Browsing Category

ଓଡିଶା

ଅଗ୍ନିବୀରଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଅଗ୍ନବିୀରଙ୍କ ପାଇଁ ପୁଣି ନରମିଲେ ରାଜ୍ୟ ସରକାର । ପ୍ରଥମେ ୧୦ ପ୍ରତିଶତ ସଂରକ୍ଷଣ ଏବେ ପୁଣି ବୟସ ସୀମାରେ ବି କୋହଳ କରିଛନ୍ତି ସରକାର । ତେବେ ଏନେଇ ସରକାର ବିଜ୍ଞପ୍ତି ଜାରି କରିଛନ୍ତି । ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତିରେ…

୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ କନିଷ୍ଠ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ନାମକ ଜୈନିକ କନିଷ୍ଠ ଯନ୍ତ୍ରୀ ଜଣେ ଚାଷୀଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ୬ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି।ସୂଚନା ଅନୁସାରେ ବେଲପଡା ବ୍ଲକ କନ୍ଧେନଝୁଲା ଗ୍ରାମର…

ନୂଆ ସ୍ପର୍ଶ ପାଇବ ରାଜ୍ୟର ମୁଖ୍ୟ ବିମାନ ବନ୍ଦର, ଖୁବ୍ ଶୀଘ୍ର ରନୱେ କ୍ୟାଟ୍‌ ଟୁ ଲାଇଟ୍

ଭୁବନେଶ୍ବର: ନୂଆ ସ୍ବର୍ଶ ପାଇବ ଭୁବନେଶ୍ବର ବିମାନ ବନ୍ଦର । ପୁରୁଣା ଟର୍ମିନାଲ ପାଖରେ ତିଆରି ହେବ ନୂଆ ଟର୍ମିନାଲ । ଭୁବନେଶ୍ବର ବିମାନ ବନ୍ଦରରେ ପରିଦର୍ଶନ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ । ଏନେଇ କେନ୍ଦ୍ରମନ୍ତ୍ରୀ…

ଜିଲ୍ଲା ଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବି, ୧୨ ଘଣ୍ଟିଆ କୋରାପୁଟ୍‌ ବନ୍ଦ

କୋରାପୁଟ: ଆଜି ଅବିଭକ୍ତ କୋରାପୁଟ ବନ୍ଦ । ୪ ଜିଲ୍ଲାରେ ଚକଅଖ ଜାମ୍ । କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ରାୟଗଡା ଜିଲ୍ଲାରେ ସକାଳ ୬ଟାରୁ ଆରମ୍ଭ ହୋଇଛି ବନ୍ଦ ପାଳନ । ସରକାରୀ ଚାକିରିରେ ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି ମିଳିତ କ୍ରିୟାନୁଷ୍ଠାନ…

୨ କୋଟି ୮୬ ଲକ୍ଷ ଟଙ୍କାରେ ନିଲାମ ହେଲା ମହାପ୍ରଭୁଙ୍କ ଅର୍ପଣ ଚାଉଳ

ପୁରୀ: ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ । ନିର୍ବାଚନ ପୂର୍ବରୁ ପରିକ୍ରମା ପ୍ରକଳ୍ପ ନାଁରେ ଘର ଘର ରଥ ବୁଲି ଯେଉଁ ଚାଉଳ ସଂଗ୍ରହ ହୋଇଥିଲା ପ୍ରାୟ ୬ ମାସ ଧରି ପଡିରହିବା ପରେ ଆଜି ଶେଷରେ ନିଲାମ ହୋଇଛି । ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ ଆଜି କୁଇଣ୍ଟାଲ ପିଛା ୨୭୮୦…

ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଆନ୍ତଃର୍ଜାତୀୟ ବୟସ୍କ ବ୍ୟକ୍ତିଙ୍କ ଦିବସ ପାଳନ।

(ବୟସ୍କ ବ୍ୟକ୍ତିଙ୍କୁ ସମାଜରେ ସମ୍ମାନ ଓ ସେବା ଦେବା ପାଇଁ ସଚ଼େତନତାର ବାର୍ତ୍ତା ରଖିଲେ - ଅଧ୍ୟକ୍ଷ) ଆସିକା ତା ୩/୧୦: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ଆସିକା ବିଜ୍ଞାନ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଡ. ସନ୍ତୋଷ କୁମାର ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଆନ୍ତଃର୍ଜାତୀୟ ବୟସ୍କ…

ରାଜ୍ୟ ମୁଖ୍ୟ ସୂଚନା କମିଶନର(ସିଆଇସି)ପାଇଁ ବିଜ୍ଞପ୍ତି, ଲୋକାୟୁକ୍ତ ଅଧ୍ୟକ୍ଷ ପଦ ପୂରଣ ହେବ କେବେ ?

ଭୁବେନଶ୍ବର : ରାଜ୍ୟ ମୁଖ୍ୟ ସୂଚନା କମିଶନର(ସିଆଇସି) ଜଳଦ କୁମାର ତ୍ରିପାଠୀଙ୍କ କାର୍ଯ୍ୟକାଳ ଆସନ୍ତାକାଲି ଶେଷ ହେଉଛି। ଆଜି ଏହି ପଦବୀ ପୂରଣ ପାଇଁ ରାଜ୍ୟ ସରକାର ବିଜ୍ଞାପନ ଜାରି କରିଛନ୍ତି । ମାତ୍ର ଦୀର୍ଘଦିନ ଧରି ଖାଲି ପଡ଼ିଥିବା ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆରସି) ଅଧ୍ୟକ୍ଷ,…

ଆହାର କେନ୍ଦ୍ରରେ ଲୋକଙ୍କ ସହିତ ଖାଇଲେ ରାଜସ୍ୱ ମନ୍ତ୍ରୀ

ସମ୍ବଲପୁର : ଆହାର କେନ୍ଦ୍ରରେ ଖାଇବା ପାଇଁ ଧାଡ଼ିରେ ଛିଡ଼ା ହୋଇ ଟୋକନ୍‌ କଲେ। ଟୋକନ୍‌ ନେଇ ଲୋକଙ୍କ ସହିତ ଖାଇଲେ। ଆଉ ସୁଖ ଓ ଦୁଃଖ ପଚାରି ବୁଝିଲେ। ସମାଧାନ ପାଇଁ ଲୋକଙ୍କୁ ପ୍ରତିଶ୍ରୁତି ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସମ୍ୱଲପୁର ଥାଉନ୍‌ରେ ଦେଖିବାକୁ ମିଳିଛି ଏପରି ଚିତ୍ର।…

ନିଜର ଇସ୍ତଫା ଓ ଉପନିର୍ବାଚନ ଚର୍ଚ୍ଚାକୁ ଖଣ୍ଡନ କଲେ ବିଧାୟକ ସୁଜାତା ସାହୁ

ଯାଜପୁର : ବିଜେଡିର ଦ୍ୱିତୀୟ କ୍ଷମତା କେନ୍ଦ୍ର ଭାବେ ପରିଚିତ ପ୍ରଣବ ପ୍ରକାଶ ଦାସଙ୍କ ବୟାନ ପରେ ଯାଜପୁର ସଦର ବିଧାୟକ ସୁଜାତା ସାହୁଙ୍କ ଇସ୍ତଫା ଓ ଉପନିର୍ବାଚନ ହେବା ନେଇ ଚର୍ଚ୍ଚା ହେଉଥିଲା। ହେଲେ ଏହି ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି ସୁଜାତା ସାହୁ। ଆଉ ସବୁ ଦୋଷ ଗଣମାଧ୍ୟମକୁ ଠେଲିଛନ୍ତି।…

ନଭେମ୍ବର ୧୩ରେ ଧବଳେଶ୍ୱର ବଡ଼ଓଷା

କଟକ : ଧବଳେଶ୍ୱର ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅକ୍ଟୋବର ୧୮ରୁ ନଭେମ୍ବର ୧୫ ଯାଏ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ହେବ। ସେହିପରି ୧୨ ନଭେମ୍ବରରୁ ୧୫ ଯାଏ ୪ ଦିନ ଧରି ପଞ୍ଚକ ବ୍ରତ ପାଳନ କରାଯିବ।୧୩ରେ ବଡ଼ଓଷା, ବଡ଼ସିଂହାର ବେଶରେ ଦର୍ଶନ…