Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପ୍ରାକ୍ ବଜେଟ୍ ପରାମର୍ଶ ବୈଠକରେ ମୁଖ୍ୟମନ୍ତ୍ରୀ, କହିଲେ- ଜନତାଙ୍କ ମତାମତକୁ ଦୃଷ୍ଟିରେ ରଖି କରାଯାଇଛି ବଜେଟ
ଭୁବନେଶ୍ୱର : ଲୋକସେବା ଭବନ କନଭେନସନ ସେଣ୍ଟରରେ ଶେଷ ହୋଇଛି ପ୍ରାକ ବଜେଟ ପରାମର୍ଶ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା । ପ୍ରାକ ବଜେଟ ଶେଷ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟାରେ କହିଛନ୍ତି ସାଧାରଣ ଜନତାଙ୍କ ମତାମତକୁ!-->…
ସାଙ୍ଗ ଘରୁ ସାଙ୍ଗର ଝୁଲନ୍ତା ମୃତଦେହ ଉଦ୍ଧାର
ସୁବର୍ଣ୍ଣପୁର: ସୋନପୁର ସହରର ପଟାଭାଡି ପଡାରେ ଜଣେ କଲେଜ ଛାତ୍ରଙ୍କ ଆତ୍ମହତ୍ୟା। ଛାତ୍ର ଜଣକ ବିନିକା ବ୍ଲକ କଣ୍ଟାପାଲି ଗାଁର ହୋଇଥିବା ବେଳେ ସେ ସୋନପୁର ରାଜ କଲେଜର ଯୁକ୍ତ ତିନି ଶେଷ ବର୍ଷର ଛାତ୍ର ବୋଲି ଜଣାପଡିଛି। ସେ ହେଉଛନ୍ତି କଣ୍ଟାପାଲି ଗାଁର ଋତୁରାଜ ସା।
ସୂଚନା ଅନୁସାରେ!-->!-->!-->…
ବାଣପୁରରେ ଫୁଟିଲା ବୋମା, ଜଣେ ମୃତ
ବାଲୁଗାଁ : ବାଣପୁରରେ ଫୁଟିଲା ବୋମା, ଜଣେ ମୃତ ଓ ୨ ଗୁରୁତର । ପାରିବାରିକ କଳହରୁ ବୋମାମାଡ଼ । ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ସାହସପୁରର ଶାନ୍ତି ନଗରରେ ବାପା ଓ ପୁଅ କଳହରୁ ବୋମା ମାଡ଼ ! ହୋଇଛି । ବୋମା ମାଡ଼ରେ ! ମୃତକ ଜଣକ ହେଲେ ସଠିଆ ରାଉତରାୟଙ୍କ ସାନପୁଅ ଦିବ୍ୟସିଂହ!-->…
ଝୁଲନ୍ତା ଅବସ୍ଥାରେ ଏସସିଓଙ୍କ ମୃତଦେହ ଉଦ୍ଧାର
ଯାଜପୁର: ଝୁଲନ୍ତା ଅବସ୍ଥାରେ ଏସସିଓଙ୍କ ମୃତଦେହ ଉଦ୍ଧାର। ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରୁ ଏସସିଓ (SCO) ସୁରେଶ ମଲ୍ଲିକଙ୍କ ମୃତଦେହ ଉଦ୍ଧାର ହୋଇଛି। ବରୀ ବ୍ଲକ ଦାୟିତ୍ବରେ ଥିଲେ ସୁରେଶ। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ଅହମ୍ମଦପୁର ଅଞ୍ଚଳରେ ଥିବା ସୂଚନା!-->…
କାଲିଠୁ ବଢ଼ିବ ବର୍ଷା, ୧୪ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା
ଭୁବନେଶ୍ୱର : କାଲିଠୁ ବଢ଼ିବ ବର୍ଷା । ୧୪ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବଢିବ ବର୍ଷାର ପରିମାଣ । ରାଜ୍ୟରେ କାଁ ଭାଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି । ଆଜି ଉପକୂଳ ଓଡ଼ିଶାର କିଛି କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି!-->…
ତାପଙ୍ଗ ଖଣି ପାଣିରୁ ମିଳିଲା ନିଖୋଜ ଓମ୍ ପ୍ରକାଶଙ୍କ ମୃତଦେହ
ଖୋର୍ଦ୍ଧା: ତାପଙ୍ଗ ଖଣି ପାଣିରୁ ମିଳିଲା ଓମ୍ ପ୍ରକାଶଙ୍କ ମୃତଦେହ। ୫ ଦିନ ପରେ ଆଜି ସକାଳେ ଖଣି ପାଣିରେ ଭାସିଲା ମୃତଦେହ। ଓମ୍ ପ୍ରକାଶ ରଥଙ୍କ ମୃତଦେହକୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ। ସୋମବାର ରିଲ୍ସ କରିବା ବେଳେ ପାଣିରେ ଖସିପଡ଼ିଥିଲେ ଯୁବକ।
ଖୋର୍ଦ୍ଧା ଜିଲ୍ଲା ତାପଙ୍ଗ ଖଣି!-->!-->!-->…
ବିଏମସିକୁ ହାଇକୋର୍ଟଙ୍କ ତାଗିଦ୍, ୩ ଦିନ ମଧ୍ୟରେ ମୃତ୍ୟୁ ସାର୍ଟିଫିକେଟ ଦିଅ
କଟକ : ବିଏମସିକୁ ହାଇକୋର୍ଟଙ୍କ ତାଗିଦ୍ । କୋଭିଡରେ ମୃତ୍ୟୁବରଣ କରିଥିବା ଜଣେ ବ୍ୟକ୍ତିଙ୍କ ଅସହାୟ ପତ୍ନୀଙ୍କୁ ୩ ଦିନ ମଧ୍ୟରେ ମୃତ୍ୟୁ ସାର୍ଟିଫିକେଟ ସହିତ ଅନ୍ୟାନ୍ୟ କାଗଜପତ୍ର ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ । ଏହା ସହ ବିଏମସି କମିଶନର ବିଭିନ୍ନ!-->…
ଅର୍ଦ୍ଧସୈନିକ ବାହିନୀରେ ଅଗ୍ନିବୀରଙ୍କ ପାଇଁ ୧୦% ସଂରକ୍ଷଣ
ନୂଆଦିଲ୍ଲୀ: ଅଗ୍ନିପଥ ଯୋଜନାକୁ ନେଇ ବିରୋଧୀ ଦଳମାନେ ସରକାରଙ୍କୁ ଟାର୍ଗେଟ କରିଚାଲିଥିବାବେଳେ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏବେ ପୂର୍ବତନ ଅଗ୍ନିବୀରମାନଙ୍କୁ ଅର୍ଦ୍ଧସାମରିକ ବାହିନୀରେ ୧୦ ପ୍ରତିଶତ ସଂରକ୍ଷଣ ଦିଆଯିବ। ସିଆଇଏସଏଫ ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବ । ଏହାକୁ!-->…
ଧର୍ମଶାଳାରେ ବିଭିନ୍ନ କ୍ରସର ୟୁନିଟରେ ରେଡ୍
ଯାଜପୁର : ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ ଅଧୀନରେ ଚାଲୁଥିବା ବିଭିନ୍ନ କ୍ରସର ୟୁନିଟରେ ଖଣି ବିଭାଗର ଚଢ଼ାଉ। ଧର୍ମଶାଳା ତହସିଲ ଅଧୀନ ବାଜବଟି ମୌଜାରେ ବିଭିନ୍ନ କ୍ରସର ୟୁନିଟରେ ଲଘୁ ଖଣି ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି। ଗଢି ଉଠିଥିବା କ୍ରସର ୟୁନିଟର କାଗଜ ପତ୍ର ଯାଞ୍ଚ ସହ ଗଛିତ!-->…
୭ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି, ଆବଶ୍ୟକ ପଡ଼ିଲେ ରାଜ୍ୟସ୍ତରୀୟ ଟିମ୍ ମାଥିଲି ଯିବେ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର/ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲିରେ ଝାଡାବାନ୍ତି ବ୍ୟାପିବା ପ୍ରସଙ୍ଗ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ୧୫ ଜଣ ଲୋକ ଗୋଟିଏ ଗାଁରୁ ପ୍ରଭାବିତ ହୋଇଛନ୍ତି। ବ୍ଲକ ଆରଆରଟି ଟିମ ଘଟଣାସ୍ଥଳକୁ ଯାଇ ଆଲର୍ଟ ରହିଛନ୍ତି।!-->…