Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଦଳିତ ଯୁବକଙ୍କୁ ବନ୍ଦ କୋଠରୀରେ ୩ ଦିନ ଧରି ଅମାନୁଷିକ ନିର୍ଯାତନା
ବ୍ରହ୍ମପୁର: ରେଶମ ସହର ବ୍ରହ୍ମପୁର ଓ ଏହାର ଆଖପାଖ ଅଞ୍ଚଳରେ ଅପରାଧୀଙ୍କ ଦାଦାଗିରି ଏବେ ସବୁ ସୀମା ପାର୍ କରିଯାଇଛି। ବ୍ରହ୍ମପୁର ସଦର ଥାନା ଅଞ୍ଚଳରୁ ଏକ ଅତି ବର୍ବର ତଥା ଛାତିଥରା ଘଟଣା ସାମ୍ନାକୁ ଆସିଛି, ଯାହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରଲ୍ ହେବାରେ ଲାଗିଛି। ଜଣେ ନିରୀହ!-->…
ରଥଯାତ୍ରାରେ ମୁତୟନ ହେବେ କେନ୍ଦ୍ରୀୟ ଫୋର୍ସ: ୧୫ କମ୍ପାନୀ ଯବାନ ସମ୍ଭାଳିବେ ମହାପ୍ରଭୁଙ୍କ ସୁରକ୍ଷା ବ୍ୟବସ୍ଥା
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପୁରୀ ଏବେ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଆସନ୍ତା ଜୁଲାଇ ୧୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଏହି ମହାପର୍ବକୁ ଶାନ୍ତିପୂର୍ଣ୍ଣ ଏବଂ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ଲାଗି ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା!-->…
ଦିନକ ପରେ କେନାଲରୁ ମିଳିଲା ନିଖୋଜ ନାବାଳକର ମୃତଦେହ
କାମାକ୍ଷାନଗର: ଘର ସାମ୍ନାରୁ ନିଖୋଜ ନାବାଳକ ଛାତ୍ରର ମୃତଦେହ ରେଙ୍ଗାଳି କେନାଲରୁ ଉଦ୍ଧାର । ଗତକାଲି ଢେଙ୍କାନାଳ କାମାକ୍ଷାନଗର ମହାବିଦ୍ୟାଳୟ ସାମ୍ନାରେ ଥିବା ଏକ କଲୋନୀର ଘର ସାମ୍ନାରୁ ନାବାଳକ ଛାତ୍ର ନିଖୋଜ ହୋଇଯାଇଥିଲା । ଆଜି ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି ।!-->…
ମହାନଦୀ ଜଳ ବିବାଦ; ସମାଧାନ ପାଇଁ ସହମତ ଓଡ଼ିଶା ଓ ଛତିଶଗଡ଼
ଭୁବନେଶ୍ବର:ଦୀର୍ଘ ୮ ବର୍ଷ ଧରି ଚାଲିଆସୁଥିବା ମହାନଦୀ ଜଳ ବିବାଦ ମାମଲାରେ ଶୁକ୍ରବାର ଟ୍ରିବ୍ୟୁନାଲ ଶୁଣାଣିରେ ନୂଆ ମୋଡ଼। ଆଲୋଚନା ଓ ଆପୋଷ ବୁଝାମଣା ମାଧ୍ୟମରେ ବିବାଦର ସ୍ଥାୟୀ ସମାଧାନ ପାଇଁ ଓଡ଼ିଶା ଓ ଛତିଶଗଡ଼ ଉଭୟ ରାଜ୍ୟ ସହମତି ପ୍ରକାଶ କରିଛନ୍ତି। ଏହାକୁ ମାମଲାର ଏକ!-->…
୬ ବର୍ଷ ହେଲା ହୋଇନି ପରୀକ୍ଷା! ନର୍ସିଂ ଛାତ୍ରୀଙ୍କ ଭବିଷ୍ୟତ ସହ ଖେଳ, ୧୬ଟି କଲେଜକୁ ନୋଟିସ
ବାଲେଶ୍ୱର: ନର୍ସିଂ ପଢ଼ି ସ୍ୱାସ୍ଥ୍ୟସେବା କ୍ଷେତ୍ରରେ କ୍ୟାରିୟର ଗଢ଼ିବାକୁ ସ୍ୱପ୍ନ ଦେଖିଥିବା ଶହ ଶହ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଏବେ ଅନ୍ଧକାରରେ। ଆଡମିଶନ କରିବାର ୬ ବର୍ଷ ବିତିଯାଇଥିଲେ ସୁଦ୍ଧା ଏଯାଏଁ ଗୋଟିଏ ବି ପରୀକ୍ଷା ଦେଇପାରିନାହାନ୍ତି ପିଲା। ଏଭଳି ଏକ ସାଂଘାତିକ ତଥା ଚିନ୍ତାଜନକ!-->…
ଆଉ ୪ ଦିନ ପରେ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା, ସୁରକ୍ଷା ପ୍ରସ୍ତୁତି ଚୂଡ଼ାନ୍ତ
ପୁରୀ: ଆଉ ୪ ଦିନ ପରେ ବିଶ୍ବପ୍ରସିଦ୍ଧ ପୁରୀ ଘୋଷଯାତ୍ରା । ଚୂଡ଼ାନ୍ତ ହୋଇଛି ସୁରକ୍ଷା ପ୍ରସ୍ତୁତି । ସୁରକ୍ଷା ପ୍ରସ୍ତୁତିର ଶେଷ ସମୀକ୍ଷା କରିଛନ୍ତି ପୋଲିସ ଡିଜି ୱାଇଖି ଖୁରାନିଆ । ରଥଯାତ୍ରା ସୁରକ୍ଷା ଦାୟିତ୍ବରେ ୧୩ ହଜାର ପୋଲିସ କର୍ମଚାରୀ ମୁତୟନ ରହିବେ। ସେଣ୍ଟ୍ରାଲ ଫୋର୍ସ ମଧ୍ୟ!-->…
ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଡ଼ି ଦୁଇ ମୃତ
ଭୁବନେଶ୍ୱର: ଭୁବନେଶ୍ୱର ବିଜେବି ନଗରରେ ଏକ ଦୁଃଖଦ ଅଘଟଣ ଘଟିଛି । ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଖସିପଡ଼ି ଦୁଇ ଜଣଙ୍କ ମୃତ୍ୟୁ । ପ୍ରଥମେ ଅଗ୍ନିଶମ ବାହିନୀ ୨ଜଣଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିଲେ । ଡାକ୍ତର ସେଠାରେ ଦୁଇ ଶ୍ରମିକଙ୍କୁ ମୃତ୍ୟୁ ଘୋଷଣା!-->…
ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗ; ଅପରାଧିକ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର : ପାଠ୍ୟ ପୁସ୍ତକରେ ତ୍ରୁଟି, ସମଗ୍ର ପ୍ରକ୍ରିୟାର ଅପରାଧିକ ତଦନ୍ତ ହେବ । କ୍ରାଇମବ୍ରାଞ୍ଚ ଏସ୍.ପି.ଙ୍କ ନିକଟରେ ଏଫ୍.ଆଇ.ଆର୍ କରିବାକୁ SCERT ନିର୍ଦ୍ଦେଶକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ!-->…
ଅଧ ରାତିରେ ମହିଳାଙ୍କ ଘରେ ପଶିଲେ ASI, ନିର୍ଦ୍ଧୁମ ଛେଚିଲେ ପରିବାର ଲୋକେ
ନୟାଗଡ : ରାତି ଅଧରେ ଜଣେ ମହିଳାଙ୍କ ଘରେ ପଶି ହରଡଘଣାରେ ଥାନା ଏଏସ୍ଆଇ । ନୟାଗଡ ଜିଲ୍ଲା ରଣପୁର ଥାନା ଏଏସ୍ଆଇ ପ୍ରଶାନ୍ତ ପରିଡା ଗତକାଲି ବିଳମ୍ବିତ ରାତିରେ ଥାନାଠାରୁ ମାତ୍ର ୨ଶହ ମିଟର୍ ଦୁରରେ ଥିବା ସାନକୂଆ ସାହିର ଜଣେ ମହିଳାଙ୍କ ଘରେ ପଶିଥିଲେ । ପରିବାରଲୋକେ ପ୍ରଶାନ୍ତଙ୍କୁ ଧରି!-->…
୯ ଦିନ ପରେ ୧୫ ନିଖୋଜ ମତ୍ସ୍ୟଜୀବୀ ଠାବ, ସମସ୍ତେ ସୁରକ୍ଷିତ
ଜଳେଶ୍ୱର : ୯ ଦିନ ପରେ ଠାବ ହେଲେ ନିଖୋଜ ୧୫ ମତ୍ସ୍ୟଜୀବୀ । ସମସ୍ତେ ସୁରକ୍ଷିତ ଅଛନ୍ତି । ଗତ ଜୁଲାଇ ୨ ତାରିଖରୁ ପଶ୍ଚିମବଙ୍ଗର ଶଙ୍କରପୁର ବେଳାଭୂମିରୁ ମାଆକାଳୀ ନାମକ ଟ୍ରଲର ନେଇ ମାଛ ଧରିବାକୁ ଯାଇ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଥିଲେ । ଦୀର୍ଘ ୯ ଦିନ ପରେ ସମସ୍ତ ମତ୍ସ୍ୟଜୀବୀ!-->…