Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନଷ୍ଟ ହେଲାଣି ମହାପ୍ରଭୁଙ୍କ ୧୦ ହଜାର କ୍ୱିଣ୍ଟାଲ୍ ଅର୍ପଣ ଚାଉଳ!
ଭୁବନେଶ୍ବର : ୬ ମାସ ତଳେ ପ୍ରତି ଗାଁରୁ ସଂଗୃହୀତ ହୋଇଥିବା ହଜାର ହଜାର କ୍ୱିଣ୍ଟାଲ୍ ଅର୍ପଣ ଚାଉଳର ସ୍ଥିତି କ’ଣ ଅଛି? ଜଗନ୍ନାଥଙ୍କୁ ସେଥିରେ ଭୋଗ ଲାଗୁଛି ତ? ଏବେ ପୁଣି ଥରେ ଉଠିଲାଣି ଏମିତି ପ୍ରଶ୍ନ। କାରଣ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ସଫା ସଫା ଶୁଣାଇଛି, ପୋକ ଖିଆ ଚାଉଳରେ!-->…
ସେପ୍ଟେମ୍ବର ୧୦ ତାରିଖ ପରେ ରାଜ୍ୟରେ ଲାଗୁହେବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା
ଭୁବନେଶ୍ବର: ପୂର୍ବତନ ସରକାରଙ୍କ ଅନ୍ୟତମ ଲୋକପ୍ରିୟ ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ) ଆସନ୍ତା ମାସ (ସେପ୍ଟେମ୍ବର) ୧୦ ତାରିଖ ଯାଏଁ ଚାଲିବ। ଏହା ପରଠାରୁ ବିଏସ୍କେୱାଇ ବଦଳରେ ଲୋକଙ୍କୁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମାଧ୍ୟମରେ ସ୍ବାସ୍ଥ୍ୟ ସୁବିଧା ମିଳିବ।!-->…
କାଠଯୋଡିରେ କୁମ୍ଭୀର, ତ୍ରିଶୁଳିଆ ବ୍ରିଜ୍ରେ ଅସମ୍ଭାଳ ଭିଡ୍
କଟକ : କାଠଯୋଡି ନଦୀ ମଝିରେ ଥିବା ଶୁଖିଲା ବାଲି ଉପରେ ଗୋଟିଏ କୁମ୍ଭୀର ଶୋଇଛି। ଏହି ଖବର ପ୍ରଚାରିତ ହେବା ପରେ ତ୍ରିଶୁଳିଆ ବ୍ରିଜ୍ରେ ଅସମ୍ଭାଳ ଭିଡ୍ ପରିଲକ୍ଷିତ ହୋଇଛି। ଯେଉଁଥିପାଇଁ ଅଜଥାରେ ଟ୍ରାଫିକ୍ ଜାମ୍ ହୋଇଛି। କମିଶନରେଟ୍ ପୁଲିସ୍ ପହଞ୍ଚି ଭିଡ୍ ନିୟନ୍ତ୍ରଣ କରୁଛି ।ଆଜି!-->…
ମଧ୍ୟପ୍ରାଚ୍ୟରେ ଭୟଙ୍କର ପରିସ୍ଥିତି : ଇସ୍ରାଏଲରେ ଥିବା ଭାରତୀୟଙ୍କୁ ସତର୍କ ରହିବାକୁ ପରାମର୍ଶ
ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ପରିସ୍ଥିତି ଅଶାନ୍ତ ହେବାରେ ଲାଗିଛି । ହମାସ ଏବଂ ହିଜବୁଲ ସର୍ବୋଚ୍ଚ ନେତାଙ୍କ ମୃତ୍ୟୁ ପରେ ଇରାନ ଏବଂ ଏହାର ସମର୍ଥିତ ଗୋଷ୍ଠୀ ଇସ୍ରାଏଲ ଉପରେ ଡାଇରେକ୍ଟ ଆଟାକ୍ କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଲେବାନନ ଏବଂ ଇସ୍ରାଏଲରେ ରହୁଥିବା!-->…
ଅର୍ପଣ ଚାଉଳର ସଦୁପଯୋଗ କରାଯିବ, ଶ୍ରୀମନ୍ଦିର ପରିଚାଳନା କମିଟିର ନିଷ୍ପତ୍ତି ପରେ ନିଆଯିବ ପଦକ୍ଷେପ: ପୃଥ୍ୱୀରାଜ…
ଭୁବନେଶ୍ବର: ଜଗନ୍ନାଥ ପ୍ରେମୀ ଦେଇଥିବା ‘ଅର୍ପଣ ଚାଉଳ’ ଖତ ଖାଉଥିବା ଖବର ଗଣମାଧ୍ୟମରେ ପ୍ରସାରିତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ଭକ୍ତଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ସେ ଚାଉଳର ସଦୁପଯୋଗ କେମତି ହେବ, ସେନେଇ ପଦକ୍ଷେପ ନିଆଯିବ!-->…
ଏଏମ୍ ପ୍ରସାଦ ସିଆରପିଏଫ ସ୍ୱତନ୍ତ୍ର ଡିଜି, ଅରୁଣ ଷଡ଼ଙ୍ଗୀଙ୍କୁ ସ୍ଥାୟୀ ଡିଜି ପାଇଁ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର : ରାଜ୍ୟ ଜେଲ୍ ବିଭାଗ ଡିଜି ୧୯୮୯ ବ୍ୟାଚ୍ ଆଇପିଏସ୍ ଅମ୍ରିତ ମୋହନ ପ୍ରସାଦଙ୍କୁ ସିଆରପିଏଫ ସ୍ପେଶାଲ ଡିଜି ଭାବେ ନିଯୁକ୍ତି ମିଳିଛି। ଏପଟେ ରାଜ୍ୟ ସରକାର ୧୯୯୦ ବ୍ୟାଚ୍ ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ସ୍ଥାୟୀ ପୁଲିସ ଡିଜି(ପୁଲିସ ଫୋର୍ସ ମୁଖ୍ୟ) କରିବା ପାଇଁ ପ୍ରକ୍ରିୟା ଆରମ୍ଭ!-->…
ଆସିକା ବିଇଓ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ର ଛାତ୍ରୀ ପରେ ଗ୍ରାମବାସୀ ଓ ଅଭିଭାବକ ବସିଲେ ଧାରଣା ରେ…
ଏବେ ଏହି ଧାରଣା ଜିଲ୍ଲା ତଥା ରାଜଧାନୀ କୁ ନେବା ପାଇଁ ସଜ ବାଜ…….!
ଵ୍ରହ୍ମପୁର : ୩- ୮ ଆସିକା ରେ ଦୀର୍ଘ ତିନିଦିନ ହେଲା ବିଦ୍ୟାଳୟର ଛାତ୍ର ଛାତ୍ରୀ ଆସିକା ବ୍ଳକ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ପରେ ଏବେ ଗ୍ରାମ ବାସୀ ଓ ଅଭିଭାବକ ମାନେ ବି ସାମିଲ ହେଲେ ।!-->!-->!-->…
ରାଜ୍ୟରେ ଆଳୁ ସମସ୍ୟା ନେଇ ବ୍ୟବସାୟୀ ସଙ୍ଘ ମାନଙ୍କ ସହ ଆଲୋଚନା କଲେ ଯୋଗାଣ ମନ୍ତ୍ରୀ
ଭଦ୍ରକ: ରାଜ୍ୟ ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଭଦ୍ରକରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଆଜି ମନ୍ତ୍ରୀ ଶ୍ରୀ ପାତ୍ର ବାରିପଦା ଯାଉଥିବା ଅବସରରେ ଭଦ୍ରକ ସର୍କିଟହାଉସ ଠାରେ ତାଙ୍କୁ ଭଦ୍ରକ ଜିଲ୍ଲା ବିଜେପି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା!-->…
ବିଜେଡି ବସା ଖାଲି ହୋଇଯିବ : ଅରବିନ୍ଦ ଢାଲି
‘‘ବିଜେଡିର ବସା ଖାଲି ହୋଇଯିବ। ଭବିଷ୍ୟତରେ ବିଜେଡି ରହିବନି, ଚାହିଁଲେ ବି ରଖିପାରିବେନି। ଦଳରେ ଥିବା ନେତାଙ୍କ ମଧ୍ୟରେ ଯୁଦ୍ଧ ଚାଲିବ, ଦଳ ଖଣ୍ତବିଖଣ୍ଡ ହୋଇଯିବ।” ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିବା ମମତା ମହାନ୍ତ ବିଜେପିରେ ମିଶିବା ପରେ ଏପରି ଢଙ୍ଗରେ ବିଜେଡିକୁ!-->…
ଆସନ୍ତା ୭ରୁ ରାଜ୍ୟ ସରକାରଙ୍କ ନିବେଶକ ସମ୍ମିଳନୀ
ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୭, ୮ ଓ ୯ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସରକାରଙ୍କ ନିବେଶକ ସମ୍ମିଳନୀ l ପୁଣେ ଓ ଅହମ୍ମଦାବାଦରେ ହେବ ଏହି ସମ୍ମିଳନୀ l ଏନେଇ ସୂଚନା ଦେଇଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ l ଏହି ସମ୍ମିଳନୀରେ ଅଟୋମୋବାଇଲ୍, ଫୁଡ୍ ପ୍ରୋସେସିଂ, ଡାଉନ୍ ଷ୍ଟ୍ରିମ୍!-->…