Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପହଣ୍ଡି ବେଳେ ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କଲେ ଆଇନ ମନ୍ତ୍ରୀ
ପୁରୀ : ପୁରୀରେ ଆଡପ ପହଣ୍ଡି ବେଳେ ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନନ୍ଦ । ଏହା ସାମାନ୍ୟ ଦୁର୍ଘଟଣା ଥିଲା । ଏହା ଲୀଳାମୟଙ୍କ ଲୀଳା । ଆହତ ସେବାୟତଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇ ଦିଆଯାଇଛି । ପରେ କିଛି ସେବାୟତ ଆସି ପହଣ୍ଡିରେ!-->…
ଅକ୍ଷମଣୀୟ ତ୍ରୁଟିକୁ ନେଇ ମହାପ୍ରଭୁଙ୍କ ଇଚ୍ଛା କହିବା ଶ୍ରଦ୍ଧାଳୁଙ୍କ ମନକୁ ଆଘାତ ଦେଉଛି: ସୁଲୋଚନା ଦାସ
ଭୁବନେଶ୍ବର: ପହଣ୍ଡି ବେଳେ ଘଟିଥିବା ଅଘଟଣକୁ ନେଇ କଡ଼ା ପ୍ରତିକ୍ରିୟା ରଖିଲା ବିଜେଡି। ଏହା ଲଜ୍ଜାଜନକ, ଅକ୍ଷମଣୀୟ ତ୍ରୁଟି ବୋଲି କହିଲେ ଭୁବନେଶ୍ବର ମେୟର ସୁଲୋଚନା ଦାସ। ଏହି ଘଟଣା ସାଢ଼େ ୪ କୋଟି ଓଡ଼ିଆଙ୍କୁ ବ୍ୟଥିତ କରିଛି। ତା ଭିତରେ ଉପମୁଖ୍ୟମନ୍ତ୍ରୀ ଓ ଆଇନମନ୍ତ୍ରୀଙ୍କ ମନ୍ତବ୍ୟ!-->…
ଏହା ଲୀଳାମୟଙ୍କ ଲୀଳା, ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛୁ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ବର: ପୁରୀରେ ଆଡ଼ପ ମଣ୍ଡପ ବିଜେ ପହଣ୍ଡି ସମୟରେ ବଡ଼ଠାକୁର ଚାରମାଳରେ ଖସି ପଡ଼ିବା ଘଟଣା ସଂପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା ମିଳିଛି। ସେ କହିଛନ୍ତି, ଏହା ଲୀଳାମୟଙ୍କ ଲୀଳା। ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛୁ। ଅଘଟଣ ପରେ!-->…
ରାଜ୍ୟର ୪ ଜିଲ୍ଲାରେ ହେବ ଫିସିଂ ହବ୍ : ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ
ଭୁବନେଶ୍ୱର: ନୟାଗଡ, ପୁରୀ, ବାଲେଶ୍ୱର ଓ ଗଞ୍ଜାମରେ ହେବ ଫିସିଂ ହବ । ଜାତୀୟ ମତ୍ସ୍ୟ ଚାଷୀ ଦିବସ ଅବସରରେ ଏହା ଘୋଷଣା କରିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ଉତ୍ପାଦନରୁ ବିକ୍ରି ପର୍ଯ୍ୟନ୍ତ ରହିବ ସୁବିଧା। ବାଲେଶ୍ୱର ବସ୍ତାରେ ହୋଲସେଲ ମାର୍କେଟ ପାଇଁ ୭୮!-->…
କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ମଣ୍ଡଳ କାର୍ଯ୍ୟାଳୟରେ ସିବିଆଇର ଚଢ଼ାଉ
ବ୍ରହ୍ମପୁର : କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ, ବ୍ରହ୍ମପୁର ମଣ୍ଡଳ କାର୍ଯ୍ୟାଳୟରେ ସିବିଆଇର ଚଢ଼ାଉ । ୧୨ ଜଣିଆ ସିବିଆଇ ଟିମ ରେଡ଼ କରୁଛନ୍ତି । ଜଣେ ଠିକାଦାରଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଜିଏସଟିର ମନୋଜ କୁମାର ସୁବୁଦ୍ଧିଙ୍କୁ ଧରିଛି ସିବିଆଇ ଟିମ । ଠିକାଦାରଙ୍କ ଠାରୁ ୧!-->…
ଆରମ୍ଭ ହେଲା ମହାପ୍ରଭୁଙ୍କ ଆଡ଼ପ ଦର୍ଶନ
ପୁରୀ: ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ଆରମ୍ଭ ହୋଇଛି। ସକାଳ ଆଳତି ପରେ ଏଭଳି ଦର୍ଶନ ଆରମ୍ଭ ହୋଇଛି। ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି।
କଥିତ ଅଛି ଶ୍ରୀମନ୍ଦିରରେ ଦଶବର୍ଷ ଦର୍ଶନ କଲେ ଯାହା ଫଳ ମିଳେ, ଆଡ଼ପମଣ୍ଡପରେ ଦିନେ ଦର୍ଶନରେ ସେତିକି ଫଳ ମିଳିଥାଏ। ବିଶେଷକରି ଦିନ!-->!-->!-->…
ପହଣ୍ଡି ବେଳର ଅଘଟଣକୁ ନେଇ ବଡ ବୟାନ ଦେଲେ ଆଇନ ମନ୍ତ୍ରୀ
ପୁରୀ: ମଙ୍ଗଳବାର ପହଣ୍ଡିବେଳେ ଚାରମାଳରୁ ଖସିପଡିଥିଲେ ମହାପ୍ରଭୁ ବଳଭଦ୍ର । ଯାହାକୁ ନେଇ ବଡ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।
ଏନେଇ ମନ୍ତ୍ରୀ କହିଛନ୍ତି, ଏହା ଲୀଳାମୟଙ୍କ ଲୀଳା। ଆହତ ସେବାୟତଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇ ଦିଆଯାଇଛି। ଆଗକୁ ଶୃଙ୍ଖଳିତ ନୀତି!-->!-->!-->…
ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଆରଆଇ : ଜମି ପଟ୍ଟା କରାଇ ଦେବାକୁ ନେଉଥିଲେ ୫ ହଜାର ଲାଞ୍ଚ
ଫୁଲବାଣୀ :- ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଣେ ଲାଞ୍ଚୁଆ ଆରଆଇ। ଜଣେ ବ୍ୟକ୍ତିଙ୍କ ଜମି ପଟ୍ଟା ବାବଦରେ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ। କନ୍ଧମାଳ ଜିଲ୍ଲା କୋଟଗଡ଼ ତହସିଲ ଦୁର୍ଗାପଙ୍ଗା ଅଞ୍ଚଳର ଆରଆଇ ଦିଲ୍ଲିପ ସାହୁ ଲାଞ୍ଚ ନେବା ବେଳେ!-->…
ସଂରକ୍ଷିତ ଜଙ୍ଗଲ ଜମିରେ ଚାରା ରୋପଣ ନେଇ ଦୁଇ ଗ୍ରାମ ମଧ୍ୟରେ ଗୋଷ୍ଠୀ ସଂଘର୍ଷ…
ଉମରକୋଟ / ଝରୀଗାଁ ( ୧୦/୦୭/୨୦୨୪) ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଚକଳାପଦର ପଞ୍ଚାୟତ ଅନ୍ତର୍ଗତ ଧୋହଡ଼ାକୋଟ ସଂରକ୍ଷିତ ଜଙ୍ଗଲରେ ନୂତନ ଭାବେ ଚାରା ରୋପଣକୁ ନେଇ ଦୁଇ ଗ୍ରାମବାସୀଙ୍କ ମଧ୍ୟରେ ଗୋଷ୍ଠୀ କନ୍ଦଲ ସଂଘର୍ଷ ହୋଇଥିବା ବେଳେ ଉଭୟ ଗ୍ରାମର ପ୍ରାୟ ୨୩ ଜଣ ଆହତ ହୋଇ ଝରିଗାଁ!-->!-->!-->…
ମୃତ ବ୍ୟକ୍ତିଙ୍କ ଶବ ଜବତ, ମୃତ୍ୟୁର କାରଣ ଅସ୍ପଷ୍ଟ !
ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର ରାଏବଗା ଥାନା ଅଧୀନରେ ଥିବା କାଦୋବାହାଲ ପଞ୍ଚାୟତ ଅନ୍ତର୍ଗତ ବାଘିୟାଖାନ୍ଦି ଗ୍ରାମରେ ଘଟିଯାଇଛି ଏକ ମର୍ମନ୍ତୁଦ ଅଘଟଣ | ଆଜି ୦୯ ଜୁଲାଇ ସକାଳ ପ୍ରାୟ ୭ଟା ସମୟରେ ରାଏବଗା ଥାନାରେ ଶ୍ରୀମତୀ ପ୍ରତିମା କୁଯୁର ଏକ ଲିଖିତ ଭାବେ ଜଣାଇଛନ୍ତି ଯେ କୁଆଡେ!-->…