Browsing Category

ଓଡିଶା

୩୫ ଟି ଇ-ବସ୍‌ର ସମୀକ୍ଷା କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ଅବଢା ଯୋଜନା ମାଧ୍ୟମରେ ଆସିଥିବା ୩୫ ଗୋଟି ଇ-ବସ୍ ଗୁଡିକର ଆଜି ସମୀକ୍ଷା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ପୁରୀ ସମଙ୍ଗ ପାର୍କିଂ ଠାରେ ରଖାଯାଇଥିବା ଏହି ବସଗୁଡିକୁ ନିରୀକ୍ଷଣ କରିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ସହ ମୁଖ୍ୟ ପ୍ରଶାସକ ଆଲୋଚନା

ଶ୍ରୀକ୍ଷେତ୍ରକୁ ଗମନା ଗମନା ସୁଗମ କରିବା ପାଇଁ ଭୁବନେଶ୍ୱର-ପୁରୀ ରାସ୍ତା ହେବ ୬ ଲେନ୍‌

୪ ଧାମ ଭିତରୁ ଅନ୍ୟତମ ଧାମ ହେଉଛି ଶ୍ରୀକ୍ଷେତ୍ର। ମହାପ୍ରଭୁଙ୍କ ଏହି ପୀଠକୁ ପ୍ରତିଦିନ ହଜାର ହଜାର ଶ୍ରଦ୍ଧାଳୁ ଆସୁଛନ୍ତି। ଶ୍ରଦ୍ଧାଳୁଙ୍କ ଗମନା ଗମନାକୁ ସୁଗମ କରିବା ପାଇଁ ୪ ଲେନ୍‌ ବିଶିଷ୍ଟ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ୬ ଲେନ୍‌ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର

ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’, ବିଜ୍ଞପ୍ତି ଜାରି କଲେ ସରକାର

ଭୁବନେଶ୍ୱର: ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’ ଗଞ୍ଜେଇ। ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳ ବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଓଡିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦, ୨୦୧୩)ର ଧାରା ୨ର କ୍ଲଜ (t) ଅନୁଯାୟୀ ଅବକାରୀ ବିଭାଗ ଏହି ଘୋଷଣା କରିଛି।

ସାଧାରଣ ଲୋକଙ୍କ ମତାମତ ନିଆଯିବା ପରେ ଜାରି ହେବ ସୁଭଦ୍ରା ଯୋଜନାର ଏସ୍ଓପି: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର: ସାଧାରଣ ଲୋକଙ୍କ ମତାମତ ନିଆଯିବା ପରେ ଜାରି ହେବ ସୁଭଦ୍ରା ଯୋଜନାର ଏସ୍ଓପି। ଏନେଇ ଆଜି ବଡ଼ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରା ଯୋଜନା ପାଇଁ ଏସ୍‌ଓପି ପ୍ରସ୍ତୁତ ସରିଛି, ଲୋକଙ୍କ ମତାମତକୁ ଅପେକ୍ଷା କରାଯାଇଛି। ସାରା ରାଜ୍ୟରେ ୧୦ଟି କ୍ଲଷ୍ଟରରେ

ସୁଦୃଢ଼ ଶିକ୍ଷାନୀତିର ପ୍ରଣୟନ ଆଣିବ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପ୍ଳବ: ମନ୍ତ୍ରୀ 

ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି -୨୦୨୦ର ପ୍ରଣୟନ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପ୍ଳବ ଆଣିବ। ୧୯୩୬ ମସିହାରେ ଓଡ଼ିଶା ଏକ ଭାଷାଭିତ୍ତିକ ପ୍ରଦେଶର ମାନ୍ୟତା ପାଇଥିଲା। ୨୦୩୬ ମସିହା ସୁଦ୍ଧା ଓଡ଼ିଶାର ସାମାଜିକ ଓ ଅର୍ଥନୈତକ ବିକାଶର ସ୍ବପ୍ନ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ

ରାସ୍ତା ଓ କୋଠାବାଡ଼ିର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ବର: ମହଙ୍ଗା ପଡିଲା କଳା ଧନରେ ଅୟସ ଆରାମ । ବାନ୍ଧିଲା ଭିଜିଲାନ୍ସ । ଆର ଏବଂ ବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୂଳ ମାମଲାରେ ଆଜି ଭିଜିଲାନ୍ସ ଗିରଫ କରିଛି । ଗତକାଲି ଏକା ସାଙ୍ଗରେ ମିଶ୍ରଙ୍କ ପ୍ରାୟ ୯ଟି ସ୍ଥାନରେ ଚଢାଉ

ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ୪ଦିନ ଯାଏ ବର୍ଷା । ୧୮ ପରେ କମିବ ବର୍ଷାର ପରିମାଣ । ଓଡ଼ିଶାର ଚତୁପାର୍ଶ୍ବରେ ୩ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଦକ୍ଷିଣ ବାଂଲାଦେଶ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଉ ଏକ

ମହାପ୍ରଭୁ ପଡିଯିବା ଘଟଣା: ଆରମ୍ଭ ହେଲା ତଦନ୍ତ

ପୁରୀ: ରଥଯାତ୍ରା ସମୟରେ ଆଡପ ପହଣ୍ଡି ବେଳେ ବଡ ଠାକୁର ପଡିଯିବା ଘଟଣାରେ ଆରମ୍ଭ ହେଲା ତଦନ୍ତ । ଏକ ୩ ଜଣିଆ କମିଟି ଏହା ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ଏନେଇ ବଳଭଦ୍ରଙ୍କ ମୁଖ୍ୟ ବାଡ଼ଗ୍ରାହୀଙ୍କୁ ଡାକି କମିଟି ପଚରାଉଚରା କରିଥିବା ବେଳେ ଦଇତାପତି, ପ୍ରତିହାରୀ, ଖୁଣ୍ଟିଆ ସେବକ,

ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜାଙ୍କ ପରଲୋକ

ବରଗଡ଼: ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ। ୭୦ ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ଗୋପାଳ ସାହୁ। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି

SCB ମେଡ଼ିକାଲ୍‌ରେ ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ: ନିସ୍ତୁକ ପିଟିଲେ ସଂପର୍କୀୟ, ଅଭିଯୁକ୍ତ ଆଇସିୟୁରେ ଭର୍ତ୍ତି

କଟକ: କଟକ ବଡ଼ ଡାକ୍ତରଖାନାରେ ଜଣେ ଡାକ୍ତର ରୋଗୀଙ୍କୁ ଅସଦାଚରଣ କରିଥିବାର ଅଭିଯୋଗ ହୋଇଛି। ଏନେଇ ମଙ୍ଗଳାବାଗ ଥାନାରେ ପୀଡ଼ିତାଙ୍କ ସଂପର୍କୀୟଙ୍କ ପକ୍ଷରୁ ଏତଲା ଦିଆଯାଇଛି। କାର୍ଡିଓଲୋଜି ବିଭାଗର ଜଣେ ଡାକ୍ତର ଏହି ଅସଦାଚରଣ କରିଥିବାର ଅଭିଯୋଗ ହୋଇଛି। ଗତ ରବିବାର ଦିନ ଏହି ଘଟଣା ଘଟିଥିବା