Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ
ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ଫସିଛନ୍ତି ପାଟଣାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସୁଜିତ କୁମାର ପାଢୀ । ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସ ଟିମ୍। ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ।
ସୂଚନା ଅନୁସାରେ, ଏକ ବିଲ୍!-->!-->!-->…
ଭବାନୀ ଶଙ୍କର ଭୋଇ ହେଲେ ବିଧାନସଭାର ନୂଆ ଉପବାଚସ୍ପତି
ଭୁବନେଶ୍ୱର: ଭବାନୀ ଶଙ୍କର ଭୋଇ ହେଲେ ବିଧାନସଭାର ନୂଆ ଉପବାଚସ୍ପତି । ବାଚସ୍ପତି ସୁରମା ପାଢୀ କଲେ ନାଁ ଘୋଷଣା । ଘୋଷଣା ହେଲା ଉପ-ବାଚସ୍ପତିଙ୍କ ନାଁ । ସର୍ବସମ୍ମତିକ୍ରମେ ସେ ଉପବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ୨୦୧୯ ଏବଂ ୨୦୨୪ରେ ଲଗାତାର ତଳସରା ନିର୍ବାଚନ ମଣ୍ଡଳିରୁ ସେ!-->…
ପିଏମ୍ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାରର ସହାୟତା
ଭୁବନେଶ୍ୱର: ପିଏମ୍ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାରର ସହାୟତା । ଆଜି ବିଧାନସଭାର ତୃତୀୟ ଦିନରେ ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି ଶକ୍ତିମନ୍ତ୍ରୀ କେଭି ସିଂଦେଓ।
ମନ୍ତ୍ରୀ କହିଛନ୍ତି ଯ, ପିଏମ୍ ସୂର୍ଯ୍ୟଘର ଯୋଜନାରେ ସୌରଶକ୍ତି ଦ୍ବାରା ବିଜୁଳି ମିଳିବ।!-->!-->!-->…
ଖୁବ୍ ଶୀଘ୍ର ରାସନ୍ କାର୍ଡ ହିତାଧିକାରୀଙ୍କ ନୂଆ ତାଲିକା
ଭୁବନେଶ୍ୱର: ଖୁବ୍ ଶୀଘ୍ର ରାସନ୍ କାର୍ଡ ହିତାଧିକାରୀଙ୍କ ନୂଆ ତାଲିକା। ମାସେ ଭିତରେ ନୂଆ ହିତାଧିକାରୀ ରାସନ କାର୍ଡ ପାଇବେ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାସନ କାର୍ଡ ପାଇପାରନ୍ତି ବୋଲି!-->…
ଖଲ୍ଲିକୋଟ ବିଶ୍ୱ ବିଦ୍ୟାଳୟରେ ରାଗିଂ ଅଭିଯୋଗ
ବ୍ରହ୍ମପୁର : ଖଲ୍ଲିକୋଟ ବିଶ୍ୱ ବିଦ୍ୟାଳୟରେ ରାଗିଂ ଅଭିଯୋଗ । ରାଧାକୃଷ୍ଣନ୍ ଛାତ୍ରାବାସରେ ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରମାନେ ଦ୍ୱୀତିୟ ବର୍ଷର ଛାତ୍ରଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ । ଏନେଇ ବିଶ୍ୱବିଦ୍ୟାଳୟ କୁଳପତି ଓ ୟୁଜିସିର ଆଣ୍ଟି ରେଗିଂ ସେଲକୁ!-->…
‘ରତ୍ନଭଣ୍ଡାର ଅଳଙ୍କାର ଗୁଡ଼ିକ ଗଣତିମଣତି ପାଇଁ ଇସ୍ୟୁ ହୋଇସାରିଛି SOP’
ପୁରୀ: ଏଏସଆଇ ମରାମତି କରି ସାର୍ଟିଫିକେଟ୍ ଦେଲେ ରତ୍ନଭଣ୍ଡାର ଗଣତି, ମଣତି ହେବ। ରତ୍ନଭଣ୍ଡାର ଗଣତି, ମଣତି ନେଇ ଜଷ୍ଟିସ ବିଶ୍ବନାଥ ରଥ ଦେଲେ ସୂଚନା। ମରାମତି ଏମିତି ହେବା ଦରକାର ଯାହା ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନି ବୋଲି କହିଲେ ଜଷ୍ଟିସ ରଥ।
ଜଷ୍ଟିସ ରଥଙ୍କ କହିବା ଅନୁସାରେ,!-->!-->!-->…
ସାଂସଦ ଅପରାଜିତା ହେଲେ ଏସିଆ ପାସିଫିକ୍ ଗ୍ରୁପ ଆଇପିୟୁ ଉପସଭାପତି
ଭୁବନେଶ୍ୱର: ସାଂସଦ ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ୍ ଗ୍ରୁପ ଆଇପିୟୁ ଉପସଭାପତି। ଆଇପିୟୁ (IPU) କାର୍ଯ୍ୟକାରୀ କମିଟି ଦ୍ବାରା ମନୋନୀତ ହୋଇଥିବା ସୂଚନା ଦେଇଛନ୍ତି ସାଂସଦ ଅପରାଜିତା। ସେ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି ଏହି ଖବର ଦେଛନ୍ତି।
ତେବେ ସେ ବାଚସ୍ପତି ଓମ୍!-->!-->!-->…
ନିତୀ ଆୟୋଗ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ନୀତି ଆୟୋଗ ସାଧାରଣ ପରିଷଦ ବୈଠକ। ଏ ବୈଠକରେ ଯୋଗ ଦେବାକୁ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର!-->…
୬ଟି ଭାରତୀୟ ଭାଷାକୁ ମିଳିଛି ଶାସ୍ତ୍ରୀୟ ମାନ୍ୟତା
ନୂଆଦିଲ୍ଲୀ : କେନ୍ଦ୍ର ସଂସସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ୍ କହିଛନ୍ତି, ୬ଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ଦିଆଯାଇଛି। ଲୋକସଭାରେ ଏକ ଲିଖିତ ଉତ୍ତରରେ ମନ୍ତ୍ରୀ ଶ୍ରୀ ଶେଖାୱତ୍ କହିଛନ୍ତି, ତାମିଲ୍, ସଂସ୍କୃତ, କନ୍ନଡ, ତେଲୁଗୁ, ମାଲାୟଲମ୍ ଏବଂ!-->…
ଆର୍ ସନ୍ଥଗୋପାଳନ ମୁଖ୍ୟ ନିର୍ବାଚନ ଅଧିକାରୀ ନିଯୁକ୍ତ
ଭୁବନେଶ୍ବର: ଆଇଏଏସ୍ ଅଫିସର ଆର୍ ସନ୍ଥଗୋପାଳନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ପଦବିରେ ନିଯୁକ୍ତି ପାଇଁଛନ୍ତି। ୨୦୦୧ ବ୍ୟାଚର ଏହି ଆଇଏଏସ୍ ଅଫିସରଙ୍କୁ ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରାଯାଇଛି । ଏନେଇ ଭାରତୀୟ ନିର୍ବାଚନ କମିସନ (ଇସିଆଇ) ପକ୍ଷରୁ ବିଜ୍ଞପ୍ତି!-->…