Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆରମ୍ଭରୁ ବିରୋଧୀଙ୍କ କଡା ଆଭିମୁଖ୍ୟ, ତ୍ୟାଗ କଲେ ଗୃହ
ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଗୃହ ଆରମ୍ଭ ହେଉ ହେଉ ରାଜ୍ୟପାଳଙ୍କ ଅଭିଭାଷଣ ପୂର୍ବରୁ ଗୃହରେ ହଟ୍ଟଗୋଳ ଆରମ୍ଭ ହୋଇଯାଇଛି । ‘ଓଡିଆ ଅସ୍ମିତା’ ପ୍ରସଙ୍ଗ ଉଠାଇ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ ଦଳ ବିଧାୟକ । ଯାହା ଏଥର ବିଧାନସଭା!-->…
ରେଢାଖୋଲରେ ଡବଲ ମର୍ଡର, ଜ୍ୱାଇଁର ଟାଙ୍ଗିଆ ଚୋଟରେ ଶାଶୁ ଏବଂ ସ୍ତ୍ରୀ ମୃତ
ରେଢାଖୋଲ : ରେଢାଖୋଲରେ ଘଟି ଯାଇଛି ଏକ ଲୋମହର୍ଷଣକାରୀ ଘଟଣା । ଜ୍ୱାଇଁ କରିଛି ଡବଲ ମଡର । ଜ୍ୱାଇଁର ଟାଙ୍ଗିଆ ଚୋଟରେ ଶାଶୁ ଏବଂ ସ୍ତ୍ରୀଙ୍କର ହୋଇଛି ମୃତ୍ୟୁ । ରେଢାଖୋଲ ଥାନା ପୋଡାବଲଣ୍ଡା ଗ୍ରାମରେ ଘଟିଛି ଏହି ହତ୍ୟାକାଣ୍ଡ । କୌଣସି ଘଟଣାକୁ ନେଇ ଜ୍ୱାଇଁ ହତ୍ୟା କରିଛି ଶାଶୁ ଓ!-->…
କଂଗ୍ରେସ ବୈଠକରେ ଯୋଗ ଦେଲେନି ତାରା
ଭୁବନେଶ୍ବର: ଆଜି ବିଧାନସଭା ଅଧିବେଶନ ପୂର୍ବରୁ ବସିଥିଲା କଂଗ୍ରେସ ବିଧାୟକ ଦଳ ବୈଠକ । ବିଧାନସଭାର ୫୪ ନଂ କକ୍ଷରେ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ହେଲେ ଏହି ବୈଠକରେ ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ବାହିନୀପତି ଓ ରମେଶ ଜେନା!-->…
ଥାଇଲାଣ୍ଡରୁ ଓଡ଼ିଶା ଫେରାଇ ଆଣିବାକୁ କେନ୍ଦ୍ରାପଡାର ୭ ଓଡ଼ିଆ ଶ୍ରମିକଙ୍କ ନିବେଦନ
କେନ୍ଦ୍ରାପଡ଼ା: ଥାଇଲାଣ୍ଡରେ ଫସିଛନ୍ତି କେନ୍ଦ୍ରାପଡା ଜିଲ୍ଲାର ୭ଜଣ ଓଡ଼ିଆ ଶ୍ରମିକ। ଓଡ଼ିଶା ଫେରାଇ ଆଣିବା ପାଇଁ ଭିଡିଓ ବାର୍ତ୍ତା ଜରିଆରେ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସହଯୋଗ ଲୋଡ଼ିଛନ୍ତି ସମସ୍ତେ। ୬ ମାସ ତଳେ ଥାଇଲାଣ୍ଡ ଯାଇ ପ୍ଲାଏବୋର୍ଡ!-->…
ଶ୍ରାବଣ ପ୍ରଥମ ସୋମବାର, କମିଶନରେଟ୍ ପୋଲିସର ସୁରକ୍ଷା ବ୍ୟବସ୍ତା କଡାକଡି
ଭୁବନେଶ୍ବର: ଆସନ୍ତାକାଲି ଶ୍ରାବଣର ପ୍ରଥମ ସୋମବାର। ଦେବଦେବ ମହାଦେବଙ୍କୁ ଜଳଲାଗି କରିବେ ଶିବଭକ୍ତ । ସେଥିପାଇଁ ଆଜିଠୁ କଟକର ଐତିହାସିକ ଗଡଗଡ଼ିଆ ଘାଟରୁ ଜଳ ନେଇ ରାଜ୍ୟର ବିଭିନ୍ନ ଶୈବାଳୟକୁ ଯାତ୍ରା ଆରମ୍ଭ କରିଛନ୍ତି ଶିବଭକ୍ତ କାଉଡ଼ିଆ। ବୋଲବମ… ହରହର ବମ… ଧ୍ୱନୀରେ ପ୍ରକମ୍ପିତ ହେଉଛି!-->…
ହାଉସ୍ କମିଟିରେ ସ୍ଥାନ ପାଇଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ
ଭୁବନେଶ୍ବର: ହାଉସ୍ କମିଟିରେ ସ୍ଥାନ ପାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ୧୨ ଜଣିଆ ହାଉସ୍ କମିଟିରେ ସ୍ଥାନ ଦେଲେ ବାଚସ୍ପତି ଓମ୍ ବିର୍ଲା। ଡ. ମହେଶ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିରେ ସ୍ଥାନ ପାଇଲେ ଅପରାଜିତା।
ଏହି ୧୨ ଜଣିଆ ହାଉସ୍ କମିଟିରେ ଅଛନ୍ତି, କଲ୍ୟାଣ ବାନାର୍ଜୀ,!-->!-->!-->…
ଆସନ୍ତାକାଲିଠୁ ବିଧାନସଭା, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି
ଭୁବନେଶ୍ଵର: ଆସନ୍ତା କାଲିଠାରୁ ଆରମ୍ଭ ହେବକୁ ଯାଉଛି ସପ୍ତଦଶ ବିଧାନସଭା। ଆସନ୍ତାକାଲି ବିଧାନସଭାର ବଜେଟ୍ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ। ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବାକୁ ଥିବା ବେଳେ ଆସନ୍ତା ୨୫ ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ କରାଯିବ। ଅର୍ଥ ବିଭାଗ!-->…
ପ୍ରବଳ ବର୍ଷାରେ ବେହାଲ ବଲାଙ୍ଗୀର ସହର, ମନ୍ଦିରରେ ପଶିଲା ପାଣି
ବଲାଙ୍ଗିର: ଗତ କିଛି ଦିନ ହେବ ରାଜ୍ୟରେ ବର୍ଷାର ପ୍ରଭାବ ଜାରି ରହିଛି। ବଲାଙ୍ଗୀର ଜିଲ୍ଲାରେ ଜୋରଦାର ବର୍ଷା ଲାଗି ରହିଛି। ସହରର ତଳି ଅଂଚଳରେ ବର୍ଷା ପାଣି ପଶି ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ସନ୍ଧ୍ୟାରେ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ନାଳ!-->…
ଲଗାଣ ବର୍ଷାରେ ଭୁଶୁଡ଼ିଲା ରାଇସ ମିଲ, ଅଳ୍ପକେ ବର୍ତିଲେ କର୍ମଚାରୀ
ଉମରକୋଟ //ନବରଙ୍ଗପୁର: ଲଗାଣ ବର୍ଷାରେ ଭୁଶୁଡ଼ିଲା ରାଇସ ମିଲ। ଅଳ୍ପକେ ବର୍ତିଲେ କର୍ମଚାରୀ । ଗତ ତିନି ଦିନ ଧରି ନବରଙ୍ଗପୁର ଜିଲ୍ଲାରେ ତୁହାକୁ ତୁହା ବର୍ଷା ଜାରି ରହିଛି। ପ୍ରବଳ ବର୍ଷା କାରଣରୁ ଅନେକ କ୍ଷୟକ୍ଷତିର ଚିତ୍ର ମଧ୍ୟ ସାମ୍ନାକୁ ଆସିଛି । ଆଜି ସକାଳୁ ସକାଳୁ ଲଗାଣ ବର୍ଷା!-->…
ସୋମବାରଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ
କଟକ: ଜୁଲାଇ ୨୨ ସୋମବାରଠାରୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେଉଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଜୁଲାଇ ୨୨ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ।!-->…