Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୧୯ରୁ ବିଦାୟ ନେବ ମୌସୁମୀ ବାୟୁ…
ଭୁବନେଶ୍ୱର: ଦେଶର ଅନେକ ସ୍ଥାନରେ ବର୍ଷା ଜାରି ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ସେପ୍ଟେମ୍ବର ୧୫ ତାରିଖରେ ଉତ୍ତର-ପୂର୍ବ, ଉତ୍ତର ଭାରତ ଏବଂ ପୂର୍ବ ଭାରତର ଅନେକ ସ୍ଥାନରେ ବର୍ଷା ଏବଂ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। IMD ଅନୁଯାୟୀ, ସେପ୍ଟେମ୍ବର ୧୯ ତାରିଖ!-->…
ଭିଣୋଇଙ୍କ ଦଶାହ ତୁଠରେ ଚାଲିଗଲା ଶଳାର ଜୀବନ
ଅନୁଗୁଳ: ଭିଣୋଇ ଦଶାହ ତୁଠରେ ଶଳାର ମୃତ୍ୟୁ। ମାତେଳିଆ ଯୋରରେ ଦଶାହ ତୁଠରେ ଗାଧୋଉ ଥିବାବେଳେ ହୋମ୍ ପାଇପରେ ଫସି ଜୀବନ ହାରିଲେ ଯୁବକ । ମୃତ ବ୍ୟକ୍ତିଜଣକ ହେଲେ ଅନୁଗୁଳ ଜିଲ୍ଲା ଯୁକୁବୁ ଗାଁର ଅବସରପ୍ରାପ୍ତ ସେନା କର୍ମଚାରୀ ବିମଳ କିଶୋର ସାହୁ । ଏପଟେ ଦଶାହ କର୍ମ ବେଳେ!-->…
ଦୁବାଇରୁ ଫେରି ସେବା ସଂକଳ୍ପ ଅଭିଯାନ ଆୟୋଜନ ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଦୁବାଇ ଗସ୍ତରୁ ଫେରିବା ପରେ ସିଧାସଳଖ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ କାର୍ଯ୍ୟାଳୟରେ ଦଳର ବରିଷ୍ଠ ନେତା ଓ ମନ୍ତ୍ରୀଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଆସନ୍ତା ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ!-->…
ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲା ସ୍ୱାମୀ
ବରଗଡ଼: ବରଗଡ଼ ଜିଲ୍ଲାରେ ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ପତ୍ନୀକୁ ପିଟି ପିଟି ମାରି ଦେଲା ସ୍ବାମୀ । ବରଗଡ଼ରେ ବଡ଼ ଅଘଟଣ। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ। ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡ଼ତିଆ ଟିକ୍ରା ଗାଁରେ ହତ୍ୟାକାଣ୍ଡ । ସ୍ତ୍ରୀକୁ!-->…
ବାଇକକୁ ଧକ୍କା ଦେଲା ଟ୍ରକ, ମାଆ-ପୁଅ ମୃତ
ଭୁବନେଶ୍ବର: ନୂଆଁଖାଇ ପାଇଁ ଘରକୁ ଯାଉଥିଲେ । ବାଟରେ ଛକିଥିଲା ଯମ । ମର୍ମନ୍ତୁଦ ଦୁର୍ଘଟଣାରେ ମାଆ-ପୁଅ ମୃତ । ବାପା ଗୁରୁତର । ସମ୍ବଲପୁର ଠେଲକୋଲୋଇ ଥାନା ଖିଣ୍ଡାରେ ଭୟଙ୍କର ଦୁର୍ଘଟଣା । ବାଇକକୁ ପଛପଟୁ ଧକ୍କା ଦେଲା ଟ୍ରକ। ଘଟଣାସ୍ଥଳରେ ମାଆ-ପୁଅଙ୍କ ମୃତ୍ୟୁ ହୋଇଥିଲା ।!-->…
ଶୋଇଥିବା ବେଳେ ଘରେ ଲାଗିଲା ନିଆଁ: ବାପା ମୃତ, ଅଳ୍ପକେ ବର୍ତ୍ତିଲେ ପୁଅ
ରାଉରକେଲା: ରାଉରକେଲାରେ ବନ୍ଦ ଘରେ ଶୋଇଥିବାବେଳେ ନିଆଁ ଲାଗି ବାପାଙ୍କ ମୃତ୍ୟୁ, ଅଳ୍ପକେ ବର୍ତ୍ତିଲେ ପୁଅ । ବନ୍ଦ ଘରେ ଶୋଇଥିବାବେଳେ ନିଆଁରେ ପୋଡ଼ି ହୋଇ ୬୦ ବର୍ଷୀୟ ଜିତେନ୍ଦ୍ର ସାହାଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଏକ ଘରେ ପୁଅ ରୋହିତ ଶୋଇଥିବା ଯୋଗୁଁ ଅଳ୍ପକେ!-->…
ପୁଣି ଜ୍ୱରରେ ପଡ଼ିଲା ଓରାଙ୍ଗଉଟାନ, ସ୍ୱାସ୍ଥ୍ୟ ଉପରେ ନଜର ରଖିଛି ସ୍ୱତନ୍ତ୍ର ଟିମ
ଭୁବନେଶ୍ୱର : ପୁଣି ଜ୍ୱରରେ ପଡ଼ିଲା ଓରାଙ୍ଗଉଟାନ । ନନ୍ଦନକାନନରେ ଜଣେ ଓରାଙ୍ଗଉଟାନକୁ ଜ୍ୱର । ଉଦ୍ଧାର ହୋଇଥିବା ୫ ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣକୁ ଜ୍ୱର । ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍ । ଅସୁସ୍ଥ ଓରାଙ୍ଗଉଟାନର ସ୍ୱାସ୍ଥ୍ୟ ଉପରେ ରହିଛି ସ୍ୱତନ୍ତ୍ର ଟିମର ନଜର ।!-->…
ଗେଙ୍ଗୁଟି ନଦୀରେ ବୁଡ଼ି ଦମ୍ପତି ନିଖୋଜ
ଯାଜପୁର: ନଦୀରେ ବୁଡ଼ି ଦମ୍ପତି ନିଖୋଜ । ଯାଜପୁର ବାଲିଚନ୍ଦ୍ରପୁର ଥାନା ଗେଙ୍ଗୁଟି ନଦୀ ବାଲିଘାଟରେ ଅଘଟଣ । ସୂଚନା ଅନୁଯାୟୀ ବାଲିକୁଦା ଗାଁର ସୁଧାକର ଓଝା ଓ ସୁଲୋଚନା ଓଝା ଗେଙ୍ଗୁଟି ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଆଉ ଘରକୁ ଫେରି ନଥିଲେ ।
ବହୁତ ସମୟ ଧରି ଉଭୟ ଘରକୁ ନ!-->!-->!-->…
କଟକରୁ ଅପହୃତ ବ୍ୟାଙ୍କ ଅଧିକାରୀ ବାଲେଶ୍ୱରରୁ ଉଦ୍ଧାର, ୨ ଗିରଫ
କଟକ: କଟକରୁ ଅପହୃତ, ବାଲେଶ୍ୱରରୁ ଉଦ୍ଧାର । ବ୍ୟାଙ୍କ ଅଧିକାରୀଙ୍କ ଅପହରଣ ଘଟଣାରେ ମଧୁପାଟଣା ପୋଲିସକୁ ସଫଳତା । ବାଲେଶ୍ୱର ଜିଲ୍ଲାର ୨ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । ଦୁଇ ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଗମ୍ଭାରୀର ରାମଚନ୍ଦ୍ର ଦାସ ଓ ସିଙ୍ଗଲା!-->…
କାକଟପୁର-ବାଉରୀଆକଣ ରାସ୍ତାରେ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ
ପୁରୀ: ପୁରୀ ଜିଲ୍ଲା କାକଟପୁର ଥାନା କାକଟପୁର-ବାଉରୀଆକଣ ରାସ୍ତାରେ ଘରକୁ ଫେରୁଥିବା ବେଳେ ଦମ୍ପତିଙ୍କୁ ମାରଣାସ୍ତ୍ରରେ ଆକ୍ରମଣ । ରାସ୍ତାରେ ପୂର୍ବରୁ ଲୁଚି ରହିଥିବା ଦୁବୃତ୍ତ ପନିକିରେ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ଅସ୍ତରଙ୍ଗ ଥାନା ଓସିଆଁ ଗାଁର ଲିଟୁ ମହାନ୍ତି ଓ ମନୋରମା!-->…