Browsing Category

ଓଡିଶା

କଲେଜ ଯାଉଥିବା ସମୟରେ ଗୋଡ଼ାଇ ଗୋଡ଼ାଇ ଅଧ୍ୟାପକଙ୍କୁ ଆକ୍ରମଣ କଲେ ଦୁର୍ବୁତ୍ତ

ଉଦଳା: ସବୁଦିନ ଭଳି ସେଦିନ ବି କଲେଜ ଯାଉଥିଲେ ଏ ଅଧ୍ୟାପକ, କିନ୍ତୁ ସେ କେବେ ବି ଭାବିନଥିଲେ ତାଙ୍କ ସହ ଏମିତି ଘଟିଯିବ । ହେଲମେଟ ପିନ୍ଧି ବାଇକ୍‌ ଯୋଗେ କଲେଜ ଯାଉଥିଲେ । କିନ୍ତୁ ହଠାତ ପଛରୁ ଦୁଇ ଦୁର୍ବୁତ୍ତ ଆସି ଧାରୁଆ ଅସ୍ତ୍ରରେ ତାଙ୍କୁ ଆକ୍ରମଣ କଲେ । ଆଉ ମୁଣ୍ଡରେ ହେଲମେଟ ଥିବାରୁ

ଜିରା ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବରଗଡ: ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ନଦୀକୁ ଡେଇଁ ଅନେକ ପ୍ରାଣ ହରାଉଥିବା ଖବର ସାମ୍ନାକୁ ଆସୁଛି । ପୁଣି ଆଜି ଏଭଳି ଏକ ଘଟଣା ବରଗଡରେ ଦେଖିବାକୁ ମିଳିଛି । ଜିଲ୍ଲାର ୱାର୍ଡ ନମ୍ବର ୨ ବାଲିଟିକ୍ରା ଜିରା ନଦୀରୁ ଆଜି ସକାଳ ୮ ସମୟରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ।

୫ ବର୍ଷ ପରେ ଓଡ଼ିଶାରେ କେହି ଭୂମିହୀନ ଓ ବାସହୀନ ରହିବେନି

ଆଗାମୀ ୫ ବର୍ଷ ପରେ ଓଡ଼ିଶାରେ କେହି ଭୂମିହୀନ ଓ ବାସହୀନ ରହିବେନି। ଗରିବ ଭୂମିହୀନ ଓ ବାସହୀନଙ୍କୁ ଘର ନିର୍ମାଣ ପାଇଁ ଜମି ଯୋଗାଇ ଦିଆଯିବ। ଏପରିକି ସେହି ଜମିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର, ବିଦ୍ୟୁତ, ପାନୀୟ ଜଳ ଓ ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ ଯୋଗାଇବାର ବ୍ୟବସ୍ଥା କରାଯିବ। ୫

ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ପରଲୋକ

ଭୁବନେଶ୍ବର: ଆଉନାହାନ୍ତି ବହୁ ଚର୍ଚ୍ଚିତ ତଥା ବିବାଦିତ ବିତ୍ତିହୋତ୍ର ମହାନ୍ତି । ଭୁବନେଶ୍ବର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । କ୍ୟାନ୍ସରରେ ବହୁଦିନ ଧରି ପୀଡିତ ଥିଲେ ବିତ୍ତିହୋତ୍ର । ଆଜି ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ତେବେ ସୂଚନା

ଅନାସ୍ଥା ପ୍ରସ୍ତାବରେ ହାରିଲେ ଭବାନୀପାଟଣା ପୌରାଧ୍ୟକ୍ଷ

କଳାହାଣ୍ଡି : ଅନାସ୍ଥା ପ୍ରସ୍ତାବରେ ହାରିଲେ ଭବାନୀପାଟଣା ପୌରାଧ୍ୟକ୍ଷ। ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିପକ୍ଷରେ ସମସ୍ତ ୨୦ ୱାର୍ଡର କାଉନସିଲର ଭୋଟ ଦେଇଥିଲେ। ସକାଳ ୧୧ଟାରେ ଅନାସ୍ଥା ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ବିଜେଡିର ୧୮ କାଉନସିଲର ସମେତ ଭାଜପା ଓ କଂଗ୍ରେସର ଜଣେ

ଦିଲ୍ଲୀ ପରେଡରେ ଯୋଗ ଦେବେ ଏନଏସଏସ ସ୍ବେଚ୍ଛାସେବୀ

ଭୁବନେଶ୍ବର: ପ୍ରଥମ ଥର ପାଇଁ ଦିଲ୍ଲୀ ପରେଡରେ ସାମିଲ ହେବାକୁ ଏନଏସଏସ ସ୍ବେଚ୍ଛାସେବୀ ଦିଲ୍ଲୀ ଯାଉଛନ୍ତି । ଏଥିପାଇଁ ତାଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ତରଫରୁ ନିମନ୍ତ୍ରଣ ଆସିଛି । ଆସନ୍ତା ଅଗଷ୍ଟ ୧୫ ତାରିଖରେ ଦିଲ୍ଲୀ ପରେଡରେ ଉପସ୍ଥିତ ରହି ପରେଡ ଦେଖିବେ ଏନଏସଏସ ସ୍ବେଚ୍ଛାସେବୀ । ଏନେଇ

ହର ଘର୍ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ହର ଘର୍ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ । ଲୋକସେବା ଭବନରେ ଦସ୍ତଖତ କରି ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ଯୋଡି ହେବାକୁ ଆହ୍ବାନ ଦେଇଥିଲେ ମୁଖ୍ୟମନ୍ତ୍ରୀ ।  ସମସ୍ତେ ନିଜ ଘରେ

୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ନୂଆ ପ୍ରକଳ୍ପ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ କରିବେ ଆଲୋଚନା। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ। ଏଥିସହ ଏନଏଚ୍

ଆଳୁ ବେହାଲ କଲାଣି ସରକାର ଙ୍କୁ :ଡ଼ବଲ ଇଞ୍ଜିନ ରେ ଖାଦ୍ୟ ସାମଗ୍ରୀ ଡ଼ବଲ ଦର…!

ବ୍ରହ୍ମପୁର:୧୨-୮ ଆଳୁ ଟେନସନ ସରକାରଙ୍କ ପିଛା ଛାଡ଼ୁନି ବିଭାଗୀୟ ମନ୍ତ୍ରୀ ନାକେଦାମ।ଏପଟେ ଆଳୁ ଦରବୃଦ୍ଧି ଯୋଗୁଁ ଖାଉଟି ଙ୍କ ମଧ୍ୟରେ ଅସନ୍ତୋଷ ଦିନକୁ ଦିନ ବଢ଼ିବାରେ ଲାଗିଛି।ଆଳୁ ଦୋଷ କେଉଁଠି ଅଛି ସରକାର ସମସ୍ୟା ଦୂର କରିବା ରେ ବିଫଳ ହୋଇଥିବା ଏବେ ଚର୍ଚ୍ଚା ଜୋର ଧରିଛି। କେତେକ

ପଲ୍ଲୀ ବିକାଶ ତରଫରୁ ମାଗଣା ସ୍ଵାସ୍ଥ୍ୟ ଚିକିତ୍ସା ଶିବିର

ହିଞ୍ଜିଳିକାଟୁ ୧୧/୮ : ହିଞ୍ଜିଳିକାଟୁ ବ୍ଳକ ଅନ୍ତର୍ଗତ ପୋଡିଙ୍ଗି ଗ୍ରାମ ପଲ୍ମୀ ଭଵନ ପ୍ରାଙ୍ଗଣରେ ସ୍ଵାଛାସେବି ଅନୁଷ୍ଠାନ ପଲ୍ଲୀ ବିକାଶ ତରଫରୁ ମାଗଣା ସ୍ଵାସ୍ଥ୍ୟ ଚିକିତ୍ସା ଶିବିର ଅନୁଷ୍ଠିତ ସୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମକୁ ଡା ଶ୍ୟାମଘନ ବିଶ୍ବାଳ, ଅବସର ପ୍ରାପ୍ତ ନିର୍ଦ୍ଦେଶକ,