Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଗଞ୍ଜାମ ଜିଲ୍ଲାରେ ଥିବା ସରକାରୀ ଜମି ମାଫିଆ ଙ୍କ କବ୍ଜାରେ : ବିଜେପି ସରକାରଙ୍କ ଜମି ଉଚ୍ଛେଦ ନିୟମ କୁ ପ୍ରଶାସନ ର ଫୁ…
ଇଡ଼ି.., ଜିଏସ ଟି.., ସିବିଆଇ ଭୟରେ ଜମି ମାଫିଆ...!!
ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ଜଣଙ୍କ ମୃତ୍ୟୁ, ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା
ଭୁବନେଶ୍ୱର : ଆଜି ରାଜ୍ୟର ୫ଟି ଜିଲ୍ଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।
ପ୍ରାପ୍ତ!-->!-->!-->…
ଭୁବନେଶ୍ବର ପରେ କଟକରୁ ଠାବ ହେଲା ସିମ ବକ୍ସ ସେଟ ଅପ୍, ୬ ଟି ସିମବକ୍ସ ଜବତ
କଟକ : ଭୁବନେଶ୍ବର ପରେ କଟକରୁ ଠାବ ହେଲା ସିମ ବକ୍ସ ସେଟ ଅପ୍ । ମଧୁପାଟଣା ଥାନା ରାଜେନ୍ଦ୍ର ନଗରରୁ ଠାବ ହେଲା ସିମ ବକ୍ସ ସେଟ ଅପ୍ । ବାଂଲାଦେଶୀ ଲିଙ୍କରେ ଥିବା ଅଭିଯୁକ୍ତ ରାଜୁ ମଣ୍ଡଳକୁ ରିମାଣ୍ଡରେ ନେଇ କମିସନରେଟ ପୋଲିସ ହାସଲ କରିଛି ଗୁରୁତ୍ବପୂର୍ଣ୍ଣ ତଥ୍ଯ । ଜେରା ପରେ!-->…
ରାଜ୍ୟର ୧୩ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୧୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ରବିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ଜଗତସିଂହପୁର, ଖୋର୍ଦ୍ଧା (ଭୁବନେଶ୍ୱର), ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼, ପୁରୀ, ଗଞ୍ଜାମ,!-->!-->!-->…
ବିଜ୍ଞାନ ଯୁଗରେ ଭୌତିକ କାଣ୍ଡ: ଭୂତ ଲାଗିଥିବା ୫ ଛାତ୍ରୀଙ୍କୁ ଝଡାଫୁଙ୍ଗା ପରେ ସୁସ୍ଥ
ମାଲକାନଗିରି: ମୋତେ କୁକୁଡା ଦେ, ମୋତେ ଅଣ୍ଡା ଦେ, ନଚେତ ମୁଁ ସମସ୍ତଙ୍କୁ ମୋଡି ଖାଇବି। ଏଭଳି ଚିତ୍କାର ଶୁଭୁଥିବା ମାଲକାନଗିରି ଜିଲ୍ଲାର ଖଇରପୁଟ ବ୍ଲକର କଦମଗୁଡା ସେବାଶ୍ରମରେ।ପ୍ରାୟ ୫ ଜଣ ଝିଅ ଅସ୍ବାଭାବିକ ଅବସ୍ଥାରେ ରହିଥିଲେ। ସେହି ୫ ଜଣ ଝିଅଙ୍କୁ ସ୍କୁଲର ଅନ୍ୟ ଝିଅମାନେ ମାଡି!-->…
ଖୁବ୍ ଶୀଘ୍ର ଦୂର ହେବ ଆଳୁ ସଙ୍କଟ, ୟୁପିରୁ ଟ୍ରେନ୍ରେ ଆସିବ ଆଳୁ: ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ନେଉନି ଆଳୁ ସଂକଟ। ବଜାରରୁ ଗାଏବ ହେଲାଣି ଆଳୁ, ଚଢା ଦର ଦେଖି ଖାଉଟି ନିରାଶ । ଏହାରି ଭିତରେ ଓଡ଼ିଶାରେ ଆଳୁ ସଂକଟ ଦୂର ପାଇଁ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିବା ନେଇ ସୂଚନା ରହିଛି। ଉତ୍ତରପ୍ରଦେଶରୁ ଟ୍ରେନ୍ରେ ଆଳୁ ଆସିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ!-->…
ଗିରଫ ହେଲେ ଯାଜପୁର CT&GST ଆସିଷ୍ଟାଣ୍ଟ କମିସନର
ଭୁବନେଶ୍ୱର: ଗିରଫ ହେଲେ ଯାଜପୁର CT&GST ଆସିଷ୍ଟାଣ୍ଟ କମିସନର ବିନୟ ଭୂଷଣ ତ୍ରିପାଠୀ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କର ଦୁଇ ଜଣ ସହଯୋଗୀଙ୍କୁ ମଧ୍ୟ ଗିରଫ କରିଛି ଭିଜିଲାନ୍ସ । ବିଭିନ୍ନ ବ୍ୟାଙ୍କରେ ତାଙ୍କ ପରିବାର ଲୋକଙ୍କ ନାଁରେ ରହିଛି ଏକାଧିକ ଏକାଉଣ୍ଟ!-->…
ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚ: ‘ତଦନ୍ତ ଚାଲିଛି, ସବୁ ସ୍ପଷ୍ଟ ହେବ’
ଭୁବନେଶ୍ବର: ବିଜେଡି ନେତା ତଥା ପୂର୍ବତନ ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚକୁ ନେଇ ଏବେ ତାତିଛି ରାଜନୀତି । ସେ ତାଙ୍କ ବ୍ୟକ୍ତିଗତ କାମରେ ସରକାରୀ ଖର୍ଚ୍ଚରେ ହେଲିକପ୍ଟର ବ୍ୟବହାର କରୁଥିଲେ ବୋଲି ଅଭିଯୋଗ ହୋଇଥିଲା । ଯାହାକୁ ନେଇ କେତେ ଖର୍ଚ୍ଚ ହୋଇଛି, ସରକାରୀ ପାଣ୍ଠିରୁ!-->…
କଂଗ୍ରେସରେ ବିଭାଜନ ସୃଷ୍ଟି ହେଉଛି : ତାରା ପ୍ରସାଦ ବାହିନୀପତି
ଭୁବନେଶ୍ବର: କଂଗ୍ରେସର ଫାୟାର ବ୍ରାଣ୍ଡ ନେତା ହେଉଛନ୍ତି ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି। ହେଲେ ତାଙ୍କୁ କୁଆଡ଼େ କଂଗ୍ରେସ ଭିତରେ ବିରୋଧ କରାଯାଉଛି। ବିଜେପି ଓ ବିଜେଡିଙ୍କ ପରି କଂଗ୍ରେସରେ ତାଙ୍କୁ ବିରୋଧ କରାଯାଉଛି। ସେଥିପାଇଁ ସେ ନିଜକୁ ନିଜ ନିର୍ବାଚନମଣ୍ଡଳୀ ଭିତରେ!-->…
ପୁରୀରେ ନିର୍ମାଣ ହେବ ବ୍ୟାଖ୍ୟାନ କେନ୍ଦ୍ର, ଦୂର ହେବ ଜମିଜମା ସମସ୍ୟା: ଆଇନମନ୍ତ୍ରୀ
ପୁରୀ: ଚଳିତବର୍ଷର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅତ୍ୟନ୍ତ ଶୃଙ୍ଖଳିତ ଭାବେ ଶେଷ ହୋଇଛି। ବିପୁଳ ଭକ୍ତଙ୍କ ସମାଗମ ସତ୍ତ୍ୱେ ସମସ୍ତଙ୍କ ସହଯୋଗ ସର୍ବୋପରି ବିଶ୍ୱନିୟନ୍ତାଙ୍କ ଆଶୀର୍ବାଦରୁ ଏହା ସଫଳ ହୋଇଛି। ତେଣୁ ରଥ ନିର୍ମାଣଠାରୁ ଆରମ୍ଭ କରି ସମସ୍ତ କାର୍ଯ୍ୟରେ ସହଯୋଗ କରିଥିବା, ସେବାୟତ, ରଥ!-->…