Browsing Category

ଓଡିଶା

ନନ୍ଦନକାନନକୁ ଜଗିବେ ଓଡିଶା ଶିଳ୍ପ ସୁରକ୍ଷା ବାହିନୀ

ଭୁବନେଶ୍ୱର: ଏଣିକି ନନ୍ଦନକାନନର ସୁରକ୍ଷା ଦାୟିତ୍ୱ ନେଇଛି ଓଆଇଏସଏଫ ବା ଓଡିଶା ଶିଳ୍ପ ସୁରକ୍ଷା ବାହିନୀ | ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ବଟାନିକାଲ ଗାର୍ଡେନର ସୁରକ୍ଷାକୁ ମଜବୁତ କରିବା ପାଇଁ ଓଆଇଏସଏଫର ଏକ ପ୍ଲାଟୁନ୍ ଯବାନ ନିୟୋଜିତ ହୋଇଛନ୍ତି | ଏମାନଙ୍କ ମଧ୍ୟରେ ଜଣେ

ବିଜେପିରେ ମମତା ଯୋଗ ଦେବା ପରେ ବିଜେଡି-ବିଜେପି ମଧ୍ୟରେ ତୁ ତୁ ମେଁ ମେଁ

ଭୁବନେଶ୍ୱର: ଗତକାଲି ବିଜେଡି ଦଳ ସହ ରାଜ୍ୟସଭା ପଦରୁ ଇସ୍ତଫା ଦେଇଥିଲେ ସାଂସଦ ମମତା ମହାନ୍ତ | ଆଜି ସେ ବିଜେପିରେ ଯୋଗ ଦେବା ପରେ କହିଛନ୍ତି ଯେ ବିଜୁ ଜନତା ଦଳରେ ମୋର ଆବଶ୍ୟକତା ପଡୁନି | ସେଥିପାଇଁ ଲୋକଙ୍କ ସେବା କରିବା ପାଇଁ ବିଜେଡି ଛାଡ଼ିଲି | ଆଜି ମୁଁ ବିଜେପିରେ ସାମିଲ ହେଲି | ଆମର

ପତ୍ନୀ ହତ୍ୟାକାରୀକୁ ଫାଶୀ ଦଣ୍ଡାଦେଶ

ଭୁବନେଶ୍ବର : ପତ୍ନୀ ହତ୍ୟାକାରୀ ସ୍ୱାମୀକୁ ଫାଶୀ ଦଣ୍ଡାଦେଶ। ହତ୍ୟା ଅଭିଯୁକ୍ତଙ୍କ ମାଆ, ଝିଅ, ଭାଉଜ ଓ ୧୫ ଜଣ ସାକ୍ଷୀଙ୍କ ବୟାନ୍‌ ଏବଂ ଅନ୍ୟାନ୍ୟ ତଥ୍ୟ ଆଧାରରେ ଏସଡିଜେଏମ୍‌ କୋର୍ଟ ଏହି ରାୟ ଶୁଣାଇଛନ୍ତି। ୨୦୨୨ ମସିହା ଜୁନ ୯ ତାରିଖରେ ରାଜଧାନୀ ଭୁବନେଶ୍ୱରରେ ଏହି ହତ୍ୟାକାଣ୍ଡ

ବିଜେପିରେ ଯୋଗଦେଲେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିବା ମମତା

ଭୁବନେଶ୍ବର : ବୁଧବାର ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିବା ମମତା ମହାନ୍ତ ଆଜି ବିଜେପିରେ ଯୋଗଦେଇଛନ୍ତି। ନୂଆଦିଲ୍ଲୀ ସ୍ଥିତି ମୁଖ୍ୟାଳୟରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମଲ୍‌ ହୋଇଛନ୍ତି। ବିଜେପି ସାଧାରଣ ସଂପାଦକ ଅରୁଣ ସିଂହ ଓ ପ୍ରଭାରୀ ବିଜୟପାଲ୍‌ ସିଂ ତୋମାର ପୁଷ୍ପଗୁଚ୍ଛ ଦେଇ

ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ଵର: ଗିରଫ ହେଲେ ଖୋର୍ଦ୍ଧା ଜଟଣୀ ବ୍ଲକର ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତି । ନିବେଦିତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଜଣେ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ ନିବେଦିତା ମହାନ୍ତି । ସୂଚନା ଅନୁସାରେ, ଜଣେ ଠିକାଦାରଙ୍କ ଠାରୁ ପୁରୁଣା

ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର

ପୁରୀ: ଏଇ ଅଗଷ୍ଟ ମାସରେ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାଳ ଶେଷ ହେଉଛି। ଏଣୁ ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର କରାଯିବା ନେଇ ଆଇନ ବିଭାଗ ପକ୍ଷରୁ କୁହାଯାଇଛି। ନୂଆ ପରିଚାଳନାରେ ସ୍ୱଚ୍ଛତା ଓ ନିରପେକ୍ଷତାକୁ ଗୁରୁତ୍ୱ ଦିଆଯିବ। ମହାପ୍ରଭୁଙ୍କ ସେବା ସହ ଅଧିକ

ବିପର୍ଯ୍ୟୟ ପରିଚାଳନା ପାଇଁ ନବୀନଙ୍କୁ ପ୍ରଶଂସା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ନବୀନଙ୍କୁ ପୁଣି ପ୍ରଶଂସା । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ରାଜ୍ୟସଭାରେ ବିପର୍ଯ୍ୟୟ ପରିଚାଳନା ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବେଶ ପ୍ରଶଂସା କରିଛନ୍ତି । ଆଜି ରାଜ୍ୟସଭାରେ କେରଳ ୱାୟନାଡ ବିପର୍ଯ୍ୟୟ ଘଟଣାରେ ଆଲୋଚନା ବେଳେ ନବୀନ ବାବୁଙ୍କ

୫-ଟି ସ୍କୁଲ ରୂପାନ୍ତିକରଣରେ ଦୁର୍ନୀତି ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ

ଭୁବନେଶ୍ୱର: ବିଜେଡି ଶାସନ ସମୟରେ 5T ଯୋଜନା ମାଧ୍ୟମରେ କରାଯାଇଥିବା କାର୍ଯ୍ୟ ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି ଓଡିଶା ସରକାର। ଯୋଜନାରେ ଯଦି କୌଣସି ଦୁର୍ନୀତି ଜଣାପଡ଼େ ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୁଧବାର କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ ।

ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ପ୍ରଶ୍ନ ଉଠାଇଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ବର: ଶୂନ୍ୟକାଳରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଶୂନ୍ୟକାଳରେ ସଙ୍ଗୀନ ଅଭିଯୋଗ ଉଠାଇଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ସରକାରଙ୍କୁ ଉଠାଇଲେ ପ୍ରଶ୍ନ। ସେ କହିଛନ୍ତି, ଜଣେ ଅଧିକାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲାର ତଦନ୍ତ

ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ମମତା ମହାନ୍ତ

ଭୁବନେଶ୍ବର : ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ। ମମତାଙ୍କ ଇସ୍ତଫା ନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ଼ ସୂଚନା ଦେଇଛନ୍ତି। ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ମମତା। କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା ମହାନ୍ତ ପରିତିଚ ଥିଲେ। ରାଜ୍ୟସଭାରୁ