Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନବୀନଙ୍କ ୨୪ ବର୍ଷର ହିସାବ ମାଗିଲା ବିଜେପି
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ହିସାବ ମାଗିଲେ ବିଜେପି ସଭାପତି ମନମୋହନ ସାମଲ। ନବୀନବାବୁ ୨୪ ବର୍ଷର ହିସାବ ଦିଅନ୍ତୁ ବୋଲି ସେ କହିଛନ୍ତି। ବିଜେଡିର ଜନ ସମ୍ପର୍କ ପଦଯାତ୍ରାକୁ ନେଇ ଆଜି ଏପରି କହିଛନ୍ତି ଶ୍ରୀ ସାମଲ୍।
ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ ସାମଲ୍ କହିଛନ୍ତି, ବନୀନ!-->!-->!-->…
ମୈତ୍ରୀ ବିହାର ଗଣ ଦୁଷ୍କର୍ମ ମାମଲା, ୩ ଗିରଫ
ଭୁବନେଶ୍ୱର : ମୈତ୍ରୀ ବିହାର ଥାନା ଅଂଚଳରେ ଘଟିଥିବା ଗଣ ଦୁଷ୍କର୍ମ ମାମଲାରେ ୩ ଗିରଫ । ୩ ଅଭିଯୁକ୍ତଙ୍କୁ ବାନ୍ଧିଲା କମିସନରେଟ ପୋଲିସ । ଏ ନେଇ ପ୍ରେସ ମିଟିରେ ସୂଚନା ଦେଲେ ପୋଲିସ କମିଶନର ଦେବଦତ୍ତ ସିଂ । ଘଟଣା ପୂର୍ବ ରାତି ମହିଳାଙ୍କ ଘରୁ ଏକ ମୋବାଇଲ ଚୋରି କରିଥିଲେ ଉକ୍ତ!-->…
୪ ଦିନରେ ଝାଡ଼ାବାନ୍ତିରେ ଗଲାଣି ୯ ଜୀବନ
କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକ ଦୁର୍ଗାପଙ୍ଗା ପଞ୍ଚାୟତର ଦୁର୍ଗମ ଗାଁରେ ଝାଡ଼ାବାନ୍ତି ଆତଙ୍କ। ୪ ଦିନରେ ଜଣେ ଗର୍ଭବତୀ ମହିଳାଙ୍କ ସମେତ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତ ମହିଳା ଜଣକ ହେଲେ କାଣିବାରୁ ଗାଁର ପୂର୍ତ୍ତି ମାଝୀ।
!-->!-->!-->…
ପ୍ରେମୀ ଯୁଗଳଙ୍କ ମୃତଦେହ ଠାବ
ବରଗଡ଼ : ପ୍ରେମୀ ଯୁଗଳଙ୍କ ମୃତଦେହ ଠାବ । ବରଗଡ଼ ଭେଡେନ ବ୍ଲକ ସାରସପାଲି ବିନ୍ଧବାସିନୀ ପର୍ବତ ସ୍ଥିତ ଏକ ଗଛରେ ମୃତଦେହ ଠାବ ହୋଇଛି। ମୃତକ ହେଲେ ଭେଡେନ ବ୍ଲକ ସାରସପାଲି ଗାଁର ୨୨ ବର୍ଷିୟ ଯୁବକ ସୁନୀଲ କଠାର ଏବଂ ଲିଜା ଭୂଏ ସୂଚନା । ଘଟଣାସ୍ଥଳରେ ଭେଡେନ ପୋଲିସର ତନାଘନା ଆରମ୍ଭ । ସୁନୀଲ!-->…
କାର୍ଯ୍ୟରେ ଅବହେଳା ପାଇଁ ASI ସମେତ ୨ପୁଲିସ ନିଲମ୍ବିତ; ୩ ହୋମଗାର୍ଡ କାର୍ଯ୍ୟରୁ ଅନ୍ତର
ଫୁଲବାଣୀ :କାର୍ଯ୍ୟରେ ଅବହେଳା ପାଇଁ ୫ ଜଣ ପୁଲିସ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କନ୍ଧମାଳ ଜିଲ୍ଲା ଗୋଚ୍ଛାପଡ଼ା ଥାନାର ASI ଅଜିତ କୁମାର ବେହେରା ଓ ହାବିଲଦାର ରାମଚନ୍ଦ୍ର ନାୟକଙ୍କୁ ନିଲମ୍ବନ କରାଯାଇଛି। ହୋମଗାର୍ଡ ଅଭିରାମ ମହାନନ୍ଦ, ଜଗବନ୍ଧୁ କହଁର ଓ!-->…
‘କ୍ଷମତାରେ ନଥିଲେ ବି ସେବା କରି ଚାଲିବି’ : ନବୀନ ପଟ୍ଟନାୟକ
ଭୁବନେଶ୍ୱର : କ୍ଷମତାରେ ଥାଏ ବା ନଥାଏ ଆପଣମାନଙ୍କର ସେବା ମୁଁ ସବୁବେଳ କରିଆସିଛି । ଶେଷ ପର୍ଯ୍ୟନ୍ତ ଓଡ଼ିଶା ମାଟିର , ଓଡ଼ିଶା ବାସୀଙ୍କ ସେବା କରିଚାଲିବି । ଆଜି ବିଜେଡି ଜନ ସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ କରି ଏହା କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ!-->…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ନାହିଁ ବାତ୍ୟା ଭୟ
ଭୁବନେଶ୍ବର: ଆଜି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଫଳରେ ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ବର୍ଷା ହୋଇପାରେ ବୋଲି ଆଜି ସୂଚନା ଦେଇଛନ୍ତି ଆଇଏମଡି ମହାନିର୍ଦ୍ଦେଶକ!-->…
‘ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିସ୍ତାର ନାହିଁ’
ପୁରୀ: ଶ୍ରୀମନ୍ଦିର ଲୁହା କଡ଼େଇ ଅବଢ଼ା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ, ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ କଠୋର ପଦକ୍ଷେପ ନିଆଯିବ ।
ଆଇନ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଏହି ମାମଲାର ଏବେ ବି ସମୀକ୍ଷା ଚାଲିଛି!-->!-->!-->…
IPS ସ୍ତରରେ ଅଦଳବଦଳ, ମାଲକାନଗିରି SP ହେଲେ ବିନୋଦ ପାଟିଲ୍
ଭୁବନେଶ୍ୱର : ଆଇପିଏସ୍ ସ୍ତରରେ ଅଦଳବଦଳ । ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି ।
ତେବେ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଆଇପିଏସ୍ ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍ପି । ପୂର୍ବରୁ ବିନୋଦ ପାଟିଲ୍ କେସିଙ୍ଗାର!-->!-->!-->…
ଓଡ଼ିଶାରେ ସରେଇକେଲା-ଖରସୁଆନର ମିଶ୍ରଣ’ ଉପରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ
ରାଞ୍ଚି/ଭୁବନେଶ୍ବର: ପଡୋଶୀ ରାଜ୍ୟରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଦଳୀୟ ପ୍ରଚାର ପାଇଁ ମଙ୍ଗଳବାର ଝାଡ଼ଖଣ୍ଡ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସମୟରେ ସରେଇକେଲା-ଖରସୁଆନ ଅଞ୍ଚଳକୁ ଓଡିଶାରେ ମିଶାଇବା ପ୍ରସଙ୍ଗ ଉପରେ ସେ ସ୍ପଷ୍ଟୀକରଣ ରଖିଛନ୍ତି ।
ଏକ!-->!-->!-->…