Browsing Category

ଓଡିଶା

ରାଜ୍ୟରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣରେ ରହିଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣରେ ରହିଛି। ଗତକାଲି ୫୪୭ ଡେଙ୍ଗୁ ଟେଷ୍ଟିଂରୁ ୩୪ ଜଣ ପଜିଟିଭ ଚି଼ହ୍ନଟ ହୋଇଛନ୍ତି। ପହର ଦିନ ଅଧିକ ଥିଲା କାରଣ ଏହା ଦୁଇ ଦିନର ମିଳିତ ଡାଟା। ହେଲେ ଗତ ବର୍ଷ ଏହି ସମୟ ତୁଳନାରେ କମ ଅଛି। ଗତ ବର୍ଷ ଏ ଯାଏଁ ୨୫ ହଜାର ଟେଷ୍ଟ ହୋଇଥିଲା।

ଭୁବନେଶ୍ୱରରେ ବାର୍ ମାଲିକ ଓ ଏଜେଣ୍ଟ ଗିରଫ

ରାଜଧାନୀ ଭୁବନେଶ୍ୱରରେ ବାର ଗାର୍ଲଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି ବାର୍‌ ମାଲିକ ଶିବ ପ୍ରସାଦ ମଲ୍ଲିକ। ତାଙ୍କ ସହିତ ଜଣେ ଏଜେଣ୍ଟଙ୍କୁ ମଧ୍ୟ ଗିରଫ କରିଛି ପୁଲିସ। ତାଙ୍କ ନାଁ ଜ୍ୟୋତି ପ୍ରକାଶ ନାୟକ। ଟଙ୍କା ନ ଦେଇ ୬ ବାର୍ ଗାର୍ଲଙ୍କୁ ଅଟକ ରଖିଥିଲେ ଶିବ ପ୍ରସାଦ

ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ୫-ଟି ଚାର୍ଟର

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ଫାଇଭ୍ -ଟି ଚାର୍ଟ । 5T ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍ ରୁ ଏହା ହଟାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ଏହାର

ଦେବୀ ନଦୀରେ ଭାସି ଯାଇ ଯୁବକ ନିଖୋଜ

ଦେବୀ ନଦୀରେ ଭାସି ଜଣେ ଯୁବକ ନିଖୋଜ ହୋଇଯାଛନ୍ତି। ଘଟଣାଟି ଘଟିଛି ଜଗତସିଂହପୁର ଜିଲ୍ଲା ମାଛଗାଁ ନିକଟରେ। ଯୁବକ ଜଣଙ୍କ ନଦୀରେ ଭାସି ଯାଉଥିବା ସ୍ଥାନୀୟ ଲୋକେ ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛି। ନିଖୋଜ

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର: ଗୋଟିଏ ପରେ ଗୋଟିଏ ଧାଡ଼ିବାନ୍ଧି ଆସିବାରେ ଲାଗିଛି ଲଘୁଚାପ l ଆସନ୍ତା ୨୪ ଘଣ୍ଟା ଭିତରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ନେଇ ସମ୍ଭାବନା ରହିଛି l ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି l ଘୂର୍ଣ୍ଣିବଳୟ

ଘରୋଇ ଯୋଗାଣ ପାଇପ୍‌ରେ ଗୋଳିପାଣି : କୂଅ ନଳକୂଅ ପାଖରେ ଭିଡ଼, ଥଣ୍ଡା କାଶ ଜ୍ଵର ବୃଦ୍ଧି ପାଉଛି

ବାଲିଗୁଡ଼ା(୦୭/୦୮): କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସି ଅଞ୍ଚଳରେ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଳ ଯୋଗାଣ କରାଯାଉଛି l କିନ୍ତୁ ବର୍ତ୍ତମାନ କିଛି ଦିନ ହେଲା ଗୋଳି ପାଣି ଆସୁଥିବାରୁ ଏହା ବ୍ୟବହାର ହୋଇ ପାରୁ ନାହିଁ। ଯାହା ଫଳରେ ସାହି ବାସିନ୍ଦା ବାଧ୍ୟ ହୋଇ କୂଅ ଓ ନଳକୂପ ଉପରେ ଭରସା

ପୋଲାଭରମ ପ୍ରଭାବିତ ମୋଟୁ ଅଂଚଳ ଗସ୍ତ କଲେ ସ୍ବତନ୍ତ୍ର ଟିମ୍‌ 

କାଳିମେଳା: ଆନ୍ଧ୍ରପ୍ରଦେଶର ପୋଲାଭରମ ପ୍ରକଳ୍ପ ଦ୍ଵାରା କ୍ଷତିଗ୍ରସ୍ତ ମାଲକାନଗିରି ଜିଲ୍ଲାର ମୋଟୁ ଅଂଚଳ ଗସ୍ତ କରିଛି ସ୍ଥିତି ଅନୁଧ୍ୟାନ କରିଛି ସ୍ବତନ୍ତ୍ର ଅନୁସନ୍ଧାନ ଟିମ। ଏହି ଟିମ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ ତ୍ରିପାଠୀଙ୍କ ନେତୃତ୍ୱରେ ମୋଟୁ ତହସିଲର ମୋଟୁ, ବିନାୟକପୁର, ଆଲମା,

ଉପରମୁଣ୍ଡରେ ବର୍ଷା ଯୋଗୁଁ ବଢୁଛି ମହାନଦୀ ଜଳସ୍ତର, ନାହିଁ ବନ୍ୟା ଆଶଙ୍କା

ସମ୍ବଲପୁର: ରାଜ୍ୟରେ ଜାରି ରହିଛି ବର୍ଷା ବିତ୍ପାତ । ଅନ୍ୟପଟେ ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣ ବଢୁଛି ହୀରାକୁଦ ଜଳସ୍ତର । ଫଳରେ ରାଜ୍ୟରେ ମହାନଦୀ ପ୍ରମୁଖ ଅନ୍ୟାନ୍ୟ ନଦୀ, ନାଳ ପୁରିଥିବାରୁ ଅନେକ ସ୍ଥାନରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଯାହାକୁ ନେଇ ବନ୍ୟା ଆଶଙ୍କା

ଲଗାଣ ବର୍ଷାରେ ବେହାଲ ଓଡିଶା, ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ

କଟକ: ରାଜ୍ୟର ଅନେକ ସ୍ଥାନରେ ଜାରି ରହିଛି ଲଗାଣ ବର୍ଷା । ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ । ଏହାରି ଭିତରେ ଗତ ୨୪ ଘଣ୍ଟାରେ କଟକ ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ବାଙ୍କୀରେ ସର୍ବାଧିକ ୩୧୭ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ନୟାଗଡ଼ ଭାପୁରରେ ଦ୍ବିତୀୟ ସର୍ବାଧିକ ୨୧୦

୩ ହଜାର ନିଅ ବାଥରୁମରେ ଶୀଘ୍ର ଡୋର୍‌ ଲଗାଅ: ପରିବହନ ମନ୍ତ୍ରୀ

ବ୍ରହ୍ମପୁର: ସିଧା ମାଡି ଆସିଲେ କାର୍ଯ୍ୟାଳୟ ଭିତରକୁ । ତନ୍ନ ତନ୍ନ କରି ସବୁଆଡ ଯାଞ୍ଚ କଲେ । ପଚାରିଲେ ବିଭିନ୍ନ ପ୍ରଶ୍ନ । ଆମେ କହୁଛୁ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ କଥା । ବ୍ରହ୍ମପୁର ସ୍ଥିତ ଓଏସଆରଟିସି କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନ କଲେ ପରିବହନ ମନ୍ତ୍ରୀ ବିଭୂତି