Browsing Category

ଓଡିଶା

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ପାଇଁ ସ୍ବତନ୍ତ୍ର ସିନ୍ଦୁକ, କାଠ ଉପରେ ପିତଳ ଛାଉଣୀ

ପୁରୀ: ଆଉ ମାତ୍ର କିଛିଟା ମୁହୂର୍ତ୍ତ । ୪୬ ବର୍ଷ ପରେ ଖୋଲିବ ମଣିମାଙ୍କ ରତ୍ନଭଣ୍ଡାର । ଏହାରି ଭିତରେ ରତ୍ନଭଣ୍ଡାର ଭିତରକୁ ଯିବା ପାଇଁ ନିର୍ଦ୍ଧାରିତ ୧୧ଜଣ ସଦସ୍ୟମାନେ ଶ୍ରୀମନ୍ଦିରରେ ପ୍ରବେଶ କରିସାରିଲେଣି । ଏଥିପାଇଁ ପୁରୀ ଶ୍ରୀମନ୍ଦିରେ ଆସି ପହଞ୍ଚିଛି ସ୍ବତନ୍ତ୍ର ବରାଦରେ

ଖୁବ ଶୀଘ୍ର ପୁରଣ ହେବ ବିଶ୍ଵ ବିଦ୍ୟାଳୟମାନଙ୍କରେ ଖାଲି ପଡିଥିବା ଶିକ୍ଷକ ପଦବୀ: ରାଜ୍ୟପାଳ

ଭୁବନେଶ୍ଵର: ରାଜ୍ୟର ବିଶ୍ଵ ବିଦ୍ୟାଳୟମାନଙ୍କରେ ଖାଲି ପଡିଥିବା ଶିକ୍ଷକ ପଦବୀ ପୂରଣ ନିମନ୍ତେ ତୁରନ୍ତ ପଦକ୍ଷେପ ନେବାକୁ ରାଜ୍ୟପାଳ ତଥା ବିଶ୍ଵ ବିଦ୍ୟାଳୟ ସମୂହର କୁଳାଧିପତି ରଘୁବର ଦାସ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି । ଗତକାଲି ରାଜ ଭବନରେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୁରଜ

ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପ ସୁଦର୍ଶନ ପଟ୍ଟନାୟକଙ୍କୁ ସ୍ବର୍ଣ୍ଣ, ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିବା ପରେ ଗତକାଲି ବିଶିଷ୍ଟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଭୁବନେଶ୍ଵରରେ ପହଞ୍ଚିଥିଲେ । ଭୁବନେଶ୍ଵରରେ ପହଞ୍ଚିବା ପରେ ସେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ

ରାଜ୍ୟପାଳଙ୍କୁ ଭେଟିଲେ ଏଏସଓଙ୍କ ପତ୍ନୀ, କହିଲେ ନ୍ୟାୟ ମିଳିବ ବୋଲି ପ୍ରତିଶ୍ରୁତି ମିଳିଛି

ଭୁବନେଶ୍ୱର: ପୁରୀରେ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିଥିବା ଅଭିଯୋଗ ଆଣିଥିବା ଏଏସ୍ଓଙ୍କ ପତ୍ନୀଙ୍କୁ ନ୍ୟାୟ ଦେବାକୁ ରାଜ୍ୟପାଳ ରଘୁବର ଦାସ ପ୍ରତିଶ୍ରୁତି ଦେଇଛନ୍ତି। ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ବୈକୁଣ୍ଠ ପ୍ରଧାନଙ୍କ ପତ୍ନୀ ସୟୋଜୀ ପ୍ରଧାନ ଶନିବାର ଭୁବନେଶ୍ୱରରେ ଗଣମାଧ୍ୟମ

ଫୁଲବାଣୀ ପୌରାଧ୍ୟକ୍ଷାଙ୍କୁଅନାସ୍ଥା ପ୍ରସ୍ତାବ ଉପରେ ଦ୍ବିତୀୟ ଥର ପାଇଁ ନୋଟିସ ଜାରି କଲେ ଜିଲ୍ଲାପାଳ :ଚଳିତ ମାସ ୧୯…

ଫୁଲବାଣୀ: ରାଜ୍ୟରେ ପ୍ରଥମ ଥର ପାଇଁ ସରକାର ଗଢିଛି ବିଜେପି। ତେବେ ରାଜ୍ୟର ଖୁବ କମ ପୌରାଞ୍ଚଳରେ ରହିଛନ୍ତି ଦଳୀୟ ଅଧ୍ୟକ୍ଷ/ଅଧ୍ୟକ୍ଷା। ସେଥିମଧ୍ୟରୁ ଫୁଲବାଣୀ ପୌର ପରିଷଦ ଅନ୍ୟତମ । ଏଠାରେ ଦଳର ସଂଖ୍ୟା ଗରିଷ୍ଠତା ନଥିଲେ ମଧ୍ୟ ସିଧାସଳଖ ନିର୍ବାଚନରେ ବିଜୟୀ ହୋଇ ପୌରାଧ୍ୟକ୍ଷା

କାଲି ଖୋଲିବ ରତ୍ନଭଣ୍ଡାର

କଟକ : କାଲି ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆଜି ଏହି ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବା ନେଇ ଏସ୍‌ଓପିକୁ ସରକାର ମଂଜୁର କରିଛନ୍ତି ବୋଲି ସେ କହିଛନ୍ତି।ଆଇନ ମନ୍ତ୍ରୀ କହିଛନ୍ତି, କାଲିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା

କୋପ୍ରା ଗାଁରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ଆକ୍ରାନ୍ତଙ୍କ ଚାଲିଗଲା ଜୀବନ

ମାଥିଲି: ମାଲକାନଗିରି ଜିଲ୍ଲା କୋପ୍ରା ଗାଁରେ ଝାଡ଼ାବାନ୍ତି ବ୍ୟାପିବା ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କର ସଦର ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ତାଙ୍କ ନାମ ହେଲା ନରସିଂହ ସମରଥ।ଏଣେ ଏବେ କୋପ୍ରାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫କୁ ବୃଦ୍ଧି ହୋଇଛି। ମାଥିଲି

ରାସନ ଦୁର୍ନୀତିକୁ ନେଇ ମନ୍ତ୍ରୀଙ୍କ ଚରମ ବାଣୀ, ଓଜନ କମିଲେ ହେବ ଜେଲ୍‌

ଭୁବନେଶ଼୍ବର, ୧୩।୦୭: ରାଜ୍ୟରେ ହେଉଥିବା ରାସନ ଦୁର୍ନୀତିକୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ ଚରମବାଣୀ ଶୁଣାଇଛନ୍ତି । ରାସନ କାର୍ଡଧାରୀଙ୍କୁ ଖରାପ ବ୍ୟବହାର କଲେ ସଂପୃକ୍ତ ଡିଲରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏଥିସହ ଖାଦ୍ୟ ସାମଗ୍ରୀର ପରିମାଣ କମିଲେ ଡିଲରଙ୍କୁ ଜେଲ୍‌ ହେବ ବୋଲି