Browsing Category

ଓଡିଶା

ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ଦମ୍ପତିଙ୍କ ସମେତ ୩ ମୃତ

ବାରିପଦା : ବିଲରେ ଚାଷ କାମ କରୁଥିବା ବେଳେ ବଜ୍ରପାତରେ ଟଳି ପଡ଼ିଲେ ୩ ଚାଷୀ। ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅଞ୍ଚଳରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ଭଦ୍ରକ ଜିଲ୍ଲା ଆଗରପଡ଼ା ଅଞ୍ଚଳରେ ଜଣେ ଚାଷୀଙ୍କ ଜୀବନ ଯାଇଛି। ଅନ୍ୟ ଜଣେ ଚାଷୀ ମେଡ଼ିକାଲ୍‌ରେ ବେଡ୍‌ରେ ଜୀବନ ସହିତ ସଂଘର୍ଷ

ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ୱାଇ.ବି. ଖୁରାନିଆ

ଭୁବନେଶ୍ୱର: ବିଧିବଦ୍ଧ ଭାବେ ନୂତନ ପୋଲିସ ଡିଜି ଦାୟିତ୍ବ ଗ୍ରହଣ କଲେ ଯୋଗେଶ ବାହାଦୁର ଖୁରାନିଆ । ଆଜି ଅପରାହ୍ନ ସମୟରେ ସେ ରାଜ୍ୟ ପୁଲିସ ମୁଖ୍ୟାଳୟରେ ସେ ଡିଜିପି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ହେଉଛନ୍ତି ୱାଇ.ବି ଖୁରାନିଆ । ପ୍ରଥମେ

କଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ବର: ହାତ ଛାଡିଲେ ବିଜୟ ପଟ୍ଟନାୟକ । ଆଜି ସେ କଂଗ୍ରେସ ର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ମେଲ୍‌ ମାଧ୍ୟମରେ ସେ ନିଜର ଇସ୍ତଫାପତ୍ର ଏଆଇସିସିକୁ ପଠାଇ ଦେଇଛନ୍ତି । କଂଗ୍ରେସରୁ ଇସ୍ତଫା ଦେବା ପରେ ବିଜୟ ପ୍ରତିକ୍ରିୟା ଦେଇ କହିଛନ୍ତି, ଦଳରେ ମୋର କୌଣସି ସମ୍ମାନ ଓ

ଯୋଗାଣ ଅଧିକାରୀଙ୍କ ଅମାପ ସମ୍ପତି, ୪ଟି ପ୍ଳଟ୍‌ , ୨ଟି କୋଠା ଠାବ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ନାଁରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ। ଏକାଥରେ ୫ଟି ସ୍ଥାନରେ ଚାଲିଛି ଚଢ଼ାଉ । ଚଢ଼ାଉ ବେଳେ ଶ୍ରୀ ପ୍ରଦୀପ ମହାପାତ୍ରଙ୍କ ଘରୁ ଅମାପ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ l ଭୁବନେଶ୍ବରରେ ୨ ମହଲା ଓ କଟକରେ ଏକ

ଅତି ଜରୁରୀ ନ ଥିଲେ SCB କୁ ଆସନ୍ତୁ ନାହିଁ : ଅଧୀକ୍ଷକ

କଟକ: କୋଲକାତାର ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦିନକୁ ଦିନ ତୀବ୍ର ହେଉଛି ଆନ୍ଦୋଳନ । ସମଗ୍ର ଦେଶ ସହ ଓଡିଶାର ବିଭିନ୍ନ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡାକ୍ତର ମାନେ । ଯାହାକୁ ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଏସସିବି

ରାଜଧାନୀରେ ଚାଞ୍ଚଲ୍ୟ, ଧରା ପଡ଼ିଲା ସନ୍ଦିଗ୍ଧ; ୭ ସିମ୍‌ ବକ୍ସ ଜବତ

ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ଜଣେ ସନ୍ଦିଗ୍ଧକୁ ମାଡ଼ି ବସିଛି କମିଶନରେଟ୍‌ ପୁଲିସ୍‌। ସିମ୍‌ ବକ୍ସ ମାଧ୍ୟମରେ ବେଆଇନ୍‌ କାର୍ଯ୍ୟ କରୁଥିବା ବେଳେ ଧରିଛି ପୁଲିସ୍‌। ଏଥିସହ ସେହି ଘରୁ ୭ଟି ସିମ୍‌ ବକ୍ସ ଜବତ କରିଛି। ଲକ୍ଷ୍ମୀସାଗର ଥାନା ମହାଦେବ ନଗରରେ ଜଣେ

ଏସସିବିରେ ୨ ମହିଳାଙ୍କୁ ଦୁଷ୍କର୍ମ ଘଟଣାରେ ରିପୋର୍ଟ ପ୍ରସ୍ତୁତ

କଟକ: ଏସସିବିରେ ୨ ମହିଳାଙ୍କୁ ସିନିଅର ରେସିଡେଣ୍ଟ ଡାକ୍ତରଙ୍କ ଦୁଷ୍କର୍ମ ଘଟଣାର ରିପୋର୍ଟ ପ୍ରସ୍ତୁତ ସରିଛି। ଏନେଇ ସୂଚନା ଦେଇଛନ୍ତି ଏସସିବି ଡିଏମଇଟି ନିର୍ଦ୍ଦେଶକ ଡାକ୍ତର ସନ୍ତୋଷ ମିଶ୍ର । ତେବେ ରିପୋର୍ଟରେ ଯାହା ଅଛି, ତାହା ରାଜ୍ୟ ସରକାର ହିଁ ଜଣାଇବେ ବୋଲି କହିଛନ୍ତି ଡାକ୍ତର

ଥାନା ସମ୍ମୁଖରେ ଦେହରେ ନିଆଁ ଲଗାଇଦେଲେ ମହିଳା

କଟକ: ଦେହରା ପେଟ୍ରୋଲ ଢ଼ାଳି ନିଆଁ ଲଗାଇଦେଲେ ମହିଳା। କଟକ ଜିଲ୍ଲା ମହାଙ୍ଗା ଥାନା ସମ୍ମୁଖରେ ଆଜି ଏପରି ଘଟଣା ଘଟିଛି। ଯାହାଫଳରେ ମହିଳାଙ୍କ ଶରୀରରେ ୫୪ ପ୍ରତିଶତ ପୋଡି ଯାଇଛି। ତାଙ୍କୁ ଏସ୍‌ସିବିରେ ଭର୍ତ୍ତି କରାଯାଇଛି। ଗୁରୁବାର ରାତିରେ ଖର୍ତ୍ତାଙ୍ଗ ଗାଁର ରଶ୍ମିତାଙ୍କ ସ୍ୱାମୀ

ବଜ୍ରକାପ୍ତା ଚାଲାଣ ବେଳେ ୩ ଗିରଫ, ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର

କୋରାପୁଟ: ପୁଣି ଆଉ ଏକ ବଜ୍ରକାପ୍ତା ଜବତ । କୋରାପୁଟ ଜିଲ୍ଲା ନନ୍ଦପୁର ସେମିଳିଗୁଡା ରାସ୍ତା ବଡେଗାଁ ଗ୍ରାମ ନିକଟରୁ ଫରେଷ୍ଟ ଡିଭିଜନ ଓ ପୋଲିସ ସହାୟତାରେ ବଜ୍ରକାପ୍ତା ସହ ଏକ ଅଲ୍ଟୋ କାର ଜବତ ହୋଇଛି । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତମାନେ ହେଲେ

୭୦ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା, ଦମନ’ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ମନୋନୀତ

ଭୁବନେଶ୍ୱର : ୨୦୨୨ ପାଇଁ ଜାତୀୟ ସିନେ ପୁରସ୍କାର ଘୋଷିତ ।  ଓଡ଼ିଆ ଫିଲ୍ମ ‘ଦମନ’କୁ ଜାତୀୟ ସିନେ ପୁରସ୍କାର ମିଳିଛି ।  ଆଞ୍ଚଳିକ ଫିଚର ଫିଲ୍ମ ବର୍ଗରେ ‘ଦମନ’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି ।  ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ନିର୍ଦ୍ଦେଶିତ ସିନେମାରେ ବାବୁ ସାନ