Browsing Category

ଓଡିଶା

ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ବ୍ରହ୍ମପୁର : ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌। ଗଞ୍ଜାମ ଜିଲ୍ଲା କୋଟିନଡା ଥାନା ଅନ୍ତର୍ଗତ ଡିପଲ ସ୍କୁଲ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆଜି ସକାଳେ ବାଇକ୍ ଆରୋହୀ ଜଣଙ୍କ ଆସୁଥିବା ବେଳେ ବୀପରିତ ଦିଗରୁ ଆସୁଥିବା ମାଲବାହୀ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ପରେ ବାଇକ

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ପଞ୍ଜୀକୃତ ହେଲା ୧୭୦୦ ଅଭିଯୋଗ

ଭୁବନେଶ୍ୱର: ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଅଭିଯୋଗ ପ୍ରକୋଷ୍ଠରେ ଚାଲିଥିବା ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୋଟ ୧୭୦୦ ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦୦୦ ଅଭିଯୋଗର ଶୁଣାଣି ଶେଷ ହୋଇଛି। ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆର୍‌ଡିସିସ୍ତରରେ

ଜୟପୁରରୁ ଅପହୃତ ମିଲ ମାଲିକ ଉଦ୍ଧାର, ଦୁଇଦିନ ତଳେ ହୋଇଥିଲେ ଅପହୃତ

ଜୟପୁର : ଉଦ୍ଧାର ହେଲେ ଜୟପୁରରୁ ଅପହୃତ ହୋଇଥିବା ମିଲ ମାଲିକ । ଦୁଇଦିନ ତଳେ ପେରାହାଣ୍ଡିରୁ କାର ସହ ଉଠେଇ ନେଇଥିଲେ ଅପହରଣକାରୀ । ମଧ୍ୟ ରାତ୍ରରେ ଅପହୃତ ରମେଶ ପାତ୍ରଙ୍କୁ ଉଦ୍ଧାର କରିଛି କୋରାପୁଟ ପୋଲିସ । ଅପହରଣର କଣ କାରଣ ଥିଲା ସେ ନେଇ ପୋଲିସ ତଦନ୍ତ ଜାରି ରଖିଛି । ପ୍ରକାଶ

କୃଷ୍ଣା ମହାନ୍ତି ପାଇଲେ ରାଷ୍ଟ୍ରୀୟ ଗାନ୍ଧୀ ପୁରସ୍କାର

ଓଡ଼ିଶାର ବିଶିଷ୍ଟ ଗାନ୍ଧୀବାଦୀ ସର୍ବୋଦୟ ନେତ୍ରୀ ତଥା ଉତ୍କଳ ଗାନ୍ଧୀସ୍ମାରକ ନିଧିର ସଭାନେତ୍ରୀ ଶ୍ରୀମତି କୃଷ୍ଣା ମହାନ୍ତି ପାଇଛନ୍ତି ରାଷ୍ଟ୍ରୀୟ ଗାନ୍ଧୀ ପୁରସ୍କାର। ରାଷ୍ଟ୍ରୀୟ ସ୍ତରରେ ଗାନ୍ଧୀ ଓ ସର୍ବୋଦୟ ବିଚାରର ସର୍ବୋଚ୍ଚ ସଂଗଠନ ସର୍ବ ସେବା ସଂଘ (ଅଖିଳ ଭାରତ ସର୍ବୋଦୟ ମଣ୍ଡଳ)

ସବୁ ଜିଲ୍ଲାରେ ଖୋଲିବ ପରିବା ମଣ୍ଡି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର: ଦରଦାମ ନିୟନ୍ତ୍ରଣ ପାଇଁ କରାଯିବ ପ୍ରୟାସ। ଏଥି ସହିତ ପ୍ରତି ଜିଲ୍ଲାରେ ଖୋଲିବ ପରିବା ମଣ୍ଡି। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। କଟକ, ଭୁବନେଶ୍ୱର ସମେତ ସବୁ ଜିଲ୍ଲାରେ ଶୀଘ୍ର ପରିବା ମଣ୍ଡି ଖୋଲିବ। କୃଷକ ମଣ୍ଡିକୁ

ରଥ ଉପରକୁ ଅଣସେବକ ଚଢିବା ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଦେଶ

ପୁରୀ : ରଥ ଉପରକୁ ଚଢିବା ନିଷେଧ ନେଇ ନିୟମ ଥିଲେ ମଧ୍ୟ ବାରମ୍ବାର ଏହାର ବ୍ୟତିକ୍ରମ ଘଟୁଛି । ଆଜି ବାହୁଡା ଯାତ୍ରାରେ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ଉପରକୁ ଚଢ଼ିଛନ୍ତି ଜଣେ ଅଣସେବାୟତ । ସେବାୟତ ବେଶରେ ରଥ ଉପରକୁ ଚଢ଼ିଥିଲେ ଏହି ଅଣସେବାୟତ ଜଣଙ୍କ । ଏହାଙ୍କ ଉପରେ ନଜର ପଡିବା ପରେ

କାନ୍ଥ ଭୁଶୁଡି ଜଣେ ମୃତ, ପାଚେରୀ କାନ୍ଥ ତଳେ ଚାପି ହୋଇଥିଲେ ମହିଳା

ନବରଙ୍ଗପୁର: କାନ୍ଥ ଭୁଶୁଡି ମହିଳା ମୃତ। ଏଭଳି ଅଘଟଣ ଘଟିଛି ନବରଙ୍ଗପୁର ଜିଲ୍ଲା ସଦର ମହାକୁମା ଚାମୁରିୟା ଗୁଡା ଅଞ୍ଚଳରେ। ମୃତ ମହିଳା ହେଲେ କୁସୁମା ଧାକଡ଼। ସ୍ୱାମୀ ଚନ୍ଦ୍ର ଧାକଡ଼। ସେ ସକାଳୁ ନିଜ ଘର ଚାରି ପାଖ ଝାଡୁ କରୁଥିବା ବେଳେ ଘର ପାଖର ଏକ ପାଚେରୀ କାନ୍ଥ ଭୁଶୁଡି ପଡିଲା।

ଡ୍ରାଇଭରର ଛୁରାମାଡ଼ରେ ପ୍ରେମୀଯୁଗଳଙ୍କ ମୃତ୍ୟୁ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଅନ୍ତର୍ଗତ ତୁନମୁରା ପଞ୍ଚାୟତ କାଶୀପଡାରେ ଡବଲ ମର୍ଡର। ତ୍ରିକୋଣୀୟ ପ୍ରେମରୁ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଥିବା ଜଣାଯାଇଛି।ଡ୍ରାଇଭରର ଛୁରାମାଡ଼ରେ ଯୁବକ ଓ ଯୁବତୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣ।

ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ, ଜଳିଲା ଆଇସିୟୁ ଡ୍ୟୁଟି ରୁମ

ବାରିପଦା: ପୁଣି ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ। ବାରିପଦାରେ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ। ଟାଉନ୍ ଥାନା ଅନ୍ତର୍ଗତ ସାଇ ହସ୍ପିଟାଲରେ ନିଆଁ ଲାଗିଛି। ଆଜି ଭୋର୍ ସମୟରେ ଦ୍ବିତୀୟ ମହଲାର ଆଇସିୟୁ (ICU) ଡ୍ୟୁଟି ରୁମରେ ନିଆଁ ଲାଗିଥିବା ସୂଚନା ରହିଛି। ଏସିରୁ ନିଆଁ ଲାଗିଥିବା