Browsing Category

ଓଡିଶା

ଆସନ୍ତାକାଲି ଖୋଲିବ ଭିତର ରତ୍ନଭଣ୍ଡାର, କଟକଣା ଜାରି କଲେ ଶ୍ରୀମନ୍ଦିର ପ୍ରଶାସକ

ପୁରୀ: ଭିତର ରତ୍ନଭଣ୍ଡାର ରତ୍ନ ସ୍ଥାନାନ୍ତର ଓ ମରାମତି ପ୍ରସଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ପ୍ରତିକ୍ରିୟା। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ପୁଣିଥରେ ଭିତର ଭଣ୍ଡାର ଖୋଲାଯାଇ ଯାଞ୍ଚ କରାଯିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ବୋଲି କହିଲେ ଶ୍ରୀମନ୍ଦିର ମୁଖ୍ୟ

ଏସସିବିରେ ତେଜୁଛି ବିବାଦ; ଅନିର୍ଦ୍ଦିଷ୍ଟ କାଳ ଯାଏ ଆନ୍ଦୋଳନକୁ ଓହ୍ଲାଇଲା ହାଉସ ସର୍ଜନ ସଂଘ

କଟକ ଏସସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ନର୍ସିଂ କର୍ମଚାରୀ ଓ ହାଉସ ସର୍ଜନଙ୍କ ମଧ୍ୟରେ ଲାଗିଥିବା ବିବାଦ ଉଗ୍ରରୂପ ନେଇଛି। ଅଧୀକ୍ଷକଙ୍କ ହସ୍ତକ୍ଷେପ ପରେ ବି ବିବାଦ ସମାଧାନ ହୋଇପାରି ନାହିଁ। ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ଯାଏ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି ହାଉସ ସର୍ଜନ ସଂଘ।

୫୦ ବିଧାୟକଙ୍କୁ ବିଭିନ୍ନ ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ୱ ବାଣ୍ଟିଲେ ନବୀନ

ବିଭିନ୍ନ ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ୱ ବାଣ୍ଟିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଅନ୍ୟ ସମସ୍ତ ୫୦ ବିଧାୟକଙ୍କୁ ସରକାରଙ୍କ ବିଭିନ୍ନ ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ୱ ଦିଆଯାଇଛି। ସରକାରଙ୍କ କାର୍ଯ୍ୟକାରିତାକୁ ମନିଟର କରିବେ ବିଜୁ ଜନତାର ଦଳର ବିଧାୟକ । ବିଧାନସଭାର ମୌସୁମୀ

ବାହୁଡ଼ାଯାତ୍ରା ସମୟରେ ରଥ ଉପରେ ମୋବାଇଲ ବ୍ୟବହାର ନେଇ ପୁଣି ଏକ ମାମଲା ରୁଜୁ

ପୁରୀ: ବାହୁଡ଼ାଯାତ୍ରା ସମୟରେ ରଥ ଉପରେ ମୋବାଇଲ ବ୍ୟବହାର ନେଇ ଶ୍ରୀମନ୍ଦିର ପ୍ରଶାସନ ଆଉ ଜଣେ ସେବକଙ୍କ ବିରୋଧରେ ସିଂହଦ୍ବାର ଥାନାରେ ଅଭିଯୋଗ କରିଛି। ଦେବଦଳନ ରଥରେ ମା’ ସୁଭଦ୍ରାଙ୍କ ସମ୍ମୁଖରେ ସମ୍ପୃକ୍ତ ସେବାୟତ ଫୋନ୍ ବ୍ୟବହାର କରୁଥିବା ଫଟୋ ତଥା ଖବରକାଗଜରେ ପ୍ରକାଶିତ ଲେଖା

ମନ୍ଦିର ସାମ୍ନାରେ ନିଜ ଜିଭ କାଟିଦେଲେ ଭକ୍ତ

କେନ୍ଦୁଝର: କେନ୍ଦୁଝରର ଘଟଗାଁ ମା ତାରିଣୀଙ୍କ ମନ୍ଦିର ପରିସରରେ ଜଣେ ଭକ୍ତ ଧାରୁଆ ବ୍ଲେଡରେ ନିଜ ଜିଭ କାଟି ଦେଇଛନ୍ତି। ଏହି ବ୍ୟକ୍ତି ଜଣକ ଗଞ୍ଜାମର ବିଜୟ ପ୍ରଧାନ ବୋଲି ସୂଚନା ମିଳିଛି। ତେବେ ନିଜ ମନସ୍କାମନା ପୂର୍ଣ୍ଣ ପାଇଁ ବିଜୟ ମା’ ତାରିଣୀଙ୍କ ନିକଟରେ ମାନସିକ

ଆସୁଛି ଆଉ ଏକ ଲଘୁଚାପ: ୨୧ ଯାଏଁ ରାଜ୍ୟରେ ବର୍ଷା

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ। ଗତ ସୋମବାର ଦକ୍ଷିଣ ଓଡ଼ିଶା ଉପକୂଳର ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ର ସଂଲଗ୍ନ ଉତ୍ତରପଶ୍ଚିମ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ପଶ୍ଚିମ କେନ୍ଦ୍ରୀୟ ଓ ତତ୍ସଲଗ୍ନ ଉତ୍ତର ପଶ୍ଚିମ

ଖୋଲତାଡ଼ ହେବ ‘ଆମ ଓଡ଼ିଶା ନବୀନ ଓଡ଼ିଶା’; ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ନବୀନ ସରକାର ଦୁର୍ନୀତିର ଗନ୍ତାଘର । ଯେତେ ଖୋଳିଲେ ସେତେ ବାହାରୁଛି । ଏକଥା ଆମେ ନୁହେଁ କିଛି ଏମିତି ବିରୋଧୀ ଓ ଶାସକ ଦଳ କହୁଛନ୍ତି । କାରଣ ପୂର୍ବ ସରକାରରେ କ’ଣ ଚାଲିଥିଲା, କାହା ଦ୍ବାରା ଚାଲିଥିଲା ସବୁକିଛି ରହସ୍ୟ ଘରରେ। ନା ଅଫିସରଙ୍କ ପାଖରେ ଉତ୍ତର ଅଛି, ନା ସରକାରଙ୍କ

ନବୀନଙ୍କ ନାଁରେ ଏତଲା!

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନଙ୍କ ନାଁରେ ରୁଜୁ ହୋଇପାରେ ମାମଲା। କେବଳ ନବୀନ ନୁହନ୍ତି, ପୂର୍ବତନ ମନ୍ତ୍ରୀ ଓ ସଚିବଙ୍କୁ ମିଶାଇ ମୋଟ ୮ ଜଣଙ୍କ ବିରୋଧରେ ଏତଲା ଦେବ କହି ଚେତାଇଲାଣି ନିଖିଳ ଓ ଠିକାଦାର ମହାସଂଘ। ନବୀନ ମିଛ ପ୍ରତିଶ୍ରୁତି ଓ ପ୍ରତାରଣା କରିବା ଅଭିଯୋଗରେ ଗୁରୁବାର

ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ, ତୁରନ୍ତ ଦେଲେ ନିର୍ଦ୍ଦେଶ: ମୁମ୍ବାଇରୁ ଓଡିଶା ଆସିଲା ଶ୍ରମିକଙ୍କ ଶରୀର

ଭୁବନେଶ୍ୱର : ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ । ତୁରନ୍ତ ଦେଲେ ନିର୍ଦ୍ଦେଶ । ସୁଦୁର ମୁମ୍ବାଇରୁ ଓଡିଶା ଆସିଲା ଶ୍ରମିକଙ୍କ ମୃତ ଶରୀର । ପରିବାର ଲୋକଙ୍କୁ କଥା ଦେଇ କଥା ରଖିଲେ । ବାଲେଶ୍ୱର ଜିଲ୍ଲା ଖଇରାବ୍ଲକ ଗୋବିନ୍ଦପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାହାପୁର ଗ୍ରାମର ମୁରଲୀଧର

୨୦ରେ ବସିବ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ବର: ଆସନ୍ତା ଜୁଲାଇ ୨୦ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ। ଅପରାହ୍ନରେ ଶଙ୍ଖ ଭବନରେ ବସିବ ବୈଠକ। ଶଙ୍ଖ ଭବନରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଅଧ୍ୟକ୍ଷତା କରିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୈଠକରେ ବିଧାନସଭା ପାଇଁ ପ୍ରସ୍ତୁତ ହେବ ରଣନୀତି। ଶୁକ୍ରବାର