Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
‘ଆଳୁ’ ପ୍ରସଙ୍ଗରେ ମମତାଙ୍କ ସହ କଥା ହେବାକୁ ପଶ୍ଚିମବଙ୍ଗ ଗଲେ ଜଗନ୍ନାଥଙ୍କ ମୁଖ୍ୟ ବାଡଗ୍ରାହୀ
ଭୁବନେଶ୍ବର: ରାଜ୍ୟରେ ଏବେ ବି କମିନି ଆଳୁ ସଙ୍କଟ । କିଲୋଗ୍ରାମ ପିଛା ୬୦ ଟଙ୍କାରେ ବିକ୍ରି ହେଉଛି ଆଳୁ । ଓଡିଶାବାସୀଙ୍କ ମୁଖ୍ୟ ପରିବା ଆଳୁ ହୋଇଥିବାବେଳେ, ଏଭଳି ଚଢ଼ା ଦରକୁ ନେଇ ଖାଉଟିଙ୍କ ଭିତରେ ଅସନ୍ତୋଷ ବଢ଼ିବାରେ ଲାଗିଛି । ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ଗାଡ଼ି ନଛାଡିବାରୁ!-->…
ନକଲି ଇଞ୍ଜିନ ଅଏଲ ପ୍ରସ୍ତୁତ କାରଖାନା ଠାବ, ୩ ଗିରଫ
ବ୍ରହ୍ମପୁର : ଅସଲି ଡବାରେ ନକଲି ତେଲ । ନାମୀ ବ୍ରାଣ୍ଡର ଲେବଲ ଲଗାଇ ନକଲି ଇଞ୍ଜିନ ଅଏଲ ବିକ୍ରି । ବ୍ରହ୍ମପୁରରେ ବେଆଇନ ଓ ନକଲି ଇଞ୍ଜିନ ଅଏଲ ପ୍ରସ୍ତୁତ କାରଖାନା ଠାବ ହୋଇଛି । ଘଟଣାରେ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବଡ଼ ବଜାର ଥାନା ପୋଲିସ୍ । ଗିରଫ ଅଭିଯୁକ୍ତ ହେଲେ!-->…
୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ
ଜଗତସିଂହପୁର: ଏହି କିଛି ଦିନ ମଧ୍ୟରେ ରାଜ୍ୟରେ ବଡ ବଡ ପଦବୀରେ ଥିବା ଯନ୍ତ୍ରୀ ମାନେ ଲାଞ୍ଚ ନେଉଥିବା ବେଳେ ଧରାପଡୁଛନ୍ତି । ସେମାନଙ୍କ ନିକଟରୁ ପୁଳା ପୁଳା ଟଙ୍କା, ସୁନା ଗହଳା ସହ ବହୁ ସଂଖ୍ୟକ ପ୍ଲଟ ମାନ ଠାବ ହେଉଛି । ତଥାପି ଲାଞ୍ଚ କାରବାର ବନ୍ଦ ହେବା ସତ୍ତ୍ବେ ବ୍ୟାଧି ପରି!-->…
୩୦ ଟଙ୍କାରେ ଆଳୁ ବିକିବେ ରାଜ୍ୟ ସରକାର
ଆଳୁ ସମସ୍ୟା ସମାଧାନ ପାଇଁ ବାଟ ଫିଟିଲା। ନାଫେଡ୍ ମାଧ୍ୟମରେ ରାଜ୍ୟ ସରକାର ଆଳୁ କିଣିବେ। ସେଥିପାଇଁ ଅର୍ଡର ଦିଆଯାଇଛି। ଦିନେ ବା ଦୁଇ ଦିନ ଭିତରେ ଓଡ଼ିଶାରେ ଆଳୁ ପହଞ୍ଚିବ। ରାଜ୍ୟ ସରକାର ଉଚ୍ଚା ଦରରେ ଆଳୁ କିଣିଲେ ସୁଦ୍ଧା କିଲୋ ପିଛା ୩୦ ଟଙ୍କାରେ ବିକିବାକୁ ନିର୍ଦ୍ଦେଶ ଦିଆଯାଇଛି।!-->…
ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା କଲେ ଦୁବୃତ୍ତ
ପୁରୀ: ପୁରୀ ସହରରେ ଆଉ ଏକ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଟାଉନଥାନା ଅନ୍ତର୍ଗତ ହାଡଗୋଡିଆ ସାହି ରାଧାଗୋବିନ୍ଦ ଲେନ୍ ଠାରେ କିଛି ଦୁର୍ବୁତ୍ତଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣଙ୍କ ହେଲେ ହାଡଗୋଡିଆ ସାହି ରାଧାଗୋବିନ୍ଦ ଲେନର ଦିନେଶ କୁମାର ଖୁଣ୍ଟିଆ । ପୂର୍ବ!-->…
ଭି.କେ.ପାଣ୍ଡିଆନଙ୍କ ହେଲିକପ୍ଟରରେ ଗସ୍ତ ଖର୍ଚ୍ଚର ତଦନ୍ତ ହେବ: ପରିବହନ ମନ୍ତ୍ରୀ
ଭୁବନେଶ୍ବର: ଭି.କେ ପାଣ୍ଡିଆନଙ୍କ ହେଲିକପ୍ଟରରେ ଗସ୍ତ ଖର୍ଚ୍ଚକୁ ନେଇ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ହେଲିକପ୍ଟର ଖର୍ଚ୍ଚର ତଦନ୍ତ ଆରମ୍ଭ ହେବ ଏବଂ ଏନେଇ ଖୁବ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଭି. କେ ପାଣ୍ଡିଆନଙ୍କ!-->…
ପୁରୀରେ ଶ୍ରୀଜିଉଙ୍କ ଦର୍ଶନ କଲେ ଆରଏସଏସ ମୁଖ୍ୟ ମୋହନ ଭଗବତ
ପୁରୀ: ଓଡ଼ିଶାରେ ପହଞ୍ଚିବାର ଗୋଟିଏ ଦିନ ପରେ ରାଷ୍ଟ୍ରିୟ ସ୍ବଂୟସେବକ ସଂଗଠନ (ଆରଏସଏସ) ମୁଖ୍ୟ ମୋହନ ଭଗବତ ଶୁକ୍ରବାର ଦିନ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ଯାଇ ମହାପ୍ରଭୁଙ୍କ ଆଶିଷ ନେଇଛନ୍ତି।
ଏହା ପରେ ସେ ଗୋବର୍ଦ୍ଧନ ପୀଠରେ ପୁରୀ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ!-->!-->!-->…
କୁଟୁମ୍ବ ଯୋଜନାରେ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ଦିଆଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କ୍ରାନ୍ତି ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, କୁଟୁମ୍ବ ଯୋଜନାରେ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ଦିଆଯିବ। ଏନେଇ ଖୁବ୍ ଶୀଘ୍ର ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ।
ଏହି ଘୋଷଣାକୁ!-->!-->!-->…
ରାତି ସୁଦ୍ଧା ପିକ୍ ଅତିକ୍ରମ, ତଳିଆ ଅଞ୍ଚଳରେ ପଶିପାରେ ପାଣି
ଭୁବନେଶ୍ଵର; ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । ଏନେଇ ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ । ତେବେ ମହାନଦୀରେ ଜଳସ୍ତର ବଢୁଥିବାରୁ କେବଳ ତଳିଆ ଅଞ୍ଚଳରେ ପାଣି ପଶିପାରେ । ଏନେଇ ସତର୍କ ଅଛୁ। ରାତି ସୁଦ୍ଧା ଭାର୍ଗବୀ, ଦୟାରେ ପିକ୍ ଅତିକ୍ରମ କରିବ ବନ୍ୟାଜଳ ବୋଲି କହିଛନ୍ତି!-->…
ଦର୍ପଦଳନ ରଥର ମୁଖ୍ୟ ମହାରଣାଙ୍କ ଦେହାନ୍ତ, ୭୦ରୁ ଊର୍ଦ୍ଧ୍ବ ରଥ କରିଛନ୍ତି ନିର୍ମାଣ
ପୁରୀ : ପରଲୋକରେ ଦର୍ପଦଳନ ରଥର ମୁଖ୍ୟ ମହାରଣା । ବର୍ଷିଆନ ରଥନିର୍ମାଣ ବିଶ୍ବକର୍ମା କୃଷ୍ଣଚନ୍ଦ୍ର ମହାରଣାଙ୍କ ପରଲୋକ । ୯୦ ବର୍ଷ ବୟସରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଛି । ପିଲାଟି ବେଳେ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ କୃଷ୍ଣଚନ୍ଦ୍ର । ଗତ ରଥ!-->…