Browsing Category

ଓଡିଶା

୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ହେଉଥିବା ହଷ୍ଟେଲ ଗୁଡ଼ିକରେ ପିଲା ମାନଙ୍କ ଖାଦ୍ୟର ମାନ ବୃଦ୍ଧି କରାଯିବ । ଏହାସହିତ ସ୍ଵାସ୍ଥ୍ୟ, ସୁରକ୍ଷା ଓ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ଵ ପ୍ରଦାନ କରାଯିବ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ

ଜୁଲାଇ ୨୦ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଜୁଲାଇ ୨୦ ପର୍ଯ୍ୟନ୍ତ ଓଡିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଅନୁଯାୟୀ, ଜୁଲାଇ ୧୯ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଏବଂ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସ୍ଋଷ୍ଟି ହେବା ନେଇ

ମୃତ୍ୟୁ ପରେ ମଧ୍ୟ ଅମର ହୋଇଗଲେ ବିରେନ୍ଦ୍ର, ଦୁଇଜଣଙ୍କୁ ଦେଲେ ନୂଆ ଜୀବନ

କଟକ: ଦୁଇ ଜଣଙ୍କୁ ଅଙ୍ଗଦାନ କରି ଅମର ହୋଇଛନ୍ତି ଜଗତସିଂହପୁର ଜିଲ୍ଲା ରଘୁନାଥପୁର ଅଞ୍ଚଳର ବୀରେନ୍ଦ୍ର ପ୍ରସାଦ ସ୍ୱାଇଁ। ତାଙ୍କ ପାଇଁ କଟକ ବଡ଼ ମେଡ଼ିକାଲରେ ଚିକିତ୍ସାଧୀନ ଥିବା ଦୁଇ ଜଣ ନୂଆ ଜୀବନ ପାଇଛନ୍ତି। ସୂଚନା ଅନୁସାରେ, ଗତ ଜୁଲାଇ ୧୪ ତାରିଖରେ ଦୁର୍ଘଟଣାରେ ଗୁରୁତର ହୋଇ କଟକ

ଆସନ୍ତାକାଲି ସୁନାବେଶ, ମୁତୟନ ହେବେ ୧୯୦ ପ୍ଲାଟୁନ ଫୋର୍ସ

ପୁରୀ: ରାତି ପାହିଲେ ଶ୍ରୀକ୍ଷେତ୍ରରେ ଶ୍ରୀଜୀଉ ମାନଙ୍କ ସୁନାବେଶ ଅନୁଷ୍ଠିତ ହେବ । ରଥ ଉପରେ ମହଣ ମହଣ ସୁନାରେ ସଜେଇ ହୋଇ ଭକ୍ତ ମାନଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ । ଆସନ୍ତା କାଲି ହରିଶୟନ ଏକାଦଶୀ ତିଥି ଥିବାରୁ ରଥ ଉପରେ ମହାପ୍ରଭୁ ଶ୍ରୀ ବଳଭଦ୍ର, ଶ୍ରୀ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କୁ

ହାଉସ୍ ସର୍ଜନ ଓ ନର୍ସିଂ ଷ୍ଟାଫ୍‌ଙ୍କ ଧାରଣା, ରୋଗୀ ସେବା ବାଧାପ୍ରାପ୍ତ

କଟକ: କଟକ ଏସସିବି ମେଡିକାଲ୍ କଲେଜ ଓ ହସ୍ପିଟାଲରେ ହାଉସ୍ ସର୍ଜନ ଓ ନର୍ସଙ୍କ ଧାରଣା । ଅଧୀକ୍ଷକଙ୍କ ଅଫିସ୍ ଆଗରେ ହାଉସ୍ ସର୍ଜନ ଓ ନର୍ସିଂ ଷ୍ଟାଫ୍ ଧାରଣା ଦେଇଛନ୍ତି । ସେପଟେ ଧାରଣା କାରଣରୁ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି । ସୂଚନା ଅନୁସାରେ, ମେଡିସିନ ୱାର୍ଡରେ ଜଣେ ରୋଗୀଙ୍କୁ

ଏଏସଓଙ୍କୁ ମାଡ ମାରିବା ଘଟଣା; ପୁଣି ବର୍ଷିଲା ବିଜେଡି

ଭୁବନେଶ୍ବର: ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡମାରିବା ଘଟଣାକୁ ପାଖାପାଖି ୮ ଦିନ ବିତିଯାଇଥିଲେ ମଧ୍ୟ ଏନେଇ କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ କରିନାହିଁ ପ୍ରଶାସନ । ଲିଖିତ ଅଭିଯୋଗ ହେଲା ମାମାଲା ବି ରୁଜ୍ଜୁ ହେଲା ହେଲେ କିଛି ସୁଫଳ ମିଳିପାରିଲା ନାହିଁ । ଯାହାକୁ ନେଇ ଏବେ ପୁଣି ରାଜ୍ୟ

ଜୁଲାଇ ୨୧ ରୁ ୩୧ ତାରିଖ ଯାଏ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା

କଟକ : ଜୁଲାଇ ୨୧ ରୁ ୩୧ ତାରିଖ ଯାଏ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା । ପରୀକ୍ଷା ପାଇଁ ଆଡ଼ମିଟ କାର୍ଡ ୱେବସାଇଟରେ ଉପଲବ୍ଧ । www.bseodisha.ac.in  ୱେବସାଇଟରେ ଉପଲବ୍ଧ ହେଉଛି ଆଡ଼ମିଟ କାର୍ଡ ।  ୮୩ ଟି କେନ୍ଦ୍ରରେ ୯୭୨ ଜଣ ପରୀକ୍ଷାର୍ଥୀ ଦେଉଛନ୍ତି

୧୯ ଏବଂ ୨୦ରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ, ଯୋଗ ଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା

ଭୁବନେଶ୍ବର: ପୁରୀରେ ଆସନ୍ତା ୧୯ ଏବଂ ୨୦ରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏହାକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା ବୈଠକକୁ ଉଦଘାଟନ କରିବେ। ପୁରୀର ବଳିଆ ପଣ୍ଡା ସ୍ଥିତ ବା ବ୍ଲୁ ଲିଲି ହୋଟେଲ ଠାରେ

୧୮ରେ ପୁଣି ଖୋଲିବ ରତ୍ନଭଣ୍ଡାର

ପୁରୀ: ଆସନ୍ତା ୧୮ ଅର୍ଥାତ୍ ଗୋଟେ ଦିନ ପରେ ଖୋଲିବ ଭିତର ରତ୍ନଭଣ୍ଡାର । ଏଥିପାଇଁ କମିଟି ବୈଠକରେ ନିଷ୍ପତ୍ତି ହୋଇସାରିଛି । ଏନେଇ ସୂଚନା ଦେଇଛନ୍ତି ଯାଞ୍ଚ କମିଟିର ଅଧ୍ୟକ୍ଷ ପୂର୍ବତନ ଜଷ୍ଟିସ୍ ବିଶ୍ବନାଥ ରଥ । ପୁଣି ଆସନ୍ତା ଗୁରୁବାର ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ପୁରୀ

ମହାନଦୀକୁ ଡେଇଁଲେ ଯୁବକ; ମିଳୁନି ପତ୍ତା

କଟକ : ମହାନଦୀରେ ଯୁବକ ନିଖୋଜ ସନ୍ଦେହ । ନିଖୋଜ ଯୁବକ ହେଉଛନ୍ତି କଟକ ଛତ୍ର ବଜାର ଅଞ୍ଚଳର ପ୍ରଶାନ୍ତ ରାଉତ । ଗତକାଲି ରାତିରେ କୌଣସି କାରଣବଶତଃ ସେ ଘରୁ ଆସିଥିଲେ । ଯୋବ୍ରା ଭିୟୁ ପଏଣ୍ଟକୁ ଯାଇ ନିଜ ମାଆଙ୍କୁ ଫୋନ କରି କଥା ହୋଇଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ଯୋବ୍ରା