Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଦ୍ୟାରୂପୀ ସଞ୍ଜିବନୀ ପାଇବା ପରେ ବ୍ୟକ୍ତିର ଜୀବନ ଧନ୍ୟ ହୁଏ – ରାଷ୍ଟ୍ରପତି
ଭୁବନେଶ୍ବର : ବିଦ୍ୟା, ବ୍ୟକ୍ତିକୁ ଅମୃତ ପ୍ରଦାନ କରିଥାଏ ଓ ବିଦ୍ୟାରୂପୀ ସଞ୍ଜିବନୀ ପାଇବା ପରେ ବ୍ୟକ୍ତିର ଜୀବନ ଧନ୍ୟ ହୁଏ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ଆଜି ଚାରି ଦିନିଆ ଓଡିଶା ଗସ୍ତର ଶେଷ ଦିନରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ!-->…
ବିଶ୍ୱ ଡିଜିଟାଲ କାରବାରର ବିଶ୍ୱସନୀୟ ମଡେଲ ପ୍ରଦାନ କରୁଛି ଭାରତ – ମୋଦୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ତୃତୀୟ କାର୍ଯ୍ୟକାଳରେ ଭାରତକୁ ବିଶ୍ୱର ତୃତୀୟ ସର୍ବବୃହତ ଅର୍ଥ ବ୍ୟବସ୍ଥାରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଛି। ଆଜି ମସ୍କୋରେ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି, ଆଜିର ଭାରତ ଯେଉଁ ଲକ୍ଷ୍ୟ!-->…
ବୃତଙ୍ଗ ଜଳସେଚନ ପ୍ରକଳ୍ପକୁ ମିଳିଲା ଅନୁମୋଦନ
ଭୁବନେଶ୍ୱର: ନୟାଗଡ଼ ଜିଲ୍ଲାର ବହୁ ପ୍ରତିକ୍ଷିତ ବୃତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଜଙ୍ଗଲ ଜମି ରେ ଅଣ ଜଙ୍ଗଲ କାର୍ଯ୍ୟ ପାଇଁ ଚୂଡାନ୍ତ ମଞ୍ଜୁରୀ ଦେଇଛି। ସୂଚନା ଯୋଗ୍ୟ ଯେ, ଦୀର୍ଘ ୩୦ ବର୍ଷ ଧରି ଏହି ଯୋଜନାଟି ଜଙ୍ଗଲ ଅନୁମତି ପାଇଁ!-->…
ଦବିଲା ଭୁବନେଶ୍ୱର ଆଇଗିଣିଆ ଜାତୀୟ ରାଜପଥ ଫ୍ଲାଏଓଭର ରାସ୍ତା
ଭୁବନେଶ୍ୱର : ଦବିଲା ଭୁବନେଶ୍ୱର ଆଇଗିଣିଆ ଜାତୀୟ ରାଜପଥ ଫ୍ଲାଏଓଭର ରାସ୍ତା । ବର୍ଷାରେ ଆଇଗିଣିଆ ଫ୍ଲାଏଓଭର ରାସ୍ତା ଦବି ଯାଇଛି । ରାସ୍ତାର ଅବସ୍ଥା ବିପଦ ସଂକୁଳ ଅବସ୍ଥାରେ ଥିବାବେଳେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଦବି ଯାଇଥିବା ସ୍ଥାନରେ ଏକ ମିନି ଟ୍ରକ ମଧ୍ୟ ପଡ଼ି ଯାଇଥିବା!-->…
ଜଗନ୍ନାଥଙ୍କ ଭଜନକୁ ଅଶ୍ଳୀଳ ଭାବରେ ଗାଇବା ପରେ ହ୍ୟୁମାନଙ୍କ ନାମରେ ଥାନାରେ ଅଭିଯୋଗ
ଭୁବନେଶ୍ୱର: ପୁଣି ଥରେ ଅଡୁଆରେ ପଡିଲେ କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗର । ତାଙ୍କ ସହ ସିଙ୍ଗର ରୁକୁ ସୁନାଙ୍କ ନାଁରେ ମଧ୍ୟ ମାମଲା ରୁଜୁୁ ହୋଇଛି । ଏଥର ଭଜନକୁ ନେଇ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି । ହ୍ୟୁମାନ ସାଗର ଓ ରୁକୁ ସୁନାଙ୍କ ନାଁରେ କ୍ୟାପିଟାଲ ଥାନାରେ ଅଭିଯୋଗ ହୋଇଛି । !-->…
ଅଟକିଲା ବଳଦେବଙ୍କ ବ୍ରହ୍ମ ତାଳଧ୍ୱଜ ରଥ
କେନ୍ଦ୍ରାପଡା : ଅଟକିଲା ବଳଦେବଙ୍କ ରଥ । କେନ୍ଦ୍ରାପଡାର ଶ୍ରୀ ବଳଦେବଜୀଉଙ୍କ ରଥ ବ୍ରହ୍ମ ତାଳଧ୍ୱଜ ରଥ। ଏହି ରଥରେ ଜଗନ୍ନାଥ,ବଳଭଦ୍ର ଓ ସୁଭଦ୍ରା ମାଆ ରଥା ରୁଢ଼ ହୋଇ ମାଉସୀ ମା ମନ୍ଦିରକୁ ଯାଇଥାନ୍ତି । ଗତକାଲି ପହଣ୍ଡି କରାଯାଇଥିଲା । ଆଜି ରଥ ଟଣା ଆରମ୍ଭରୁ ରଥ ବାମ ପଟକୁ ଚାଲିଯାଇଥିଲା ।!-->…
ଓଡ଼ିଶାର ସ୍ୱାର୍ଥ ପାଇଁ ଲଢ଼େଇ ଜାରି ରହିବ, ଲୋକଙ୍କ ସ୍ୱରକୁ ସରକାରଙ୍କ ପାଖରେ ପହଞ୍ଚାଇବ ବିଜେଡି ମିଡିଆ ସେଲ୍
ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ଦଳର ରୂପରେଖକୁ ପରିବର୍ତ୍ତନ କରିଛନ୍ତି । ରାଜ୍ୟ ପଦାଧିକାରୀ କମିଟିକୁ ଭାଙ୍ଗିବା ସହ ନିଜର ରାଜନୈତିକ ସଚିବ, ଲୋକ ସମ୍ପର୍କ ଅଧିକାରୀ, ଦଳର ମୁଖପାତ୍ର, ଜାତୀୟ ମୁଖପାତ୍ରର ନୂଆ ଟିମ୍ ଘୋଷଣା କରିଛନ୍ତି। ଏ ନେଇ ସୋମବାର ଶଙ୍ଖଭବନରେ!-->…
୧୧ ପରେ ରାଜ୍ୟରେ ବଢ଼ିବ ବର୍ଷା!
ଆଗାମୀ ୨ ଦିନ ରାଜ୍ୟରେ ବର୍ଷା ଲାଗି ରହିବ। ତେବେ ୧୧ ତାରିଖ ପରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି। ଏଥିସହ ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏ ନେଇ ପୂର୍ବାନୁମାନ କରିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ!-->!-->!-->…
ପରକୀୟା ପ୍ରୀତି; ପୁଅର ତଣ୍ଟିଚିପି ହତ୍ୟା କଲା ମା’
ଦେଓଗଡ଼: ଦେଓଗଡ଼ରେ ଚାଞ୍ଚଲ୍ୟକର ଘଟଣା ଘଟିଛି। ପରକୀୟା ପ୍ରତିରେ ବାଧକ ସାଜିବାରୁ ଜନ୍ମଦାତ୍ରୀ ମା’ ହିଁ ନିଜ ହାତରେ ପୁଅର ତଣ୍ଟିଚିପି ହତ୍ୟା କରିଛି। ଏହି ଘଟଣାରେ ପୋଲିସ ମା’କୁ ଗିରଫ କରିଛି। ମୃତ ବାଳକ ହେଉଛି ରାଜାମୁଣ୍ଡା ଛକ ସାହିର ୧୪ ବର୍ଷୀୟ ନିକୁ ସୁନେନ୍।
ପୁଅକୁ!-->!-->!-->…
ଅଧ୍ୟକ୍ଷାଙ୍କୁ ଚାପୁଡ଼ା ମାରି ନିଲମ୍ବିତ ହେଲେ ଅଧ୍ୟାପିକା
ଅଧ୍ୟକ୍ଷାଙ୍କୁ ଚାପୁଡ଼ା ମାରି ନିଲମ୍ବିତ ହେଲେ ଅଧ୍ୟାପିକା। ଭଦ୍ରକ ଜିଲ୍ଲା ମହିଳା ମହାବିଦ୍ୟାଳୟରେ ଏଭଳି ଘଟଣା ଘଟିଛି।
ଅଧ୍ୟକ୍ଷା ସୁପ୍ରୀତି କର ଶନିବାର ଦିନ କାର୍ଯ୍ୟାଳୟରେ କୌଣସି କାମରେ ବ୍ୟସ୍ତ ଥିଲେ। ସେଇ ସମୟରେ ଉର୍ଦ୍ଦୁ ଅଧ୍ୟାପିକା ନସିମା ଖାତୁନ ଏକ ଦରଖାସ୍ତ ଦେଖିବା!-->!-->!-->…