Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଶରଧାବାଲିରେ ପହଞ୍ଚିଲା ୩ ରଥ
ପୁରୀ: ଶ୍ରୀ ଗୁଣ୍ଡିଚା ମନ୍ଦିର ପାଖରେ ପହଞ୍ଚିଲା ନନ୍ଦିଘୋଷ ରଥ । ପୂର୍ବରୁ ତାଳଧ୍ୱଜ ଓ ଦର୍ପଦଳନ ରଥ ପହଞ୍ଚିଛି । ଏବେ ଶରଧା ବାଲିରେ ୩ ରଥ ସମାନ ହୋଇ ଛିଡା ହୋଇଛନ୍ତି । ୩ ଠାକୁରଙ୍କୁ ଦେଖିବାକୁ ଭକ୍ତମାନେ ଗୁଣ୍ଡିଚା ମନ୍ଦିର ପାଖରେ ଭିଡ ଜମାଇଛନ୍ତି । ଜୟ ଜଗନ୍ନାଥ ନାରାରେ ପ୍ରକମ୍ପିତ!-->…
ରାଣୀଗୁମ୍ଫା ବୁଲିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ଅତ୍ୟନ୍ତ ଆଗ୍ରହର ସହ ଉଦୟଗିରି କୀର୍ତ୍ତିରାଜି ପରିଦର୍ଶନ କରିଛନ୍ତି ରାଷ୍ଟ୍ରପତି । ମୁଖ୍ୟତଃ ରାଣୀ ଗୁମ୍ଫା ପରିଭ୍ରମଣ କରିଛନ୍ତି ମହାମହିମ । ରାଣୀ ଗୁମ୍ଫାର ଉପର ମହଲା ଏବଂ ତଳ ମହଲା ବୁଲି ଦେଖିଲେ ଦ୍ରୌପଦୀ ମୁର୍ମୁ । ରାଣୀ ଗୁମ୍ଫାର କଳା କୀର୍ତ୍ତି ସବୁ ଅବଲୋକନ କଲେ ।!-->…
ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ସରକାରୀ ଜମିରୁ ହଟିବ ଜବରଦଖଲ, ସମସ୍ତ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାରୀ ଜମି!-->!-->!-->…
କିଶୋର ଜେନା ଏବଂ ଅମିତ ରୋହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଭୁବନେଶ୍ୱର: ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କାର!-->…
ପୁରୀ ବେଳାଭୂମିରେ ମର୍ଣ୍ଣିଂୱାକ୍ କଲେ ରାଷ୍ଟ୍ରପତି
ପୁରୀ : ଆଜି ସକାଳୁ ପୁରୀ ସୁମଦ୍ର କୂଳରେ ପ୍ରାତଃ ଭ୍ରମଣ କରୁଥିବାର ନଜର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ପ୍ରାତଃ ଭ୍ରମଣ ବା ମର୍ଣ୍ଣିଂୱାକ୍ ଯୋଗୁଁ ସମୁଦ୍ର କୂଳରେ ସୁରକ୍ଷା ବ୍ୟବସ୍ଥା ଲାଗୁ ହୋଇଥିଲା। ରାଷ୍ଟ୍ରପତିଙ୍କ ପ୍ରାତଃ ଭ୍ରମଣ ସମୟରେ କୌଣସି!-->…
୧୭ ଗ୍ରାମରୁ ଉର୍ଦ୍ଧ୍ୱ ବ୍ରାଉନ ସୁଗାର ଜବତ, ୩ ଗିରଫ
ଭୁବନେଶ୍ୱର: ରାଜଧାନୀର ବେଧଡ଼କ ଚାଲିଛି ବେଆଇନ ବ୍ରାଉନ ସୁଗାର କାରବାର। ଧଳା ଜହର କବଳରେ ଭୁବନେଶ୍ୱର। କିନ୍ତୁ ଏହା ଉପରେ କଡ଼ା ନଜର ରଖିଛି ପୋଲିସ। ଏକ ବିଶ୍ୱସ୍ତ ସୂତ୍ରରୁ ପୋଲିସ ଖବର ପାଇ ଜଟଣା ଥାନା ଅନ୍ତର୍ଗତ ଏକ ସ୍ପେଶାଲ ନାଇଜର ପଛ ପାଖରେ ଥିବା ଇଲେକ୍ଟ୍ରିକ ସବ-ଷ୍ଟେସନ ନିକଟରେ!-->…
ରାଜଯୋଗୀନି ବ୍ରହ୍ମାକୁମାରୀ ବିଜୟଲକ୍ଷ୍ମୀଙ୍କ ୩୮ ତମ ଜନ୍ମଦିନ ପାଳିତ !
ଛତ୍ରପୁର : ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ କେନ୍ଦ୍ର ସଞ୍ଚାଳିକା ରାଜଯୋଗୀନି ବ୍ରହ୍ମା କୁମାରୀ ବିଜୟଲକ୍ଷ୍ମୀ ଭଉଣୀ ଙ୍କ ୩୮ ତମ ଜନ୍ମଦିନ ଆଶ୍ରମ ପରିସରରେ ଶନିବାର ପାଳିତ ହୋଇଯାଇଛି ।ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଥିବା!-->…
ସେଣ୍ଟ ଜାଭିୟର ହାଇସ୍କୁଲରେ ବନ ମହୋତ୍ସବ
ଚିକିଟୀ : ଚିକିଟୀ ପେଣ୍ଠ ସ୍ଥିତ ସେଣ୍ଟ ଜାଭିୟର୍ସ ହାଇସ୍କୁଲ ଠାରେ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ବନ ମହୋତ୍ସବ ପାଳିତ ହୋଇଯାଇଛି। ଅନୁଷ୍ଠାନ ର ଶିକ୍ଷୟତ୍ରୀ ସୁପ୍ରିୟା ସାହୁଙ୍କ ତତ୍ୱାବଧାନରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଯଥା ଅଳକା ପ୍ରିୟଦର୍ଶିନୀ ପଣ୍ଡା, ସସ୍ମିତା ପ୍ରଧାନ, ମାନିନୀ!-->…
ଗଡ଼ିଲାନି ସିଦ୍ଧ ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ବଜ ରଥ
କେନ୍ଦ୍ରାପଡା : ଗଡ଼ିଲାନି ସିଦ୍ଧ ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ବଜ ରଥ। ପହଣ୍ଡି ପରେ ରଥାରୁଢ଼ ନୀତି ସମ୍ପନ୍ନ। ସନ୍ଧ୍ୟା ହେବାରୁ ରଥ ଗଡ଼ିଲାନି। ଆସନ୍ତାକାଲି ନୀତିକାନ୍ତି ପରେ ଦିନ ୨ଟାରୁ ରଥ ଟଣା ଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ବଳଦେବଜୀଉ!-->…
ସନ୍ତୃପ୍ତ ମିଶ୍ର ହେଲେ ନବୀନଙ୍କ ରାଜନୈତିକ ସଚିବ
ଭୁବନେଶ୍ବର : ହଟିଲେ ବିଜେଡିର ରାଜ୍ୟସ୍ତରୀୟ କର୍ମକର୍ତ୍ତା। ସମସ୍ତ ରାଜ୍ୟସ୍ତରୀୟ ଦଳୀୟ ପଦାଧିକାରୀଙ୍କୁ ହଟାଇଲା ବିଜେଡି। ସଭାପତି ନବୀନ ପଟ୍ଟନାୟକଙ୍କ ସ୍ୱାକ୍ଷରରେ ଜାରି ନିର୍ଦ୍ଦେଶକ୍ରମେ ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର ମଣ୍ଡଳୀ ଗଠନ କରାଯାଇଛି।ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ!-->…