Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଉଷା ପାଢ଼ୀଙ୍କ ନାଁରେ ସାଇବର ଠକେଇ ଉଦ୍ୟମ
ଭୁବନେଶ୍ୱର:ଉଷା ପାଢ଼ୀଙ୍କ ନାଁରେ ସାଇବର ଠକେଇ ଉଦ୍ୟମ । ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀଙ୍କ ନାଁ ନେଇ ଠକେଇ ଉଦ୍ୟମ ହୋଇଛି । ସାଇବର ଠକେଇ ଉଦ୍ୟମ ନେଇ ଡିଜିପିଙ୍କୁ ‘ଏକ୍ସ’ରେ ଜଣାଇଛନ୍ତି ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢୀ ।
ବରିଷ୍ଠ ଆଇଏଏସ ଅଧିକାରୀ ତଥା ଗୃହ ନିର୍ମାଣ!-->!-->!-->…
ଭାଙ୍ଗିଲା ପିସିସି କମିଟି, ରାମଚନ୍ଦ୍ର କାଡାମ ହେଲେ କଂଗ୍ରେସ ବିଧାୟକ ଦଳ ନେତା
ଭୁବନେଶ୍ୱର: କଂଗ୍ରେସ ବିଧାୟକ ଦଳର ନେତା ହେଲେ ରାମଚନ୍ଦ୍ର କାଡାମ। ଅଶୋକ ଦାସଙ୍କୁ ଦଳର ଉପନେତା ଦାୟିତ୍ବ ଦିଆଯାଇଛି।ସିଏସ୍ ରାଜନ ଏକ୍କା ହେଲେ କଂଗ୍ରେସ ମୁଖ୍ୟ ସଚେତକ। ଏନେଇ ଏଆଇସିସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୂଚନା ଅନୁଯାୟୀ, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ମଧ୍ଯ!-->!-->!-->…
କୁତ୍ରା ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ, ପ୍ରେମ ସମ୍ପର୍କକୁ ନେଇ ହତ୍ୟା
ସୁନ୍ଦରଗଡ଼ : ଗତ ଜୁଲାଇ 14 ରେ ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଅନ୍ତର୍ଗତ କାଶିପଡ଼ାରେ ଘଟିଥିବା ଡବଲମର୍ଡର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ । କୁତ୍ରା ପି ଏସ କେସ ନଂ 129/15,7,2024 ରେ ମାମଲା ରୁଜୁ ହୋଇଥିଲା । ଅଭିଯୁକ୍ତ ରାଜୁ ନାଗ ଲିପ୍ସା କେରକେଟାଙ୍କ ସହ 2012 ରୁ ଦେଖା!-->…
ବିଧାନସଭା ପୂର୍ବରୁ ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ
ଭୁବନେଶ୍ବର: ଆସନ୍ତାକାଲି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ବସିବାକୁ ଯାଇଥିବା ବେଳେ ଆଜି ବାଚସ୍ପତି ସୁରମା ପାଢୀ ସର୍ବଦଳୀୟ ବୈଠକ ଡାକିଥିଲେ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ!-->…
ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ କମଳା ପୂଜାରୀ
କୋରାପୁଟ: ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ କମଳା ପୂଜାରୀ । ଜୟପୁର ସ୍ଥିତ ଜନ୍ମମାଟି ପାତ୍ରପୁଟ ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଶେଷକୃତ୍ୟ ବେଳେ ତାଙ୍କ ସାନ ପୁଅ ଟଙ୍କଧର ପୂଜାରୀ ମୁଖାଗ୍ନି ଦେଇଛନ୍ତି ।
ତେବେ!-->!-->!-->…
ନବୀନ ନିବାସରେ ବିରୋଧୀଦଳ ନେତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ସର୍ବଦଳୀୟ ବୈଠକ ପାଇଁ କଲେ ନିମନ୍ତ୍ରଣ
ଭୁବନେଶ୍ୱର : ବିଧାନସଭା ପୂର୍ବରୁ ଗଠନମୂଳକ ସହଯୋଗ ଲୋଡିଲେ ମୋହନ ସରକାର । ନବୀନ ନିବାସ ଯାଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ । ଏହାସହ ବିଧାନସଭାର ସମସ୍ତ କାର୍ଯ୍ୟ ଦିବସରେ ଯୋଗ ଦେବାକୁ ଅନୁରୋଧ!-->…
କ୍ରୀଡା ପୁରସ୍କାରରୁ ହଟିବନି ବିଜୁ ବାବୁଙ୍କ ନାମ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଶନିବାର କ୍ରୀଡା ବିଭାଗ ପକ୍ଷରୁ ଆସିଥିବା ବଡ ନିଷ୍ପତ୍ତିକୁ ଖଣ୍ଡନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କ୍ରୀଡା ପୁରସ୍କାରରୁ ବିଜୁ ବାବୁଙ୍କ ନାଁ ହଟିବ ନାହିଁ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, “ବିଜୁ!-->!-->!-->…
ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ବର: ଏ ସୋମବାର ଅର୍ଥାତ୍ ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ଆସନ୍ତାକାଲି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଥିବାରୁ ଏଥିପାଇଁ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ । ଏନେଇ ସୂଚନା ଦେଇଛନ୍ତି, ସାଧାରଣ ପ୍ରଶାସନ ଓ ଲୋକସମ୍ପର୍କ ବିଭାଗ ।
ତେବେ ପ୍ରତି!-->!-->!-->…
କାହା ଛତ୍ରଛାୟା ତଳେ ପ୍ରଭାବଶାଳୀ ବ୍ରହ୍ମପୁର ଆଇଟିଆଇ ଅଧ୍ଯକ୍ଷ ..? କୋଳି ଖାଇ ମଞ୍ଜି ପୋତିଛନ୍ତି କି ବାବୁ…
ବିଜେପି ଶରଣରେ ପଶିବାକୁ ବିଛାଇଲେଣି ଜାଲ..!!
ଚିକିତ୍ସାଧୀନ ଅବସ୍ଥାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ
କଟକ : ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ଘଟିଛି। କଟକ SCBରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ହୃଦଘାତରେ କମଳା ପୂଜାରୀଙ୍କ ମୃତ୍ୟୁ ଘଟିଥିବା ଡାକ୍ତର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। କିଡନୀ ଜନିତ ସମସ୍ୟାରେ ଆକ୍ରାନ୍ତ ହୋଇ!-->…