Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭିଜିଲାନ୍ସ ଜାଲରେ ଏସଆଇ ବାବୁ
ଯାଜପୁର: ଲାଞ୍ଚ ନେବା ବେଳେ ଧରା ପଡିଲେ ଥାନା ଏସଆଇ। ବିଂଝାରପୁର ଥାନା ଏସଆଇ କେଶବ ଚନ୍ଦ୍ର ଦାସ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବିଞ୍ଝାରପୁର ସ୍ଥିତ ସରକାରୀ କ୍ୱାଟରରୁ ଧରିଥିଲା ଯାଜପୁର ଭିଜିଲାନ୍ସ ଟିମ ।
ସୂଚନା!-->!-->!-->…
ସୁସ୍ଥ ହେଲେ ଶ୍ରୀଜିଉ, ମହାପ୍ରଭୁଙ୍କ ସୁସ୍ଥତା ଖବର ନେଇ ରାଜ ପ୍ରସାଦରେ ପହଞ୍ଚିଲେ ସେବାୟତ
ପୁରୀ: ସୁସ୍ଥ ହେଲେ ମହାପ୍ରଭୁ । ଜ୍ୱରରୁ ସୁସ୍ଥ ହୋଇଛନ୍ତି ଜଗତର ନାଥ ଜଗନ୍ନାଥ । ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ରାଜ ପ୍ରସାଦରେ ପହଞ୍ଚି ଲେ ସେବାୟତ। ସୁସ୍ଥ ଖବର ନେଇ ମହାରାଜାଙ୍କୁ ଜଣାଇଲେ ସେବାୟତ । ଶ୍ରୀଜିଉଙ୍କ ଅସୁସ୍ଥ ସମୟରେ ଗୁପ୍ତ ଉପଚାର ଚାଲୁଥିଲା । ଜ୍ବରରେ ପୀଡ଼ିତ ମହାପ୍ରଭୁ!-->…
କାର୍ଯ୍ୟରେ ଅବହେଳା କାରଣରୁ ସସପେଣ୍ଡ ହେଲେ ୩ ପୋଲିସ
ନୟାଗଡ଼: ନୟାଗଡ଼ ସଦର ଥାନାର ୩ କର୍ମଚାରୀଙ୍କୁ ସସ୍ପେଣ୍ଡ କଲେ ଏସପି। ଡ୍ୟୁଟିରେ ଖିଲାପ ନେଇ ୩ ଜଣଙ୍କୁ ସସପେଣ୍ଡ କରିଥିବା ସୂଚନା।ଏସଆଇ ହସିନା ପ୍ରଧାନ, ଏଏସଆଇ ରାଜେଶ୍ବରୀ ନାୟକ,କନଷ୍ଟେବଳ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ସସପେଣ୍ଡ କଲେ ଏସପି । ଅଭିଯୋଗକାରୀଙ୍କ ଅଭିଯୋଗ ଗ୍ରହଣ ନକରିବା!-->…
ମନ୍ତ୍ରୀମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
ଭୁବନେଶ୍ବର: ମନ୍ତ୍ରୀମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନରେ ଏହି ବୈଠକ ଜାରି ରହିଛି। ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ସମେତ ଅଧିକାଂଶ!-->…
‘ମୋ’ ବସ୍ର ନାମ ବଦଳି ହୋଇପାରେ ‘ଆମ’ ବସ୍
ଭୁବନେଶ୍ବର:‘ମୋ’ ବସର ନାମ ବଦଳି ହୋଇପାରେ ‘ଆମ’ ବସ୍। ଆବଶ୍ୟକ ପଡ଼ିଲେ ଏହା ଉପରେ ଆଲୋଚନା ହେବ ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। ସେ କହିଛନ୍ତି, ‘ମୋ’ର ଅର୍ଥ ହେଉଛି ଅହଂ ଭାବ, ତେଣୁ ଆମେ ହେଲେ ଭଲ ହେବ। ‘ମୋ’ ବସ ସେବା ଲୋକମାନଙ୍କୁ ସୁବିଧା!-->…
ଋଣ ସୁଝିବା ପାଇଁ ଟଙ୍କା ନଦେବାରୁ ବାପାଙ୍କୁ ହତ୍ୟା କଲା ପ୍ରଫେସର ପୁଅ: ଡିସିପି
ଭୁବନେଶ୍ୱର: ଋଣ ସୁଝିବା ପାଇଁ ଟଙ୍କା ନଦେବାରୁ ନାରକୀୟ କାଣ୍ଡ । ବାପାଙ୍କୁ ହତ୍ୟା କଲା ପ୍ରଫେସର ପୁଅ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପ୍ରତୀକ ସିଂ। ଋଣ ଟଙ୍କା ସୁଝିବାକୁ ବାପାଙ୍କ ସହ ପୁଅର ଗଣ୍ଡଗୋଳ ହୋଇଥିଲା ପୁଅ ମାଗିଥିବା ଟଙ୍କା ନଦେବାରୁ ହତ୍ୟା କରାଯାଇଛି।!-->…
ରଥଯାତ୍ରାରେ ବଡ଼ଦାଣ୍ଡରେ ଷ୍ଟଲ ପ୍ରସଙ୍ଗରେ ମିଳିଲା ସର୍ତ୍ତମୂଳକ ଅନୁମତି
ପୁରୀ; ରଥଯାତ୍ରାରେ ବଡ଼ଦାଣ୍ଡରେ ଷ୍ଟଲ ପ୍ରସଙ୍ଗରେ ମିଳିଲା ସର୍ତ୍ତମୂଳକ ଅନୁମତି। ବ୍ୟବସାୟ ନୁହେଁ ବରଂ ଜନସେବା ପାଇଁ ଷ୍ଟଲ୍ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ସତ୍ୟପାଠ କଡ଼ାକଡ଼ି ପାଳନ କରିବାକୁ ମ୍ୟୁନିସିପାଲଟିକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ। ତେବେ ପୂର୍ବରୁ ଏନେଇ!-->…
ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି, ଗଣମାଧ୍ୟମରେ ଯେଉଁ ତାରିଖ ଘୋଷଣା ହେଉଛି ତାହା ଗୁଜବ: ଆଇନ ମନ୍ତ୍ରୀ
ଭୁବନେଶ୍ୱର: ରତ୍ନ ଭଣ୍ଡାର ଖୋଲିବା ତାରିଖ ଘୋଷଣାକୁ ନେଇ ଆଇନ ମନ୍ତ୍ରୀଙ୍କ ମନ୍ତବ୍ୟ। ସର୍ବୋଚ୍ଚସ୍ତରରେ ଆଲୋଚନା ସରିଛି, ଆଜି କାଲି ଭିତରେ ନିଷ୍ପତ୍ତି ହେବ। ରତ୍ନଭଣ୍ଡାର ନିଶ୍ଚିତ ଖୋଲିବ। ଖୁବଶୀଘ୍ର ମୋଡାଲିଟି ପ୍ରସ୍ତୁତ ହେବ। ଏନେଇ ଏକ ବୈଠକ ହେବ। ବୈଠକ ପରେ ତାରିଖ ଘୋଷଣା ହେବ।!-->…
ବିଜେପିର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ଅକାଳ ବିୟୋଗ
ଭୁବନେଶ୍ବର/ମାଲକାନଗିରି: ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ୀ ଆଉ ନାହାନ୍ତି। ଭୁବନେଶ୍ବରରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ୫୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି।
ସୂଚନା ଅନୁସାରେ ଆଦିତ୍ୟ ମାଢ଼ୀଙ୍କ ସ୍ବାସ୍ଥ୍ୟ ଜନିତ ସମସ୍ୟା ଯୋଗୁଁ ଏକ!-->!-->!-->…
ରାଜ୍ୟରେ ଦରଦାମ ବୃଦ୍ଧି ନେଇ ବର୍ଷିଲା ବିରୋଧୀ ବିଜେଡି
ଭୁବନେଶ୍ୱର : ଦର ନକମିଲେ ଆନ୍ଦୋଳନ । ଲୋକଙ୍କୁ କଲବଲ କଲାଣି ଆକାଶଛୁଆଁ ଦରବୃଦ୍ଧି । ଦିନକୁ ଦିନ ହୁ ହୁ ହୋଇ ବଢିଚାଲିଛି ପନିପରିବା ଓ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ । ୫୦ ଉପରେ ସବୁ ପରିବା । ଏହାକୁ ନେଇ ଅତିଷ୍ଠ ହୋଇପଡିଲେଣି ଲୋକେ। ଦରଦାମ୍ ନିୟନ୍ତ୍ରଣ କରି ରାଜ୍ୟ ସରକାର ଲୋକଙ୍କୁ!-->…