Browsing Category

ଓଡିଶା

ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲଡୋଜର

ଭୁବନେଶ୍ୱର: ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲଡୋଜର। ଜବରଦଖଲ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଛନ୍ତି ଏଭଳି ପ୍ରତିକ୍ରିୟା। ସେ କହିଛନ୍ତି, ସରକାରୀ ଜମି ଜବରଦଖଲ କରି ନିର୍ମାଣ ହୋଇଥିବା କୋଠା ଭଙ୍ଗାଯିବ। ବଡ଼ବଡ଼ିଆଙ୍କ ଜବରଦଖଲ କୋଠାରେ ବୁଲଡୋଜର ବୁଲିବ।

ପୁଣି ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଜୟପୁର : ପୁଣି ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ । ଗତକାଲି ସନ୍ଧ୍ୟାରେ ସେ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ୮ଜଣିଆ ଡାକ୍ତରୀ ଟିମ ତାଙ୍କର ଚିକିତ୍ସା କରୁଛନ୍ତି । ଜୟପୁର ବିଡିଓ ହସ୍ପିଟାଲ ଯାଇ ତାଙ୍କ

ତଣ୍ଟି ଚିପି ମାଆକୁ ମାରିଦେଲା ନୃଶଂସ ପୁଅ

ସୋର: ମାଆର ତଣ୍ଟି ଚିପି ପୁଅ ମାରି ଦେଇଥିବା ଅଭିଯୋଗ। ଖାଇବା ପିଇବାକୁ ନେଇ ଝଗଡ଼ା ପରେ ତଣ୍ଟି ଚିପି ମାଆକୁ ହତ୍ୟା କରିଥିବା ସୂଚନା। ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ କାଞ୍ଚଗଡ଼ା ପଞ୍ଚାୟତ ତାଳପଦା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା। ତେବେ ଘଟଣାରେ ଥାନାରେ ଏତଲା ଦେଲା ବୋହୂ।

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିରର ଭିତର ଫଟୋ, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ

ପୁରୀ: ପୁଣି ଭାଇରାଲ ହେଲା ଶ୍ରୀମନ୍ଦିରର ଭିତର ଫଟୋ। ରାଜା ଶେଖର ନାମକ ଜଣେ ଯୁବକ ନିଜ ଫେସବୁକରେ ଫଟୋ ଅପଲୋଡ କରିଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ଭିତର ବେଡାରୁ ନିଜର ସେଲ୍ଫି ଫଟୋ ନେଇ ଫଟୋ ଅପଲୋଡ କରିଛନ୍ତି। ଶ୍ରୀମନ୍ଦିର ଭିତରକୁ ମୋବାଇଲ ନେବା ଉପରେ କଟକଣା ଥିବା ବେଳେ କିପରି ଏହି ଫଟୋ

ସ୍ମାର୍ଟ ମିଟର କୁ ନେଇ କୁହୁଳୁଛି ଅସନ୍ତୋଷ :ରକ୍ତ ଷୋସୁଛି ଟାଟା ପାୱାର..!!

ସ୍ମାର୍ଟ ମିଟର ସଂଯୋଗ ହେଲେ ଗରିବ ଲୋକଙ୍କ ପାଇଁ ବିଜୁଳି ସାତସପନ..! ଭୁବନେଶ୍ୱର //,ବ୍ରହ୍ମପୁର: ୧୭-୭ ଗତ କିଛି ମାସ ହେଲା ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ମାର୍ଟ ମିଟର ଖଞ୍ଜା ଅଭିଯାନ ଆରମ୍ଭ ହୋଇଛି। ବହୁ ଜିଲ୍ଲାରେ ସ୍ମାର୍ଟ ମିଟର ବିଭିନ୍ନ ଗୃହରେ ଖଞ୍ଜି ବାକୁ ଯିବା ବେଳେ

ଅର୍ଡରର ୪୮ ଘଣ୍ଟାରେ ଘରେ ପହଞ୍ଚିବ ଗ୍ୟାସ୍

ଭୁବନେଶ୍ଵର: ଅର୍ଡର ଦେବାର ୪୮ ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ । ଧାର୍ଯ୍ୟ ସମୟ ସୀମାରେ ଖାଉଟିଙ୍କ ପାଖରେ ଗ୍ୟାସ ନପହଞ୍ଚିଲେ ନିଆଯିବ କଡା କର୍ଯ୍ୟାନୁଷ୍ଠାନ । ପେଟ୍ରୋଲ୍, ଡିଜେଲ୍ ଓ ଏଲ୍‌ପିଜି ଡିଲର୍‌ ସଂଘ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ । ଖାଉଟିଙ୍କୁ ଉତ୍ତମ ସେବା ପ୍ରଦାନ ଉପରେ

ଫିଲ୍ମ ଷ୍ଟାଇଲରେ ଗୋଡ଼େଇ ଗୋଡ଼େଇ ଗଞ୍ଜେଇ ଚାଲାଣକାରୀଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର: ଦୁଇଜଣ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ। ଫିଲ୍ମ ଷ୍ଟାଇଲରେ ଗୋଡ଼େଇ ଧରିଲା କମିଶନରେଟ୍ ପୋଲିସର ସ୍ପେଶାଲ କ୍ରାଇମ୍ ୟୁନିଟ୍। ଜାତୀୟ ରାଜପଥ ୧୬ରେ ଗଞ୍ଜେଇ ଚାଲାଣକାରୀ-ପୋଲିସ ଗୋଡ଼ାଗୋଡ଼ି । ଭୁବନେଶ୍ୱରର ପୋଲିସ କମିଶନର- କଟକ ସଞ୍ଜୀବ ପଣ୍ଡା ସୂଚନା

ଭଙ୍ଗା ହେବନି ବିବାଦୀୟ ବଲ୍ଲେ ବଲ୍ଲେ ଢାବା

ଯାଜପୁର: ଭଙ୍ଗା ଯିବନି ବିବାଦୀୟ ବଲ୍ଲେ ବଲ୍ଲେ ଢାବା । ବଲ୍ଲେ ବଲ୍ଲେ ଢାବା ଭଙ୍ଗାଯିବନି ବୋଲି କହିଛନ୍ତି ଧର୍ମଶାଳା ବିଡିଓ । ସରକାରୀ ଅର୍ଥରେ ନିର୍ମାଣ ହୋଇଥିବାରୁ ଢାବା ଭଙ୍ଗାଯିବନି ବୋଲି କହିଛନ୍ତି ବିଡିଓ । ସୂଚନାଯୋଗ୍ୟ ଯେ, ବିନା ସରକାରୀ କାଗଜପତ୍ରରେ ଜଣେ ମହିଳା ବିଜେଡି

ବିଭିନ୍ନ ସମସ୍ୟାକୁ ନେଇ ନିମନ୍ତ୍ରଣ କଲେ ଲୋକେ: ମେୟର, କମିଶନରଙ୍କୁ ସାଙ୍ଗରେ ନେଇ ପହଞ୍ଚିଲେ ମନ୍ତ୍ରୀ

ବିଭିନ୍ନ ସମସ୍ୟାକୁ ନେଇ ଲୋକେ ନଗର ଉନ୍ନୟନ ମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ। ମନ୍ତ୍ରୀ ଏକା ଗଲେନି। ମେୟର, କମିଶନର ଓ ସିଟି ଇଞ୍ଜିନିୟରଙ୍କୁ ସାଥିରେ ନେଇ ଗ୍ରାଉଣ୍ଡ ଜିରୋକୁ ଯାଇଥିଲେ। ସେଠାରେ ଲୋକଙ୍କ ଅଭିଯୋଗ ଶୁଣିଲେ। ଆଉ ତୁରନ୍ତ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଥିଲେ।