Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ସମ୍ଭାବନା
ଭୁବନେଶ୍ୱର: ଭୁବନେଶ୍ୱର ଏବଂ କଟକ ସହର ସମେତ ଓଡିଶାର ପାଞ୍ଚଟି ଜିଲ୍ଲାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।
ବୁଧବାର ଅପରାହ୍ନରେ ଭାରତ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆଲର୍ଟ ଜାରି କରାଯାଇଛି।
ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ଜଗତସିଂହପୁର, ବଲାଙ୍ଗୀର!-->!-->!-->!-->!-->…
କଟକ ଦହିବରା ଆଳୁଦମକୁ ମିଳିବ ଜିଆଇ ଟ୍ୟାଗ !
କଟକ: କଟକର ଦହିବରା ଆଳୁଦମକୁ ଜିଆଇ ଟ୍ୟାଗ ମିଳିବା ନେଇ ବିଧାନସଭାରେ ପ୍ରଶ୍ନ କଲେ କଟକ-ବାରବାଟୀ ବିଧାୟିକା ସୋଫିଆ ଫିରୋଦସ । କଟକର ଦହିବରା ଆଳୁଦମ ବେଶ୍ ପ୍ରସିଦ୍ଧ । ଏହାର୍ ସ୍ଵାଦ ମଧ୍ୟ କାହାକୁ ଅଜଣା ଅଛପା ନୁହେଁ । ଏଥିପାଇଁ କଟକର ଦହିବରା ଆଳୁଦମକୁ ଜିଆଇ ଟ୍ୟାଗ ଦେବାକୁ ପଦକ୍ଷେପ!-->…
ରାଜ୍ୟର ୧୮ କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ୧୪୭ କୋଟିର ଦୁର୍ନୀତି
ଭୁବନେଶ୍ୱର: ରାଜ୍ୟର ୧୮ଟି କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ୧୪୭ କୋଟିର ଦୁର୍ନୀତି ହୋଇଥିବା ନେଇ ସୂଚନା ମିଳିଛି l କିନ୍ତୁ ୧୪୭ କୋଟିରୁ ମାତ୍ର ୧୪ କୋଟି ଆଦାୟ କରିଛନ୍ତି ରାଜ୍ୟ ସରକାର l ଦୁର୍ନୀତିରେ ସାମିଲ ଥିବା ୫୨୧ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି l ସୁନ୍ଦରଗଡ଼ରେ ସର୍ବାଧିକ!-->…
ହୀରାକୁଦର ଦୁଇଟି ଗେଟ୍ ବନ୍ଦ, ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। କିନ୍ତୁ ଏବେ ସ୍ଥିତି ନିୟନ୍ତ୍ରଣାଧୀନ ଥିବାରୁ ୨ଟି ଗେଟ୍କୁ ବନ୍ଦ କରି ଦିଆଯାଇଛି। ଏବେ ହୀରାକୁଦ ଡ୍ୟାମର ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ହୀରାକୁଦର ଦୁଇଟି ଗେଟ୍ ବନ୍ଦ!-->…
୧୬ ଲକ୍ଷରୁ ଅଧିକ ଭୂତ ରାସନକାର୍ଡଧାରୀ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ୧୬ଲକ୍ଷ ୨୭ହଜାର ୯୩୨ ଭୂତ ରାସନ କାର୍ଡଧାରୀ ରହିଛନ୍ତି । ଆଜି ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବିଧାୟକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି।
!-->!-->!-->…
ୱାୟନାଡ଼ ଭୂସ୍ଖଳନ: ଓଡ଼ିଆ ଡାକ୍ତର ବିଷ୍ଣୁପ୍ରସାଦ ଚିନ୍ନାରାଙ୍କ ମୃତ୍ୟୁ, ଏବେ ବି ଆଉ ଜଣେ ନିଖୋଜ
ଭୁବନେଶ୍ୱର : ୱାୟନାଡ଼ ଭୂସ୍ଖଳନରେ ଜଣେ ଓଡ଼ିଆ ଡାକ୍ତର ମୃତ । ଚୌଦ୍ବାରର ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର । ଏବେ ବି ନିଖୋଜ ଅଛନ୍ତି ଡାକ୍ତର ସ୍ୱାଧୀନ ପଣ୍ଡା । ଡାକ୍ତର ବିଷ୍ଣୁପ୍ରସାଦଙ୍କ ପତ୍ନୀ ପ୍ରିୟଦର୍ଶିନୀ ପାଲ ଓ ବାନ୍ଧବୀ ସ୍ଵୀକୃତି ମହାପାତ୍ରଙ୍କୁ!-->…
ବ୍ରିଜ ଉପରେ ସ୍କୁଟି ମିଳିବା ଘଟଣା: ମିଳିଲା ଆରୋହୀଙ୍କ ପରିଚୟ, ଖୋଜୁଛି ଅଗ୍ନିଶମ ବାହିନୀ
କଟକ: ତ୍ରିଶୁଳିଆ ସୁବାଷ ସେତୁ ଉପରେ ଅଜଣା ସ୍କୁଟି ଥିବା ନେଇ ବଢୁଛି ସସ୍ପେନ୍ସ। ଭୋରରୁ ବ୍ରିଜ ଉପରେ ଚାବି ଲାଗିଥିବା ଅବସ୍ଥାରେ ଏକ ନାଲି ରଙ୍ଗର ସ୍କୁଟି ଥୁଆ ହୋଇଛି। ଏହି ସ୍କୁଟି ପାଖରେ ଏକ ଚପଲ ରହିଛି। ଯାହାକୁ ନେଇ ସନ୍ଦେହ ବଢିଛି। କେହି ଗାଡି ରଖି ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା!-->…
ଆସନ୍ତାକାଲିଠାରୁ ଖୋଲିବ ଭିତରକନିକା
କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅଗଷ୍ଟ ୧ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରତିବର୍ଷ ପରି ଚଳିତ ବର୍ଷ ମେ’ ୧ରୁ ଜୁଲାଇ ୩୧ ଯାଏ କୁମ୍ଭୀର ପ୍ରଜନନ ପାଇଁ ଭିତରକନିକାରେ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ ରଖାଯାଇଥିଲା। ତେବେ ଅଗଷ୍ଟ ୧ରୁ ଏହା ଖୋଲିବ।!-->…
ସରକାର ଙ୍କ ଅଜବ ନୀତି ଯୋଗୁଁ ଶେଷରେ ଛାତ୍ର ଛାତ୍ରୀ ବି.ଇ.ଓ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା….
ପିଲାଙ୍କ ଭବିଷ୍ୟତ ନେଇ ଶିକ୍ଷା ବିଭାଗର ଖେଳ……!
ହିଞ୍ଜିଳି ଥାନା ଅଞ୍ଚଳରେ ଚାଲିଛି ଜୁଆ ଆଡ଼ା, ସବୁଜାଣି ବଟି ନେଇ ଚୁପ୍ ବସିଛି ପୁଲିସ…
ହିଞ୍ଜିଳିକାଟୁ ୩୧!୭ ହିଞ୍ଜିଳି ଥାନା ଅଞ୍ଚଳରେ ଚାଲିଛି ଜୁଆ ଆଡ଼ା। ସଵୁ ଜାଣି ପୁଲିସ ନିରବକୁ ନେଇ ଉଠିଛି ପ୍ରଶ୍ନ । ହିଞ୍ଜିଳିକାଟୁ ବ୍ଳକ ଅନ୍ତର୍ଗତ ପୋଡିଙ୍ଗି ଗ୍ରାମ ଗୋପିନାଥ ଖଳା ଠାକୁରାଣୀ ମନ୍ଦିର ପରିସରରେ ଜୁଆ ଆଡ଼ା ଚାଲିଛି। ବର୍ଷ ବର୍ଷ ଧରି ଏହି ଅଞ୍ଚଳରେ ଅଶାନ୍ତିକର ପରିସ୍ଥିତି!-->…