ ରାଜ୍ୟକୁ ଫେରାଇଆଣିବାକୁ ଯୋଜନା କରୁଛନ୍ତି। ଏହି କ୍ରମରେ ଆଜି