Browsing Category

ଓଡିଶା

ଆଇନ୍‌ମନ୍ତ୍ରୀଙ୍କୁ ଭେଟିଲେ ଯାତ୍ରା କମିଟି ମହାସଂଘ

ଭୁବନେଶ୍ବର: ଯାତ୍ରା ଅନୁଷ୍ଠାନ ଲାଗି ସ୍ୱତନ୍ତ୍ର ନିୟମ ଆଣିବା ଦାବିରେ ଆଇନ ମନ୍ତ୍ରୀଙ୍କୁ ଭେଟିଲା ଯାତ୍ରା କମିଟି ମହାସଂଘ। ଯାତ୍ରାକୁ ପ୍ରୋତ୍ସାହନ ବଦଳରେ ବ୍ୟବସାୟୀକରଣ କରାଇଥିବା ଏବଂ ଯାତ୍ରାରେ ଅଶ୍ଳୀଳତା, ଦ୍ୱିର୍ଥବୋଧକ ଶବ୍ଦ ଓ ସମାଜ ପ୍ରତି ଖରାପ ପ୍ରଭାବ ପକାଉଥିବା କିଛି ନାଟକ ଓ…

ନଇଁଲା ଇସ୍କନ; ଅଦିନିଆ ରଥଯାତ୍ରା ବନ୍ଦ

ଭୁବନେଶ୍ବର: ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ବୟାନ୍‌ ପରେ ନଇଁଲା ଇସ୍କନ। କରିବାକୁ ଯାଇଥିବା ଅଦିନିଆ ରଥଯାତ୍ରାକୁ ବନ୍ଦ କରିଛି। ଆସନ୍ତା ୯ ତାରିଖରେ ଆମେରିକା ହ୍ୟୁଷ୍ଟନ୍‌ରେ ହେବନି ଇସ୍କନ ରଥଯାତ୍ରା।ଓଡ଼ିଆ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ବିଚାର କରି ଇସ୍କନ ପକ୍ଷରୁ ଏପରି ନିଷ୍ପତ୍ତି…

ଆମ୍ବ ଟାକୁଆ ଟ୍ରାଜେଡି; ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା କଂଗ୍ରେସ

ଭୁବନେଶ୍ବର: କନ୍ଧମାଳରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟଣାରେ ତେଜିଛି ରାଜନୀତି। ଏହି ଘଟଣା ପାଇଁ ରାଜ୍ୟ ସରକାରଙ୍କ ଅପାରଗତାକୁ ଦାୟୀ କରି ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସ ପ୍ରତିନିଧି ଦଳ। ଶ୍ରୀକାନ୍ତ ଜେନା, ମହମ୍ମଦ ମୋକିମ୍, ସନ୍ତୋଷ ସିଂ ସାଲୁଜା, ଜୟଦେବ ଜେନାଙ୍କ ସହ ଅନେକ…

କନ୍ଧମାଳରେ ଆମ୍ବଟାକୁଆ ଖାଇ ମୃତ୍ୟୁ ଘଟଣାର ଆରଡିସିସ୍ତରୀୟ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ବର: କନ୍ଧମାଳ ଜିଲ୍ଲାରେ ଆମ୍ବଟାକୁଆ ଖାଇ ୨ଜଣ ମହିଳାଙ୍କ ମୃତ୍ୟୁ ହେବା ଘଟଣାର ଆରଡିସିସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, କନ୍ଧମାଳରେ ଆମ୍ବଟାକୁଆ ଖାଇ ମୃତ୍ୟୁ ହେବା…

ସାରା ରାଜ୍ୟରେ ନାଗ ଚତୁର୍ଥୀ ପାଳିତ

ଭୁବନେଶ୍ବର : ଆଜି କାର୍ତ୍ତିକ ଶୁକ୍ଳ ଚତୁର୍ଥୀରେ ସମଗ୍ର ରାଜ୍ୟରେ ବିଶେଷତଃ ଦକ୍ଷିଣ ଓଡିଶାରେ ନାଗ ଚତୁର୍ଥୀ ଉତ୍ସବ ପାଳନ ହୋଇଛି । ହିନ୍ଦୁ ଧର୍ମ ଧାରାରେ ବିଭିନ୍ନ ଜୀବଜନ୍ତୁଙ୍କ ଲାଗି ପୂଜା ଆୟୋଜନ ଅନନ୍ତ କାଳରୁ ସୀକୃତ ପ୍ରଥା । ନାଗ ଚତୁର୍ଥୀ ଅବସରରେ ନାଗରାଜ ଦେବତାଙ୍କ ଲାଗି…

ଜାତୀୟସ୍ତରରେ ପାଳନ ହେବ ଡ.ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ

ଭୁବନେଶ୍ବର: ଜାତୀୟ ସ୍ତରରେ ପାଳନ ହେବ ଉତ୍କଳ କେଶରୀ ଡକ୍କର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ। ଡ.ମହତାବଙ୍କ ଜୟନ୍ତୀକୁ ଜାତୀୟ ସ୍ତରୀୟ ଉତ୍ସବ ଭାବେ ପାଳନ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଖୋର୍ଦ୍ଧା ରୋଡ଼ ମଣ୍ଡଳର ୯ଟି ରେଳ ଷ୍ଟେସନକୁ “ପରିବେଶ ପରିଚାଳନା ସିଷ୍ଟମ ଷ୍ଟାଣ୍ଡାର୍ଡ” ପ୍ରମାଣପତ୍ର ପ୍ରଦାନ 

ଭୁବନେଶ୍ବର : ଉନ୍ନତ ପରିବେଶ ପ୍ରଦର୍ଶନ ପାଇଁ, ଖୋର୍ଦ୍ଧା ରୋଡ୍ ମଣ୍ଡଳର ନଅଟି ରେଳ ଷ୍ଟେସନକୁ “ପରିବେଶ ପରିଚାଳନା ସିଷ୍ଟମ ଷ୍ଟାଣ୍ଡାର୍ଡ ପ୍ରମାଣପତ୍ର” ପ୍ରଦାନ କରାଯାଇଛି। ଏହି ଷ୍ଟେସନ ଗୁଡ଼ିକ ହେଲା ପୁରୀ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ୍, ପଲାସା, ବାଲୁଗାଁ, ଯାଜପୁର କେନ୍ଦୁଝର ରୋଡ୍,…

କେନ୍ଦ୍ରାପଡ଼ାରୁ ଓହରିନି ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ : ଶିଳ୍ପ ମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ରାପଡ଼ାରୁ ଓହରିନି ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ କମ୍ପାନୀ । ଆର୍ସେଲର ମିତ୍ତଲ ନିପନ୍‌ କମ୍ପାନୀ ଓଡିଶାରୁ ଚାଲି ଯାଉଥିବା ବିଜେଡି ନେତା ପ୍ରତାପ ଜେନା କହିବା ପରେ ଏହା ଉପରେ ସ୍ପଷ୍ଟୀକରଣ ରଖିଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ । ପୂର୍ବତନ…

ପିସିସି ସଭାପତି ଚୟନକୁ ନେଇ ସରିଲା ପ୍ରଥମ ପର୍ଯ୍ୟାୟ ବୈଠକ

ଭୁବନେଶ୍ୱର: ରାଜ୍ୟ କଂଗ୍ରେସର ପିସିସି ସଭାପତିକୁ ନେଇ କସରତ ଚାଲିଛି | ପିସିସି କାର୍ଯ୍ୟାଳୟରେ ସରିଲା ପ୍ରଥମ ପର୍ଯ୍ୟାୟ ବୈଠକ। ସବୁ ବିଧାୟକ ଏଵଂ ଷ୍ଟିୟରିଂ କମିଟି ସଦସ୍ୟଙ୍କୁ ନେଇ ଚାଲିଥିଲା ବୈଠକ। କିଏ ଧରିବେ କଂଗ୍ରେସର ମଙ୍ଗ, ତାକୁ ନେଇ ଆଜି ଦିନ ତମାମ ପିସିସି କାର୍ଯ୍ୟାଳୟ ଭିତରେ…

ଆମ୍ବ ଟାକୁଆ ଜାଉ ପ୍ରସଙ୍ଗ: ଚିକିତ୍ସିତ ୨ ଗୁରୁତରଙ୍କୁ ହେପାଟାଇଟିସ୍

ଭୁବନେଶ୍ୱର: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହି ଘଟଣାରେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ପ୍ରତିକ୍ରିୟା ମିଳିଛି। ଏସ୍‌ସିବିରେ…