Browsing Category

ଓଡିଶା

ବିଶ୍ୱର ପ୍ରଥମ କଳା ବାଘ ସଫାରିକୁ ସିଜେଡ୍‌ଏର ଅନୁମୋଦନ

ଭୁବନେଶ୍ୱର: ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ ଅବସରରେ ଶିମିଳିପାଳ ସୁରକ୍ଷା ପାଇଁ ମିନି ମାରାଥନ୍ ଆୟୋଜିତ ହୋଇଛି। ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ନିକଟରେ ପ୍ରତିଷ୍ଠା ହେବାକୁ ଥିବା ମେଲାନିଷ୍ଟିକ୍‌ ଟାଇଗର (କଳା ବାଘ) ସଫାରି ଆଉ ପାଦେ ଆଗେଇଛି। ବିଶ୍ବର ପ୍ରଥମ ମେଲାନିଷ୍ଟିକ୍‌ ଟାଇଗର

ଦୁଇଦିନିଆ ଜୋନସ୍ତରୀୟ ଗଣିତ ଶିକ୍ଷକମାନଙ୍କ ପ୍ରଶିକ୍ଷଣ ଶିବିର

ଖଲ୍ଲିକୋଟ : ଖଲ୍ଲିକୋଟ ବ୍ଳକ ବାଉରି ଗଣ୍ଡପଲ୍ଲି ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଦୁଇ ଦିନିଆ ଜୋନସ୍ତରୀୟ ଗଣିତ ଶିକ୍ଷକମାନଙ୍କ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଖୋର୍ଧା, ଗଞାମ, ନୟାଗଡ, ଗଜପତି ଜିଲ୍ଲାର ଗଣିତ ଶିକ୍ଷକ ମାନଙ୍କୁ ନେଇ ଅନୁଷ୍ଠିତ ଶିବିରରେ ଖଲ୍ଲିକୋଟ ଆର ସି ଏମ

୨୪ ଘଣ୍ଟାର ସର୍ଚ୍ଚ ଅପରେସନ ପରେ ମିଳିଲା ମୃତଦେହ

କଟକ : ୨୪ ଘଣ୍ଟାର ସର୍ଚ୍ଚ ଅପରେସନ ପରେ ମିଳିଲା ମୃତ ଦେହ । ଗାନ୍ଧୀପଲ୍ଲୀସ୍ଥିତ ମହାନଦୀରୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ । ଗତକାଲି ସନ୍ଧ୍ୟାରେ ଗଡ଼ଗଡ଼ିଆ ଘାଟରୁ ପାଣି ଉଠାଇବା ସମୟରେ ବୁଡ଼ି ଯାଇ ନିଖୋଜ ଥିଲେ ଯୁବକ । ମୃତ ଯୁବକ ଭୁବନେଶ୍ବର ପଟିଆ ଅଞ୍ଚଳର ସୌମ୍ୟ ରଂଜନ

ଆଉ ଥରେ ଯାଞ୍ଚ ହେବ ଭିତର ରତ୍ନଭଣ୍ଡାର, ଖୋଜା ହେବ ଗୁପ୍ତ ସମ୍ପତ୍ତି

ପୁରୀ: ‘ଆଉ ଥରେ ଯାଞ୍ଚ ହେବ ରତ୍ନଭଣ୍ଡାର, ଗୁପ୍ତଭଣ୍ଡାର ଅଛି କି ନାହିଁ ଖୋଜା ଯିବ । ପୁଣିଥରେ ଯାଞ୍ଚ ପାଇଁ ସରକାର ଏସଓପି ଆଣିବେ । ଏସଓପି ଅନୁଯାୟୀ ରତ୍ନଭଣ୍ଡାରରେ ଗୁପ୍ତ ସମ୍ପତ୍ତି ଅଛି କି ନାହିଁ ତାହା ଯାଞ୍ଚ କରାଯିବ’ । ଆଜି ପୁରୀରେ ରତ୍ନଭଣ୍ଡାର ଯାଞ୍ଚ ବୈଠକ ପରେ କିଛି ଏମିତି

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ୩୧ରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା । ଓଡ଼ିଶା ଉପରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପ୍ରଭାବରେ ବଢିବ ବର୍ଷାର ପରିମାଣ। ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଏହା ସହ ଉତ୍ତର ଛତିଶଗଡ଼ ଉପରେ ରହିଛି ଏକ ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ

ସବୁ ଉପରେ ରହିବ ମୁଖ୍ୟମନ୍ତ୍ରୀଙ୍କ ନଜର, ବାଣ୍ଟିଲେ ଦାୟିତ୍ବ

ଭୁବନେଶ୍ବର: ବିଭିନ୍ନ ବିଭାଗ ଉପରେ ନଜର ରଖିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ଏଥିପାଇଁ ବିଭିନ୍ନ ବିଭାଗ ଉପରେ ରିପୋର୍ଟ କରିବା ପାଇଁ ୬ ଅଧିକାରୀଙ୍କ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର । ୬ ଅଫିସରଙ୍କ ମଧ୍ୟରେ ଆଇଏଏସ ନିକୁଞ୍ଜ ଧଳଙ୍କୁ ଗୃହ, ଅର୍ଥ, ଶିଳ୍ପ ପରି ଗୁରୁତ୍ବପୂର୍ଣ୍ଣ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ୍

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଭାଙ୍ଗିଲେ ନିୟମ । ଫେରାଦ ହେଲା କଂଗ୍ରେସ । ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ୍ ଆଣିଲା କଂଗ୍ରେସ । ଶୂନ୍ୟକାଳରେ ନୋଟିସ୍‌କୁ ଗ୍ରହଣ କଲେ ବାଚସ୍ପତି ସୁରମା ପାଢୀ । ଅଗ୍ନିବୀର ସଂରକ୍ଷଣ ଓ ୫ ବର୍ଷ ବୟସ ସୀମା

ଆସିଲା ମଧୁମିତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ, ମୃତ୍ୟୁ ପୂର୍ବରୁ ଦେହରେ ଥିଲା ଏକାଧିକ କ୍ଷତ ଚିହ୍ନ

ଭୁବନେଶ୍ୱର : ବହୁଚର୍ଚ୍ଚିତ ସାମ୍ବାଦିକା ମଧୁମିତା ପରିଡ଼ା ମୃତ୍ୟୁ ମାମଲା । ଆସିଲା ମଧୁମିତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ । ମୃତ୍ୟୁ ପୂର୍ବରୁ ମଧୁମିତାଙ୍କ ଦେହରେ ଥିଲା ଏକାଧିକ କ୍ଷତ ଚିହ୍ନ । ମଲ୍ଟିପୁଲ ଇଞ୍ଜୁରୀରୁ ମୃତ୍ୟୁ ହୋଇଥିବା ସ୍ପଷ୍ଟ । ଆବଶ୍ୟକସ୍ଥଳେ ଭିସେରା ରିପୋର୍ଟ

ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡିଲା ଡ୍ରୋନ୍

ସମ୍ବଲପୁର: ହୀରାକୁଦ ଡ୍ୟାମରେ ଉଡିଲା ଡ୍ରୋନ୍ । ସୋସିଆଲ ମିଡିଆରେ ଭାଇରାଲ ହେଲା ଅପରେସନ ଗ୍ୟାଲେରୀର ଭିଡିଓ । ଖାଲି ସେତିକି ନୁହେଁ ଗତକାଲି ଗେଟ୍ ଖୋଲିବା ସମୟର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଘୂରି ବୁଲୁଛି । ଯାହାକୁ ନେଇ ଏବେ ହୀରାକୁଦ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଛି ।

ରାଜଧାନୀରେ ଉପରମୁହାଁ ଡେଙ୍ଗୁ, ୨୦୦ ଟପିଲା

ଭୁବନେଶ୍ବର: ରାଜଧାନୀରେ ଉପରମୁହାଁ ଡେଙ୍ଗୁ ସଂକ୍ରମଣ । ବର୍ଷାଦିନ କାରଣରୁ ମଶାମାନଙ୍କର ଉପଦ୍ରବ ବଢିବାରେ ଲାଗିଛି । ଏହାର ପ୍ରଭାବରେ ଏବେ ରାଜଧାନୀ ଭୁବନେଶ୍ବରରେ ଡେଙ୍ଗୁ ୨୦୦ ପାର୍ କରିଛି । ତେବେ ଗତ ଜୁଲାଇ ୧୬ ସୁଦ୍ଧା ଏହା ୧୧୫ରେ ପହଞ୍ଚିଥିବା ବେଳେ ଏବେ ଏହାର ସଂଖ୍ୟା ଗତ ୨୭ ସୁଦ୍ଧା