Browsing Category

ଓଡିଶା

ଦୁଇ ଦିନ ମଧ୍ୟରେ ଭିତର ରତ୍ନଭଣ୍ଡାର ଯାଞ୍ଚ କରିବ ଏଏସଆଇ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ଏଏସଆଇ) ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ଭିତର ରତ୍ନ ଭଣ୍ଡାରର ଭିତର ଅଂଶକୁ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବ। ଏନେଇ ସୋମବାର ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ତେବେ ସମସ୍ତ

ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ପାଞ୍ଚ ଦିନ ମଧ୍ୟରେ ଓଡିଶାର ଅନେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଆଗାମୀ ଏକ ସପ୍ତାହ ମଧ୍ୟରେ ଓଡିଶାର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସାଙ୍ଗକୁ ବଜ୍ରପାତ ସମ୍ଭାବନା ରହିଥିବା ନେଇ

ପାଣ୍ଡିଆନଙ୍କୁ ନେଇ ଜାତୀୟ ଗଣମାଧ୍ୟମର ତଥ୍ୟ ମିଥ୍ୟା: ନବୀନ

ଭୁବନେଶ୍ୱର: ଭିକେ ପାଣ୍ଡିଆନଙ୍କ ସପକ୍ଷରେ ପୁଣି ବାହାରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଇଂରାଜୀ ଖବରକାଗଜରେ ପାଣ୍ଡିଆନ ଓ ବିଜେଡିକୁ ନେଇ ପ୍ରକାଶିତ ଖବରକୁ ଖଣ୍ଡନ କରିଛନ୍ତି ନବୀନ । ଗତ କେଇ ସପ୍ତାହ ଧରି ଜଣେ କେନ୍ଦ୍ରମନ୍ତ୍ରୀଙ୍କ ସହାୟତାରେ ଅମିତ ଶାହାଙ୍କୁ ଭେଟିବାକୁ ପାଣ୍ଡିଆନ

ପଦ୍ମକେଶରୀପୁର ହିଂସା: ଆଉ ୩ ଗିରଫ

ଭୁବନେଶ୍ୱର ପଦ୍ମକେଶରୀପୁର ଗଣ୍ଡଗୋଳ ଓ ସୁଧ କାରବାର ମାମଲାରେ ଆଉ ୩ଜଣ ଗିରଫ। ମଞ୍ଚେଶ୍ୱେର ଥାନା ପୁଲିସ ଆଜି ମାମଲାରେ ଅନ୍ୟତମ ଅଭିଯୁକ୍ତ ଶୁଭଲକ୍ଷ୍ମୀ ଦାଶ, ଶୌଭାଗ୍ୟ ରମଞ୍ଜନ ଦାଶ ଓ ଚିତରଞ୍ଜନ ଦାଶଙ୍କୁ ଗିରଫ କରିଛି। ଏହା ସହିତ ମୋଟ୍ ଗିରଫଦାରୀ ସଂଖ୍ୟା ୯କୁ ବୃଦ୍ଧି

ଓଡ଼ିଆ ଅସ୍ମିତା ପ୍ରସଙ୍ଗକୁ ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ୱର: ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଏବଂ ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ ମାରିବା ଘଟଣାକୁ ନେଇ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ଏହି ପ୍ରସଙ୍ଗରେ ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି ଯେ, ଆଇନ ଅନୁସାରେ ରାଜ୍ୟପାଳଙ୍କ ପୁଅ ବିରୋଧରେ

ବିଜେଡିର ୧୬ ଜଣିଆ ନୂଆ ମିଡିଆ ଟିମ୍

ଭୁବନେଶ୍ବର: ନୂଆ ମିଡିଆ ଟିମ୍ ଘୋଷଣା କରିଛି ବିଜେଡି। ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା କରାଯାଇଛି। ତେବେ ନୂଆ କରି ଘୋଷଣା କରାଯାଇଥିବା ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ, ସାରଦା ଜେନା, ଲତିକା ପ୍ରଧାନଙ୍କ ଭଳି ନେତାଙ୍କୁ

ଭିଜିଲାନ୍ସ ଜାଲରେ ମତ୍ସ୍ୟ ସମ୍ପଦ ବିଭାଗର ଡେପୁଟି ଡ଼ାଇରେକ୍ଟର

କଟକ: ଭିଜିଲାନ୍ସ ଜାଲରେ କଟକ ମତ୍ସ୍ଯ ସମ୍ପଦ ବିଭାଗର ଡେପୁଟି ଡ଼ାଇରେକ୍ଟର ବସନ୍ତ କୁମାର ଦାସ । ସରକାରୀ ଅର୍ଥ ଆତ୍ମସାତ ମାମଲାରେ ମତ୍ସ୍ୟ ଉପନିର୍ଦ୍ଦେଶକ ବସନ୍ତ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଚଢାଉ। ବସନ୍ତ ଦାସଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି । ପ୍ରାୟ ୧କୋଟି

ASOଙ୍କୁ ମାଡ ମାରିବା ଘଟଣାରେ ବର୍ଷିଲେ ନବୀନ

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଅଧିବେଶନ ଆରମ୍ଭରୁ ହିଁ ପୂରା ଫାୟାର ବିରୋଧୀ । ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ ମାରିବା ଘଟଣାକୁ ନେଇ ଗୃହ ତ୍ୟାଗ କରିଥିଲେ ବିରୋଧୀ ବିଜେଡି ଓ କଂଗ୍ରେସ । ସେହି ସମାନ ପ୍ରସଙ୍ଗ ନେଇ ବିଧାନସଭା ବାହାରେ ମଧ୍ୟ ବର୍ଷିଛନ୍ତି ବିରୋଧୀ

ଯୁବକଙ୍କ ସନ୍ଦେହ ଜନକ ଭାବେ ପଡିଥିବା ମୃତ ଦେହ ଉଦ୍ଧାର

ଭଦ୍ରକ: ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବରଣ୍ଡୁଆ ପଂଚାୟତ ରତାଂଗ ମୁନିପଦା ତିନିଛକ ନିକଟରେ ମିଳିଛି ମୃତଦେହ । ଯୁବକଙ୍କ ସନ୍ଦେହ ଜନକ ଭାବେ ପଡିଥିବା ମୃତ ଦେହ ଉଦ୍ଧାର କରାଯାଇଛି । ମୃତକ ହେଉଛନ୍ତି ସେହି ପଂଚାୟତ ରତାଂଗ ଗ୍ରାମରେ ଗୌରାଂଗ ଦାସଙ୍କ ପୁଅ କୈଳାସ ଦାସ ବୋଲି ଜଣା

୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡ଼ିଶା

ଭୁବନେଶ୍ବର: ୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡିଶା । ସମୃଦ୍ଧ ହେବ ଓଡିଶାର ପ୍ରତିଟି ରାଜ୍ୟ । ମୋ ସରକାର ନରପେକ୍ଷତାର ସହ କାମ କରିବ ବୋଲି କହିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋମବାର ଆରମ୍ଭ ହୋଇଯାଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣ ପରେ