Browsing Category

ଓଡିଶା

ରାସ୍ତା ମଝିରେ ଯୁବକଙ୍କୁ ଗୁଳି କଲେ ୪ ଦୁର୍ବୃତ୍ତ

ବାଲେଶ୍ୱର: ବାଲେଶ୍ବର ରାସ୍ତାରେ ଫୁଟିଲା ଗୁଳି । ଜିମ୍‌ରୁ ଫେରିବା ବେଳେ ଜଣେ ଯୁବକଙ୍କୁ ୪ ଜଣ ଦୁର୍ବୃତ୍ତ ଗୁଳି ମାଡ କରିଥିବା ଅଭିଯୋଗ ହୋଇଛି । ଯୁବକଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ବର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ

ହିଣ୍ଡାଲକୋ ଖଣି ମାମଲାରେ ଆକ୍ସନ ମୋଡ଼ରେ ସିବିଆଇ

ଭୁବନେଶ୍ୱର: ୨୦୧୧ରୁ ୨୦୧୩ ମଧ୍ୟରେ କୋଇଲା ଖନନ ପାଇଁ ପରିବେଶ ମଞ୍ଜୁରି ପାଇବାରେ ଦୁର୍ନୀତି ଅଭିଯୋଗରେ ଆଦିତ୍ୟ ବିର୍ଲା ଗ୍ରୁପର ଅଗ୍ରଣୀ ଆଲୁମିନିୟମ ଉତ୍ପାଦନକାରୀ ହିଣ୍ଡାଲକୋ ବିରୋଧରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମାମଲା ରୁଜୁ କରିଛି। ଓଡ଼ିଶାର ଝାରସୁଗୁଡ଼ାର ପ୍ରଦୂଷିତ

ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପଦାଧିକାରୀ ବୈଠକ

ଭୁବନେଶ୍ବର: ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବିଜେପି ପଦାଧିକାରୀ ବୈଠକ ଚାଲିଛି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ପ୍ରଭାରୀ  ବିଜୟ ସିଂ ତୋମର ଓ ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ସମେତ ବିଭିନ୍ନ ପଦାଧିକାରୀ ଉପସ୍ଥିତ ଅଛନ୍ତି। ଦଳର ପରବର୍ତ୍ତୀ

ବିଡ଼ି ଓ ଖଣି ଶ୍ରମିକଙ୍କ ପିଲାଙ୍କ ପାଇଁ ବାର୍ଷିକ ଛାତ୍ରବୃତ୍ତି ଯୋଜନାରେ ଆବେଦନ ଆହ୍ୱାନ

ଭୁବନେଶ୍ୱର: କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ବିଡ଼ି, ସିନେ ଓ ଖଣି (କୋଇଲାକୁ ଛାଡ଼ି) ଶ୍ରମିକଙ୍କ ପିଲାମାନଙ୍କ ପାଇଁ ବାର୍ଷିକ ଛାତ୍ରବୃତ୍ତି ପ୍ରଦାନ କରାଯାଉଛି । ଆଗ୍ରହୀ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଠାରୁ ଉକ୍ତ ଯୋଜନା ପାଇଁ ଆବେଦନ ଆହ୍ୱାନ କରାଯାଇଛି । ପ୍ରଥମରୁ ଦଶମ

ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ ଲିକ; ଜଣେ ମୃତ ଓ ୬ ଗୁରୁତର

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାର ଏକ ଘରୋଇ ପ୍ଲାଣ୍ଟରେ ମଙ୍ଗଳବାର ଦିନ ବିଷାକ୍ତ କାର୍ବନ ମନୋକ୍ସାଇଡ ଗ୍ୟାସ ଲିକ ହେବା ଯୋଗୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ପ୍ରାଥମିକ ସୂଚନା ଅନୁଯାୟୀ, ଝାରସୁଗୁଡା ଜିଲ୍ଲାର ବୁଢୀପଦର ସ୍ଥିତ ଓଡ଼ିଶା ମେଟାଲିକ୍

ମଝି ସମୁଦ୍ରରେ ଓଲଟିଲା ଦେଶୀ ଡଙ୍ଗା: ୧୨ ଜଣ ମତ୍ସ୍ୟଜୀବୀ ସୁରକ୍ଷିତ ଉଦ୍ଧାର

ମହାକାଳପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଅଧିନ ମାଦିଲି ମୁହାଣରେ ଆଜି ଅପରାହ୍‌ଣରେ ଅଘଟଣ ଘଟିଛି। ୩ଟି ଦେଶୀ ଡଙ୍ଗା ଓଲଟିପଡ଼ିଛି। ସୌଭାଗ୍ୟବଶତଃ ଏଥିରେ ଥିବା ୧୨ ଜଣ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ସୂଚନା ଅନୁସାରେ ସୁନୀତି ପଞ୍ଚାୟତ ଅଧିନ ବୋବାଙ୍ଗଡିହ

ନବଘନ ପାଟ୍ଟଶାଣୀ ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତକୁ ବନ୍ଧିଲା ପୋଲିସ

ଭୁବନେଶ୍ୱର: ବରମୁଣ୍ଡା ନବଘନ ପାଟ୍ଟଶାଣୀ ଓରଫ ବାଙ୍କା ହତ୍ୟା ମାମଲା l ୨ ଜଣଙ୍କୁ ଗିରଫ କଲା କମିସନରେଟ ପୋଲିସ l ମୁଖ୍ୟ ଅଭିଯୁକ୍ତ ବଣ୍ଟି ସହିତ ଡ୍ରାଇଭର ବିଜୟ ନାୟକକୁ ଗିରଫ କଲା ପୋଲିସ l ଏଥିସହ ମୃତଦେହ ନେଇଥିବା ଇନୋଭା କାର୍‌କୁ ଜବତ କଲା ପୋଲିସ l ଟଙ୍କା କାରବାରକୁ ନେଇ ନବଘନକୁ

ଆସନ୍ତାକାଲି ରାଜ୍ୟ କ୍ୟାବିନେଟର ବୈଠକ

ଭୁବନେଶ୍ୱର : ଆସନ୍ତା କାଲି ରାଜ୍ଯ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ମୋହନ ମାଝୀଙ୍କ ସରକାରର ଏହା ଚତୁର୍ଥ କ୍ୟାବିନେଟ ବୈଠକ ବସିବ। କିଛି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର । ଅନ୍ୟପଟେ ପ୍ରଥମ

ନୟାଗଡ଼ ନିର୍ବାଚନ ଅନିୟମିତତା ମାମଲାରେ ଅରୁଣ ସାହୁଙ୍କୁ ନୋଟିସ୍

କଟକ: ନୟାଗଡ଼ ନିର୍ବାଚନ ଅନିୟମିତତା ମାମଲାରେ ବିଜେଡି ବିଧାୟକ ଅରୁଣ ସାହୁଙ୍କୁ ନୋଟିସ୍ l ବିଜେଡି ବିଧାୟକ ଅରୁଣ ସାହୁଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ l ନାମାଙ୍କନ ସତ୍ୟପାଠରେ ଅରୁଣ ତଥ୍ୟ ଲୁଚାଇଥିବା ନେଇ ନିର୍ବାଚନ ବେଳେ ଅଭିଯୋଗ ହୋଇଥିଲା l ସୂଚନା ଅନୁସାରେ, ଚଳିତ ବର୍ଷ

ଜୋରରେ ଭାସିଯାଇ ଛାତ୍ରୀ ନିଖୋଜ

ଅନୁଗୁଳ: ଅନୁଗୁଳ ଜିଲ୍ଲା ବସଲା ପଞ୍ଚାୟତ ସୁନାଭୁଇଁ ଗାଁ ନିକଟରେ ଥିବା ଜୋରରେ ଭାସିଗଲେ ଛାତ୍ରୀ । ପାଠ ପଢିବାକୁ ଯାଇ ଘରକୁ ଫେରିବା ବାଟରେ ଜୋର ପାର ହେଉଥିବା ବେଳେ ଛାତ୍ରୀ ଜଣକ ଜୋରରେ ଭାସିଯାଇ ନିଖୋଜ ହୋଇଯାଇଛନ୍ତି । ଛାତ୍ରୀ ଜଣକଙ୍କର ପରିଚୟ ପ୍ରୀତି ବେହେରା ବୋଲି ଜଣାପଡିଛି ।