Browsing Category

ଓଡିଶା

ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଶ୍ରାବଣ ଶୁକ୍ଲ ତୃତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଦ୍ବିପହର ଧୂପ ସରିବା ପରେ

ଦୁଇ ଦିନିଆ ରିମାଣ୍ଡରେ ଧୋକାବାଜ ୫ ସ୍ତ୍ରୀଙ୍କ ସ୍ବାମୀ

ଭୁବନେଶ୍ବର: ରିମାଣ୍ଡରେ ଗଲା ୫ ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜିତ ସାମଲ । ଆଜିଠୁ ୨ ଦିନିଆ ରିମାଣ୍ଡରେ ନେଇଛି କମିଶନରେଟ ପୋଲିସ । ଖୋଳତାଡ଼ ପରେ ଖୋଲିବ ରସିକିଆ ପ୍ରେମିକର ସମସ୍ତ ଗୁମର । ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରରେ ୫ ଜଣ ମହିଳାଙ୍କୁ ବିବାହ କରିଥିଲା ସତ୍ୟଜିତ । ଖାଲି ସେତିକି

ଆଳୁ କେଜି ୬୦ ଛୁଇଁଲା

ଭୁବନେଶ୍ବର: ଗତ କିଛି ଦିନ ହେବ ଆଳୁ ଦର ସ୍ବାଭାବିକ ଥିବା ବେଳେ ଏବେ ପୁଣି ବଜାରରେ ତେଜିଛି ଆଳୁ ନିଆଁ । ଗୋଟିଏ ପଟେ ପଶ୍ଚିମବଙ୍ଗ ଆଳୁ ଦେଉନଥିବା ବେଳେ ୟୁପିରୁ ଆଳୁ ଆସିବା ଆଶା ଏବେ ମଉଳି ପଡିଛି । ଯାହା ଓଡିଶା ବଜାରରେ ଆଳୁ ଉପରେ ମହଙ୍ଗା ମାଡ କରିଛି । ଗୋଟିଏ ଦିନରେ ଆଳୁ କେଜି ୨୦ ରୁ

ବନ୍ଧା ହେଲେ କୁବେର ଯନ୍ତ୍ରୀ: ୪୨ଟି ପ୍ଲଟ ସହ, ସୁନା ଗହଣା ସାଙ୍ଗକୁ ଜବତ ହୋଇଛି କାଗଜପତ୍ର

ଭୁବନେଶ୍ୱର : ବନ୍ଧା ହେଲେ କୁବେର ଯନ୍ତ୍ରୀ । ୫ ଜିଲ୍ଲାରେ ରହିଛି ମୋଟ୍ ୪୨ ପ୍ଲଟ। ଯାଜପୁର ଜିଲ୍ଲାରେ ୩୨, ଭୁବନେଶ୍ବରରେ ୩, ଖୋର୍ଦ୍ଧାରେ ଗୋଟିଏ, କଟକ, ଭଦ୍ରକ ଓ ଢେଙ୍କାନାଳରେ ୨ଟି ଲେଖାଏ ଫ୍ଲଟ ରହିଛି । ତା ସହିତ ରହିଛି ଏକାଧିକ କୋଠା । ଜବତ ହୋଇଛି ପୁଳା ପୁଳା ସୁନା ଗହଣା ସାଙ୍ଗକୁ

ନୂଆଖାଇ ପାଇଁ ବାହାରିଲା ଶୁଭ ଲଗ୍ନ

ବଲାଙ୍ଗୀର: ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ। ଚଳିତ ଥର ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୩୫ରୁ ୧୦ଟା ୭ ଭିତରେ ନବାନ୍ନ ଲାଗି ପାଇଁ ଶୁଭ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିରେ

ରତ୍ନଭଣ୍ଡାରର ସିବିଆଇ ତଦନ୍ତ ଦାବି କଲେ ସୁଦର୍ଶନ

ପୁରୀ: ଥମୁନି ରତ୍ନଭଣ୍ଡାର ପ୍ରସଙ୍ଗ । ଅନେକ ତର୍କ ବିତର୍କ ପରେ ଜୁଲାଇ ୧୪ ରେ ରତ୍ନଭଣ୍ଡାର ଖୋଲାଯାଇଥିଲା । ସବୁ କିଛିର ଯାଞ୍ଚ କରି ଅଳଙ୍କାରମାନ ସ୍ଥାନାନ୍ତରିତ କରିଥିଲେ ଯାଞ୍ଚ କମିଟି ସଦସ୍ୟ । ହେଲେ ଏବେ ବି ଅନେକ କିଛି ଉପରୁ ପରଦା ହଟିନି ବୋଲି ସାଧାରଣରେ ଚର୍ଚ୍ଚା । ଯାହାକୁ ନେଇ

୫ ହଜାର ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ ଲୋକଙ୍କୁ ଶୁଣିବାର ଧାରା ଜାରି ରଖିଛନ୍ତି। ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଲୋକପ୍ରିୟତା ହାସଲ କରିଥିବା ମୋହନ ଚରଣ ମାଝୀ ଆଜି ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ଶହ ଶହ ଲୋକଙ୍କ ଠାରୁ ସେମାନଙ୍କ ସମସ୍ୟା ଶୁଣିଥିଲେ। ଲୋକଙ୍କୁ ଆଶ୍ୱାସନା ଦେବା ଓ ସମସ୍ୟା

ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ୟରେ ଆଜି ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ମୋଟ ୨୬ ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି । ନବୀନ ସରକାରରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ଅବସ୍ଥାପିତ ଥିବା ବରିଷ୍ଠ ଓଏଏସ୍

ଖୁବ୍‌ଶୀଘ୍ର ଜିଲ୍ଲା ଓ ବ୍ଲକ ସ୍ତରକୁ ଯାଇ ଅଭିଯୋଗ ଶୁଣିବେ ମନ୍ତ୍ରୀ

ଭୁବନେଶ୍ୱର: ଖୁବ୍‌ଶୀଘ୍ର ଜିଲ୍ଲା ଓ ବ୍ଲକ ସ୍ତରକୁ ଯାଇ ଅଭିଯୋଗ ଶୁଣିବେ ମନ୍ତ୍ରୀ l ଶୁଣାଣି ନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ୧୭୫୦ ପଞ୍ଜୀକରଣ ହୋଇଛି l ସମସ୍ତଙ୍କୁ ତ୍ବରିତ ବେଗରେ ନ୍ୟାୟ ଦେବା ସରକାରଙ୍କ ଉଦ୍ଦେଶ୍ୟ