Browsing Category

ଓଡିଶା

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ, ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁରେନ୍ଦ୍ରନାଥ ନାୟକଙ୍କ ଦେହାନ୍ତ । ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ । ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ ସୁରେନ୍ଦ୍ର। କାକଟପୁର ରାଜନୀତିରେ ଜଣେ

କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୩ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଶୁକ୍ରବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ବିଭାଗର ପୂର୍ବାନୁମାନ ଅନୁଯାୟୀ, ଜୁଲାଇ ୫ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖ‌ୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତିରେ ଗୋଟିଏ

ଦିନକ ପରେ ପୁରୀ ବିଶ୍ବପ୍ରିସଦ୍ଧ ରଥଯାତ୍ରା: ୩ ରଥରେ ଶେଷ ସ୍ପର୍ଶ ଦେଉଛନ୍ତି କାରିଗର

ପୁରୀ : ଦିନକ ପରେ ପୁରୀ ବିଶ୍ବପ୍ରିସଦ୍ଧ ରଥଯାତ୍ରା । ୩ ରଥରେ ଶେଷ ସ୍ପର୍ଶ ଦେଉଛନ୍ତି କାରିଗର । ସରିଲାଣି ସିଂହାସନ ପ୍ରଭାରେ ରୂପ ଖୋଦେଇ l ଚାଲିଛି ରଙ୍ଗ କାର୍ଯ୍ୟ । ତିନି ରଥକୁ ଉଠିଛି କଳସ, ଓଲଟ ଶୁଆ l ଚିତ୍ରକାର ସେବକମାନେ ନନ୍ଦି ଘୋଷ ରଥର ଚକ, ଦଣ୍ଡା, ଗୁଜ , ବାହ୍ୟ ଅଂଶରେ

ମିଳିଲା ନିଖୋଜ ନବଜାତ ଶିଶୁ, ମିଳୁନି ମା’ ର ପତ୍ତା

ପାରାଦୀପ: ନବଜାତ ପୁତ୍ରସନ୍ତାନକୁ ବିକ୍ରି ଅଭିଯୋଗ ଘଟଣା।ଭାଇଜାଗରୁ ଉଦ୍ଧାର ହେଲା ନବଜାତ ଶିଶୁ ପୁତ୍ର। ଉଦ୍ଧାର ପରେ ଶିଶୁଟିକୁ ପାରାଦୀପ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶିଶୁଟିକୁ ନିଜେ ଦଲାଲ୍ ପାରାଦୀପ ଆଣି ଆସିଥିବା ସୂଚନା ମିଳିଛି। ସେପଟେ ଘଟଣା ପ୍ରଘଟ ପର ଠାରୁ ନବଜାତର ମାଆ ଗାଏବ

ରଥଯାତ୍ରା ପ୍ରସ୍ତୁତି: ସମୀକ୍ଷା କଲେ ଡିଜିପ, ବଡ଼ଦାଣ୍ଡରେ ମକ୍‌ଡ୍ରିଲ୍‌

ପୁରୀ: ମହାପ୍ରଭୁଙ୍କ ଘୋଷଯାତ୍ରା-୨୦୨୪ ପାଇଁ ଗୁରୁବାର ଅପରାହ୍‌ଣରେ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଅରୁଣ କୁମାର ଷଡ଼ଙ୍ଗୀ ପୁରୀରେ ସମୀକ୍ଷା ବୈଠକ କରିଛନ୍ତି। ପୌର ସଦନରେ ଆୟୋଜିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଶାନ୍ତିଶୃଙ୍ଖଳା ଓ କଡ଼ାସୁରକ୍ଷା ନେଇ ଆଲୋଚନା ହୋଇଥିବା

ବିଜେଡି କର୍ପୋରେଟରଙ୍କ କଳିରେ ବାଜିଲା ଛାଟ, ମୁହଁ ନ ଖୋଲିବାକୁ ତାଗିଦ

ଭୁବନେଶ୍ୱର : ଭୁବନେଶ୍ୱର ବିଜେଡିରେ ଆରମ୍ଭ ହୋଇଥିବା ରାଜନୀତିକ ଡ୍ରାମା ଦଳୀୟ ସଂଗଠନକୁ ଭାରି ପଡ଼ିଛି। ଆଭ୍ୟନ୍ତରୀଣ କନ୍ଦଳ ନ ଥମିବାରୁ ହସ୍ତକ୍ଷେପ କରିଛନ୍ତି ଭୁବନେଶ୍ୱର ବିଜେଡ଼ି ସଭାପତି ତଥା ଉତ୍ତର ଭୁବନେଶ୍ୱର ବିଧାୟକ ସୁଶାନ୍ତ ରାଉତ। ବିଜେଡି କର୍ପୋରେଟରଙ୍କ କଳି ଦିନକୁ ଦିନ ବିସ୍ଫୋରକ

ଓଡ଼ିଶା ଲୋକସେବା ଅଧିକାର ଆଇନରେ ସାମିଲ ହେବ ଗୃହ ଓ ନଗର ଉନ୍ନୟନ ବିଭାଗର ଆଉ ପାଞ୍ଚଗୋଟି ସେବା

ଭୁବନେଶ୍ୱର: ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ଵାରା ପ୍ରଦାନ କରାଯାଉଥିବା ଆଉ ପାଞ୍ଚଗୋଟି ସେବାକୁ ରାଜ୍ୟ ସରକାର ଓଡ଼ିଶା ଲୋକସେବା ଅଧିକାର ଅଧିନିୟମ, ୨୦୧୨ରେ ଅନ୍ତର୍ଭୁକ୍ତ କରିବେ। ଏହା କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏହା ପୂର୍ବରୁ ଗୃହ ଓ

କ୍ଷତିପୂରଣ ପାଇଥିବା କହିଲେ ଅଗ୍ନିବୀରଙ୍କ ପରିବାର କିନ୍ତୁ ଅଗ୍ନିବୀର ଯୋଜନା ସଂପୂର୍ଣ୍ଣ ଭାବେ ଉଚ୍ଛେଦ ହେବା ଦରକାର

ନୂଆଦିଲ୍ଲୀ : ଆଇଇଡି ବିସ୍ଫୋରଣରେ ପ୍ରାଣ ହରାଇଥିବା ଅଗ୍ନିବୀର ଅଜୟ କୁମାରଙ୍କ ପରିବାର ଲୋକ ତାଙ୍କ ପାଇଁ ଭାରତୀୟ ସେନା ଠାରୁ ହିରୋର ମାନ୍ୟତା ଦାବି କରିଛନ୍ତି। ସେ କାର୍ଯ୍ୟ କରିବାରେ ପ୍ରାଣ ହରାଇଥିଲେ। ଭାରତ ସରକାରଙ୍କ କ୍ଷତିପୂରଣ ରାଶି ଅଜୟ କୁମାର ସ୍ଥାନ ନେଇ ପାରିବ ନାହିଁ ବୋଲି

ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତୀକରଣ କାର୍ଯ୍ୟକ୍ରମ ‘ମିସନ ଶକ୍ତି’ ଓଡ଼ିଶାରେ କାର୍ଯ୍ୟକାରୀ ହେବ:…

ଭୁବନେଶ୍ୱର: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତୀକରଣ କାର୍ଯ୍ୟକ୍ରମ ‘ମିସନ ଶକ୍ତି’କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ

ଦାଦନ ଖଟିବାକୁ ଯାଇ ଶ୍ରମିକଙ୍କ ମୃତ୍ୟୁ

ବୀରମହାରାଜପୁର: ମହାରାଷ୍ଟ୍ରର ପୁନେକୁ ଦାଦନ ଖଟିବାକୁ ଯାଇ ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ବୁଦ୍ଧଦେବ ମେଣ୍ଡିଳୀ (୨୨)।ସୂଚନା ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅନ୍ତର୍ଗତ ହିଲୁଙ୍ଗ ଗାଁର ହୀରାମଣୀ ମେଣ୍ଡେଲିଙ୍କ ପୁଅ ବୁଦ୍ଧଦେବ ମେଣ୍ଡିଲି ତିନି