Browsing Category

ଓଡିଶା

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର

ବରଗଡ଼: ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର। ବରଗଡ଼ରେ ରହୁଥିବା ବଦ୍ରିପ୍ରସାଦ ଆପର୍ଟମେଣ୍ଟରେ ମଧ୍ୟ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍। ତେବେ ଏହି ଆପର୍ଟମେଣ୍ଟରେ ଥିବା ଘର କାହାର ସେ ନେଇ ଅଧିକ ପଚରାଉଚରା କରୁଛି ଟିମ୍। ପୂର୍ବରୁ ରାମଚନ୍ଦ୍ର ମିଶ୍ର ବରଗଡ଼ରେ

ପାଣି ଉଠାଇବା ବେଳେ ବୁଡ଼ି ଗଲେ ୨ କାଉଡ଼ିଆ

କଟକ : ବୋଲବମ ପାଣି ଉଠାଇବା ବେଳେ ଅଘଟଣ । ଆସନ୍ତାକାଲି ଶ୍ରାବଣ ମାସର ଦ୍ୱିତୀୟ ସୋମବାର। ଏଥିପାଇଁ ବୋଲ ବମ ଯାତ୍ରାର ବ୍ରତଧାରୀ ବା କାଉଡ଼ିଆମାନେ ବିଭିନ୍ନ ସ୍ଥାନରୁ ପାଣି ଆଣି ଶୈବପୀଠ ଅଭିମୁଖେ ଯାଉଛନ୍ତି। ହେଲେ ଏସବୁ ଭିତରେ ଗୋଟିଏ ଦୁଃଖଦ ଖବର ସାମ୍ନାକୁ ଆସିଛି। ପାଣି ଉଠାଇବା

ମୋ ବସ୍‌ ଯାତ୍ରୀଙ୍କଠାରୁ ଲୁଟୁଥିଲେ ଛତିଶଗଡ଼ ମହିଳା ଲୁଟେରା, ୩ ଜଣଙ୍କୁ ବନ୍ଧିଲା ପୋଲିସ

ଭୁବନେଶ୍ୱର: ମୋ ବସ୍‌ରେ ମାତିଛନ୍ତି ମହିଳା ଲୁଟେରା। ସୁଯୋଗ ପାଇଁ ଯାତ୍ରୀଙ୍କଠାରୁ କରୁଛନ୍ତି ଲୁଟ୍। ଟିକିଏ ଅସାବଧାନ ହେଲେ ଲୁଟି ନେଇଯାଉଛନ୍ତି ଟଙ୍କା, ସୁନାଗହଣା । ଏଭଳି ଏକ ମହିଳା ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ଭୁବନେଶ୍ୱରରେ ପୋଲିସ। ଏହି ମାମଲାରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ।

ଓଡ଼ିଶାରୁ ଜମ୍ମୁ ଓ କଶ୍ମୀର ଯିବେ BSF ଯବାନ

ଓଡ଼ିଶାରୁ ଜମ୍ମୁ ଓ କଶ୍ମୀର ଯିବେ BSF ଯବାନ। କୋରାପୁଟ ଓ ମାଲକାନଗିରିରେ ନିୟୋଜିତ ଥିବା ୨ ହଜାର ବିଏସ୍‌ଏଫ୍‌ ଯବାନ ସେଠାକୁ ଯିବେ। ଭାରତ-ପାକିସ୍ତାନ ସୀମାରେ ସେମାନଙ୍କୁ ନିୟୋଜିତ କରାଯିବ। ଗଲା କିଛି ଦିନ ଧରି ଜମ୍ମୁ ଓ କଶ୍ମୀରରେ ଆତଙ୍କବାଦୀଙ୍କ ଗତିବିଧି ବଢ଼ିଛି। ଏହାକୁ

ବାରବାଟୀ ସଂପ୍ରସାରଣ ପ୍ରସଙ୍ଗ: କଟକ ମେୟରଙ୍କୁ ଓସିଏ ସଂପାଦକଙ୍କ ସମାଲୋଚନା

ଭୁବନେଶ୍ୱର: ବାରବାଟୀ ସଂପ୍ରସାରଣ ପ୍ରସଙ୍ଗରେ ଓସିଏ ସଂପାଦକଙ୍କ ଆସିଲା ପ୍ରତିକ୍ରିୟା। କଟକ ମେୟରଙ୍କୁ ଓସିଏ ସଂପାଦକ କଲେ ସମାଲୋଚନା। ଆଜି କଟକ ମେୟର ସୁବାସ ସିଂଙ୍କ ଉପରେ ବର୍ଷିଛନ୍ତି ଓସିଏ ସଂପାଦକ ସଞ୍ଜୟ ବେହେରା। ସୁବାସଙ୍କୁ ସମାଲୋଚନା କରି ସଞ୍ଜୟ କହିଛନ୍ତି ଯେ, କ୍ରିକେଟରେ ରାଜନୀତି

୩୧ରେ ପୁଣି ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ୧୬ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ

ଭୁବନେଶ୍ୱର : ଆସନ୍ତା ୩୧ରେ ପୁଣି ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ଅଛି । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ ସଞ୍ଜୀବ ଦ୍ବିବେଦୀ । ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ

ଶାଶ୍ୱତ ମିଶ୍ର ହେଲେ ଅର୍ଥ ବିଭାଗର ପ୍ରମୁଖ ସଚିବ

ଭୁବନେଶ୍ୱର: ଆଇଏଏସ୍‌ ଅଫିସର ଶାଶ୍ୱତ ମିଶ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୬ ବ୍ୟାଚ୍‌ର ବରିଷ୍ଠ

ଓଡ଼ିଆ ଭାଷାରେ ନଥିପତ୍ର: ସବୁ ସଚିବଙ୍କୁ ରିପୋର୍ଟ ମାଗିଲା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ

ଓଡ଼ିଆ ଅସ୍ମିତାକୁ ପ୍ରସଙ୍ଗ କରି ନିର୍ବାଚନୀ ସଫଳତା ପାଇଥିବା ବିଜେପି ସରକାରଙ୍କ କଡ଼ା ଆଭିମୁଖ୍ୟ ଯୋଗୁ ଏବେ ବିଭାଗୀୟ ସଚିବଙ୍କ ଅଡୁଆ ବଢ଼ିବାରେ ଲାଗିଛି । ସମସ୍ତ ବିଭାଗର ନଥିପତ୍ର କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ନିର୍ଦ୍ଦେଶକୁ ପାଳନ

ଖୁବ୍‌‌ଶୀଘ୍ର ମରାମତି ହେବ ରତ୍ନଭଣ୍ଡାର, ହଜିଯାଇଥିବା ଚାବି ଷଡ଼ଯନ୍ତ୍ରର ହେବ ଖୁଲାସା: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ASI) ଖୁବ୍ ଶୀଘ୍ର ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ରତ୍ନା ଭଣ୍ଡାରର ମରାମତି କାର୍ଯ୍ୟ ଆରମ୍ଭ କରିବ। ଏଏସଆଇ ରତ୍ନଭଣ୍ଡାରର ପ୍ରାଥମିକ ଯାଞ୍ଚ କରିସାରିଛି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର ଦିନ ଗଣମାଧ୍ୟମକୁ କହିଛନ୍ତି ।