Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପ୍ରକାଶ ପାଇଲା ଯୁକ୍ତ ଦୁଇ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ, ଆଗରେ ରେଭେନ୍ସା
ଭୁବନେଶ୍ବର : ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ଆଜି ପ୍ରକାଶ ପାଇଛି। ଚଳିତ ବର୍ଷ କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଶୀର୍ଷରେ ରହିଥିବା ବେଳେ ବାଣିଜ୍ୟରେ ରେଭେନ୍ସା ଓ ରାଉରକେଲା HSS ମିଳିତ ଭାବେ ଶୀର୍ଷରେ ରହିଛନ୍ତି। କଳା ଓ ବାଣିଜ୍ୟରେ ରାଉରକେଲା HSS ଦ୍ୱିତୀୟ!-->…
ବଦଳିଲା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାଁ
ଭୁବନେଶ୍ବର : ରାଜ୍ୟ ସରକାର ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାଁ ବଦଳାଇ ଦେଇଛନ୍ତି। ଏହାର ନୂଆ ନାଁ ରଖାଯାଇଛି ‘ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ’। ଏହା ସହିତ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଏହି ସମ୍ମାନକୁ ନେଇ ନୂଆ ଗାଇଡ୍ ଲାଇନ୍ ଜାରି କରାଯାଇଛି।ପୂର୍ବତନ!-->…
ନାବାଳିକାଙ୍କୁ ଗଣଦୁଷ୍କର୍ମ; ୪ ଜଣଙ୍କୁ ୨୦ ବର୍ଷ ଲେଖାଏଁ ଜେଲ୍, ୪ ଲକ୍ଷ ଜରିମାନା
ଯାଜପୁର : ଗଣଦୁଷ୍କର୍ମ ଅଭିଯୋଗରେ ଯାଜପୁର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ଆଜି ୪ଜଣ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରି ୨୦ ବର୍ଷ ଲେଖାଏଁ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ସେମାନଙ୍କୁ ୪ଲକ୍ଷ ଟଙ୍କା ଜରିମାନା ଏବଂ ଅନାଦାୟ ଅଧିକ ୬ମାସ କାରାଦଣ୍ଡ ଭୋଗିବା ନେଇ ରାୟ ଶୁଣାଇଛନ୍ତି। ଏହି!-->…
ବାଘଛାଲ ବ୍ୟବସାୟୀ ସମେତ ୪ ଶିକାରୀ ଗିରଫ
ଫୁଲବାଣୀ: ଫୁଲବାଣୀ ବନଖଣ୍ଡ ଅନ୍ତର୍ଗତ ଟିକାବାଲି ଏବଂ ଫୁଲବାଣୀ ରେଞ୍ଜ ଅଧିକାରୀଙ୍କ ମିଳିତ ଚଢ଼ଉ କରାଯାଇ ୨ଟି କଲରାପତରିଆ ବାଘ ଓ ୩ କୁଟୁରା ଛାଲ ଜବତ ହୋଇଛି। ଏହି ମାମଲାରେ ବନବିଭାଗ ଦୁଇ ବ୍ୟବସାୟୀ ସମେତ ୪ ଶିକାରୀଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବନ୍ୟପ୍ରାଣୀ ଚମଡ଼ା କାରବାରରେ!-->…
ଉତ୍କଳ ବିଶ୍ବବିଦ୍ୟାଳୟରେ ନାକ ସଂସ୍କାର ପରାମର୍ଶଦାତା କର୍ମଶାଳା ଆରମ୍ଭ…
୧୭ କୁଳପତି ଓ ୬୦୦ ପ୍ରତିନିଧିଙ୍କ ଯୋଗଦାନ...
ଗଛରେ ପିଟିହେଲା ଆମ୍ବୁଲାନ୍ସ; ରୋଗୀ ମୃତ, ୩ ଗୁରୁତର
ଯାଜପୁର: ଭାରସାମ୍ୟ ହରାଇ ଗଛରେ ପିଟିହେଲା ଆମ୍ବୁଲାନ୍ସ। ଦୁର୍ଘଟଣାରେ ଜଣେ ରୋଗୀର ମୃତ୍ୟୁ ଘଟିଥିବା ବେଳେ ଆମ୍ବୁଲାନ୍ସ ଡ୍ରାଇଭର ସମେତ ୩ ଗୁରୁତର ଆହତ ହୋଇଛନ୍ତି। ଯାଜପୁର ଜିଲ୍ଳା ବିଞ୍ଝାରପୁର ଥାନା ଅନ୍ତର୍ଗତ ବରହମପୁର ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ!-->…
ଓଡ଼ିଶାରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ, ଯୋଗ ଦେଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ପୁରୀ: ପଦାଧିକାରୀ ବୈଠକ ପରେ ପୁରୀରେ ଆରମ୍ଭ ହୋଇଛି ବିଜେପିର କାର୍ଯ୍ୟକାରିଣୀ ବୈଠକ। ଏହାକୁ ଉଦଘାଟନ କରିଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଓ ବିଭିନ୍ନ ପଦାଧିକାରୀ ଏହି ବୈଠକରେ ଯୋଗ ଦେଇଛନ୍ତି। ରାଷ୍ଟ୍ରୀୟ!-->…
ଭିମସାରରେ ଯୁବତୀଙ୍କ ଅସ୍ତ୍ରୋପଚାର: ମୁଣ୍ଡ ଭିତରୁ ବାହାର କରାଗଲା ୭୩ଟି ଇଞ୍ଜେକେସନ ଛୁଞ୍ଚି
ବଲାଙ୍ଗୀର : ମୁଣ୍ଡ ଭିତରୁ ବାହାରିଲା ପୁଳା ପୁଳା ଛୁଞ୍ଚି । ଯିଏ ଦେଖୁଛି ସିଏ ହତବାକ୍ । ଗୋଟିଏ କି ଦୁଇଟି ନୁହେଁ ଖପୁରୀ ଭିତରେ ଖଞ୍ଜା ହୋଇଥିଲା ୭୩ଟି ଇଞ୍ଜେକସନ୍ ଛୁଞ୍ଚି । ଅନ୍ଧବିଶ୍ୱାସର ଅଭାବନୀୟ କାହାଣୀ, ଆଉ ତାନ୍ତ୍ରିକର ଅଜବ ଚିକିତ୍ସା । ଡାକ୍ତରଖାନା ବେଡରେ ଶୋଇ ଯୁବତୀ!-->…
ରଥାରୂଢ଼ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ପୁରୀ: ଘୋଷଯାତ୍ରାର ଆଜି ହେଉଛି ଶେଷ ଦିବସ l ଆଜି ଶ୍ରୀକ୍ଷେତ୍ରରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ l ମହାପ୍ରଭୁଙ୍କୁ ଆଶୀର୍ବାଦ ନେଇଛନ୍ତି । ଚଳିତବର୍ଷ ରଥଯାତ୍ରା ଶାନ୍ତିଶୃଙ୍ଖଳା ସହ ସଂପନ୍ନ ହେବାକୁ ଯାଉଛି । ଆଡ଼ପ!-->…
ଭିଜିଲାନ୍ସ ଜାଲରେ ମେଡିକାଲ ଅଫିସର, ୨୦ ହଜାର ଟଙ୍କା ନେଉଥିଲେ ଲାଞ୍ଚ
କେନ୍ଦୁଝର: ଭିଜିଲାନ୍ସ ଜାଲରେ ମେଡିକାଲ ଅଫିସର । ଲାଞ୍ଚ ନେଉଥିବା ବେଳେ ରେଡ ହ୍ୟାଣ୍ଡ ଧରିଲା ଭିଜିଲାନ୍ସ। ଜଣେ କର୍ମଚାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଜିଲ୍ଲା ସାଇଁକୁଳ ମେଡିକାଲ ଅଫିସର ଡା. ରଞ୍ଜିତ କୁମାର ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।
!-->!-->!-->…