Browsing Category

ଓଡିଶା

ପ୍ରସବ ପରେ ମହିଳାଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭଙ୍ଗାରୁଜା

ଭଦ୍ରକ: ଭଦ୍ରକର ଗେଲାପୁରସ୍ଥିତ ମହିଳା ଓ ଶିଶୁ ଡାକ୍ତରଖାନାରେ ପ୍ରସବ ପରେ ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ମେଡ଼ିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ଡାକ୍ତରଙ୍କ ଅବହେଳା ଯୋଗୁଁ ମହିଳାଙ୍କର ମୃତ୍ୟୁ ଘଟାଇଛି ବୋଲି ପରିବାର ଲୋକ ଅଭିଯୋଗ କରିବା ସହ ଆମକୁ ନ୍ୟାୟ ଦିଆଯାଉ ବୋଲି ଦାବି

ଭୁବନେଶ୍ୱରରେ ଜଷ୍ଟିସ୍ ଅରିଜିତ୍ ପଶାୟତ, କହିଲେ- ୮ରେ ଖୋଲି ନ ପାରେ ରତ୍ନ ଭଣ୍ଡାର

ଭୁବନେଶ୍ବର : ‘ ଆସନ୍ତା ୮ ତାରିଖରେ ଖୋଲିନପାରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର । ଉକ୍ତ ଦିନ ରଥ ଯାତ୍ରା ଥିବାରୁ ରତ୍ନ ଭଣ୍ଡାର ଖୋଲାଯିବା ସମ୍ଭାବନା କମ୍‌ । ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଖୋଲାଯିବ । ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପାପ୍ତ ବିଚାରପତି

ଟ୍ୱିନ୍‌ ସିଟିର କୃତ୍ରିମ ବନ୍ୟା ପରିଚାଳନା ପାଇଁ IITର ସହାୟତା ନିଆଯିବ

କଟକ-ଭୁବନେଶ୍ୱର ଓ ରାଜ୍ୟର ଅନ୍ୟ ସହରାଞ୍ଚଳରେ ଅସରାଏ ବର୍ଷାରେ କୃତ୍ରିମ ବନ୍ୟା ସୃଷ୍ଟି ହେଉଛି। ଏହାର ପରିଚାଳନା ପାଇଁ ଦିଲ୍ଲୀ IITର ସହାୟତାରେ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ପ୍ରାକୃତିକ

ହାଇକୋର୍ଟ ଗଲେ ଏଲିନା

କଟକ : ପୂର୍ବତନ ମୁଖ୍ୟମନ୍ତ୍ରୀ କଥା କଥାରେ କୁହନ୍ତି ‘ଲ ୱିଲ୍‌ ଟେକ୍‌ ଇଟ୍ସ ଓନ୍‌ କୋର୍ସ’। ଆଜି ଠିକ୍‌ ସେମିତି ଢଙ୍ଗରେ ସାମ୍ୱାଦିକଙ୍କୁ ଉତ୍ତର ଦେଇଛନ୍ତି ଚର୍ଚ୍ଚାରେ ଥିବା ବିଜେଡି ନେତ୍ରୀ ଏଲିନା ଦାସ। ଗତ କିଛି ଦିନ ହେଲା ତାଙ୍କ ନାଁରେ ହେଉଥିବା ଚର୍ଚ୍ଚା ଉପରେ ରୋକ୍‌ ଲଗାଇବା ପାଇଁ

ଲୋକସେବା ଭବନରେ କାର୍ଯ୍ୟରତ ASOଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର :ଲୋକସେବା ଭବନରେ କାର୍ଯ୍ୟରତ ASOଙ୍କ ମୃତଦେହ ଉଦ୍ଧାର। ମୃତ ASOଙ୍କ ନାଁ ମୋରା ମାରାଣ୍ଡି। ଭୁବନେଶ୍ୱର ଆଚାର୍ଯ୍ୟ ବିହାରସ୍ଥିତ ରହୁଥିବା ଘରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସଚିବାଳୟ ଇସ୍ପାତ ଓ ଖଣି ବିଭାଗରେ ୨୦୨୪ ବ୍ୟାଚର ଏଏସଓ ହେଉଛନ୍ତି ମୋରା ମାରାଣ୍ଡି।

ଓଡ଼ିଆ ଭାଷାରେ ଡାକ୍ତରୀ ପାଠପଢ଼ା: ସରକାର ଗଢ଼ିଲେ ବିଶେଷଜ୍ଞ କମିଟି,୧୫ଦିନରେ ଦେବେ ରିପୋର୍ଟ

ଭୁବନେଶ୍ବର : ରାଜ୍ୟର ପ୍ରଥମ ବିଜେପି ସରକାର ନିଜର ନିର୍ବାଚନୀ ପ୍ରତିଶ୍ରୁତିକୁ ପାଳନ କରି ଓଡ଼ିଆ ଭାଷାରେ ଡାକ୍ତରୀ ପାଠପଢ଼ା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି । ନିର୍ବାଚନୀ ଇସ୍ତାହାରରେ ବିଜେପି ଦେଇଥିବା ପ୍ରତିଶ୍ରୁତି ଆଧାରରେ ରାଜ୍ୟ ସରକାର ଆଜି ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ

ସିଏମଓରୁ ୪ ଓଏଏସ ବିଦା, ନବୀନ ସରକାରରେ ସାଜିଥିଲେ ସୁପର ମିନିଷ୍ଟର

ଭୁବନେଶ୍ବର : ଲୋକସେବା ଭବନର ତୃତୀୟ ମହଲାରୁ ଆଜିଠୁ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୀର୍ଘ ୨୨ଦିନ ପରେ ଆଜି ପୂଜାର୍ଚ୍ଚନା ସହ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜିଠୁ ସିଏମଓ(ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ)ରେ ପ୍ରବେଶ କରିଛନ୍ତି। ଆଉ ଏପଟେ ନବୀନ ପଟ୍ଟନାୟକ ସରକାରରେ

ଘୂର୍ଣ୍ଣିବଳୟ ପ୍ରଭାବରେ ୬ରୁ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଏଇ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ

କଲେଜ ଅଧ୍ୟକ୍ଷଙ୍କୁ ଅଫିସ୍‌ ଭିତରେ ପଶି ନିସ୍ତୁକ ମାଡ଼

ଖୋର୍ଦ୍ଧା : କଲେଜ ଅଧ୍ୟକ୍ଷଙ୍କୁ ତାଙ୍କ କାର୍ଯ୍ୟାଳୟର କୋଠରୀ ମଧ୍ୟରେ ନିସ୍ତୁକ ମାଡ଼ ଅଭିଯୋଗ । ମାଡ଼ ମାରିଛନ୍ତି କଲେଜର ପରିଚଳନା କମିଟି ସଭାପତି ଏବଂ ଅଧ୍ୟାପକ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ହଳଦିଆ ଡିଗ୍ରୀ କଲେଜରେ । ଅଭିଯୋଗ ଅନୁଯାୟୀ

ଭିଜିଲାନ୍ସ ଜାଲରେ ଏସଆଇ ବାବୁ

ଯାଜପୁର: ଲାଞ୍ଚ ନେବା ବେଳେ ଧରା ପଡିଲେ ଥାନା ଏସଆଇ। ବିଂଝାରପୁର ଥାନା ଏସଆଇ କେଶବ ଚନ୍ଦ୍ର ଦାସ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବିଞ୍ଝାରପୁର ସ୍ଥିତ ସରକାରୀ କ୍ୱାଟରରୁ ଧରିଥିଲା ଯାଜପୁର ଭିଜିଲାନ୍ସ ଟିମ । ସୂଚନା